ନୂଆଦିଲ୍ଲୀ,୧୦।୪: କରୋନା କବଳରେ ଏବେ ସାରା ଦୁନିଆ। ଏହି ଭାଇରସ୍ ସମ୍ପର୍କରେ ପ୍ରତ୍ୟେକ ଦିନ ନୂଆ କଥା ସାମ୍ନାକୁ ଆସୁଛି। ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ନୋଟ୍…
କଣ୍ଟାପଡ଼ା,୧୦ା୪(ଡି.ଏନ୍.ଏ.): ମହାମାରୀ କରୋନା ଭୂତାଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବା ଏକମାତ୍ର ବିକଳ୍ପ। ଏଥିପାଇଁ ସରକାର ସାରାଦେଶରେ ଲକ୍ଡାଉନ୍ କରି ଅତି ଜରୁରୀ…
ଛତ୍ରପୁର, ୧୦।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡିକାଲ, ହସ୍ପିଟାଲକୁ ଟାଟା ଗ୍ରୁପ ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲ କରାଯାଇଛି। ଶୁକ୍ରବାରଠାରୁ…
ଦୁବାଇ,୧୦।୪: କରୋନା ସଂକ୍ରମଣ ଭୟରେ ରାସ୍ତାଘାଟ ଶୂନ୍ଶାନ୍, ସବୁକିଛି ଠପ୍। ବ୍ୟବସାୟିକ କାରବାର ବନ୍ଦ ହୋଇଯାଇଥିବାରୁ ଅନ୍ୟ ଦେଶଗୁଡ଼ିକ ଭଳି ବିପୁଳ ରାଜସ୍ବ ହରାଇବାରେ ଲାଗିଛି ଉପସାଗରୀୟ…
ନୂଆଦିଲ୍ଲୀ,୧୦।୪: ମହାମାରୀ କୋଭିଡ୍-୧୯ ଯୋଗୁ ସାରା ବିଶ୍ୱରେ ଏବେ ମାନ୍ଦାବସ୍ଥା ଦେଖାଦେଇଛି। ଏହାଦ୍ୱାରା ପ୍ରାୟ ୮୧ପ୍ରତିଶତ ନିଯୁକ୍ତି ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏବେ ସବୁଠୁ…
ରାଇକିଆ,୧୦।୪(ଡି.ଏନ୍.ଏ.): ମାସ୍କ ବ୍ୟବହାରକୁ କଡ଼ାକଡ଼ି ଲାଗୁ କରାଯିବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ମାସ୍କକୁ ନେଇ ସଚେତନତା କରାଯାଉଛି। ମାସ୍କ ମଧ୍ୟ ବଣ୍ଟାଯାଉଛି । ଏ କ୍ଷେତ୍ରରେ…
ନୂଆଦିଲ୍ଲୀ,୧୦।୪: ଏମ୍ପିମାନଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠି ୨ ବର୍ଷ ପାଇଁ ସ୍ଥଗିତ ରଖି ସେହି ଅର୍ଥକୁ କରୋନା ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଖର୍ଚ୍ଚ…
ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଚାଇନା…
ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ ଗଣମାଧ୍ୟମରେ…
ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି…