Home Left

ନେକ୍ସଟ ଏ କମେଡିରେ ମୃଣାଳ

ମୁମ୍ବାଇ: ଉମେଶ ଶୁକ୍ଲା ନିର୍ଦ୍ଦେଶିତ ‘ନେକ୍ସଟ ଏ କମେଡି’ରେ ଅଭିନେତ୍ରୀ ମୃଣାଳ ଠାକୁରଙ୍କୁ ଦେଖିବାକୁ ମିଳିବ। ମରାଠି ଓ ହିନ୍ଦୀ ଫିଲ୍ମରେ ନିଜର କମାଲ୍‌ ଦେଖାଇ ସାରିଥିବା…

6 years ago

‘ପିଓକେ’ରେ ପାକ୍‌ ବିରୋଧୀ ବିକ୍ଷୋଭ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): ପାକିସ୍ତାନୀ ସେନାର ଅତ୍ୟାଚାର ଯୋଗୁ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ବିଦ୍ରୋହର ନିଅଁା ଜଳିଛି। ସେଠାରେ ରହୁଥିବା ଲୋକେ ଖୋଲାଖୋଲି ଭାବେ ପାକିସ୍ତାନକୁ…

6 years ago

ଅଡିଟ୍‌ ଧରିଲା ମଧ୍ୟାହ୍ନଭୋଜନ ଚାଉଳ ଅଖା ଦୁର୍ନୀତି

ରଣପୁର,୧୦ା୯(ସ୍ବ.ପ୍ର.): ନୟାଗଡ ଜିଲାରେ ମଧ୍ୟାହ୍ନଭୋଜନ ଚାଉଳ ଅଖା ଦୁର୍ନୀତି ହୋଇଛି । ସ୍କୁଲର ପ୍ରଧାନଶିକ୍ଷକମାନେ ଅଖା ଅଥବା ଅଖା ବାବଦ ଟଙ୍କା ନ ଦେବାରୁ ଅଡିଟ୍‌ ଧରିଛି।…

6 years ago

କଶ୍ମୀରୀଙ୍କ ମାନବାଧିକାର ସୁରକ୍ଷାକୁ ଗୁରୁତ୍ୱ ଦିଅ

ଜେନିଭା,୧୦ା୯(ପି.ଟି.)-୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଓ ପାକ୍‌ପଟୁ ଦେଖାଦେଇଥିବା ବିପଦକୁ ନେଇ ଜାତିସଂଘ ମାନବାଧିକାର ସୁରକ୍ଷା କମିଶନ (ୟୁଏନ୍‌ଏଚ୍‌ଆର୍‌ସି) ଚିନ୍ତାବ୍ୟକ୍ତ କରିଛନ୍ତି। ଭାରତ ଓ ପାକିସ୍ତାନ…

6 years ago

ଦକ୍ଷିଣ ଭାରତରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧୦ା୯: ଦକ୍ଷିଣ ଭାରତରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ସେନା ପକ୍ଷରୁ ସତର୍କତା ଅବଲମ୍ବନ କରାଯିବା ସହ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି। କେତେକ…

6 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗଣ୍ଡଗୋଳ, ୨ ଆହତ, ୨ ଗିରଫ

ଧର୍ମଶାଳା,୧୦ା୯(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ କଣ୍ଟିଗଡ଼ିଆ ଗ୍ରାମରେ ରବିବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟିଛି। ଏଥିରେ ଦୁଇଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ପ୍ରଶାନ୍ତ…

6 years ago

ଭାରତୀୟ ସେନାର ଦୃଢ଼ କାର୍ଯ୍ୟାନୁଷ୍ଠାନ: ପିଓକେରେ ଆତଙ୍କବାଦୀ ଲଞ୍ଚପ୍ୟାଡ୍‌ ଧ୍ୱଂସ

ନୂଆଦିଲ୍ଲୀ, ୧୦ା୯: ଭାରତୀୟ ସେନା କାର୍ଯ୍ୟାନୁଷ୍ଠାନରେ ପିଓକେରେ ଥିବା ପାକ୍‌ ସେନାର ଏକ ଶିବିର ଓ ଆତଙ୍କବାଦୀଙ୍କ ଲଞ୍ଚ୍‌ପ୍ୟାଡ୍‌ ଧ୍ୱଂସ ହୋଇଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ଲାଗି…

6 years ago

ଯୁବକଙ୍କୁ ପିଟି ହତ୍ୟା ଅଭିଯୋଗ,୩ ଅଟକ

ଧର୍ମଶାଳା/ଜେନାପୁର,୧ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ପୁରୁଣାବଉଳମାଳ ପଞ୍ଚାୟତ ଭାଲିଆପାଳ ଗ୍ରାମର ଜଣେ ଯୁବକଙ୍କ ପୂର୍ବ ଶତ୍ରୁତାକୁ ନେଇ ରବିବାର ରାତିରେ ମରଣାନ୍ତକ ଆକ୍ରମଣ ହୋଇଥିଲା।…

6 years ago

ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ପ୍ରତିବାଦରେ ଅନଶନ ପ୍ରତିଶ୍ରୁତି ପରେ ଅନଶନ ପ୍ରତ୍ୟାହୃତ

ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର./ଡି.ଏନ୍‌.ଏ.)- ବରୀ ନିର୍ବାଚନମଣ୍ଡଳୀ ଅଧୀନ ଅଲ୍ଲୀପୁରସ୍ଥିତ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ କର୍ମଚାରୀ ପଦବୀ ଖାଲି ପଡିବା ପ୍ରତିବାଦରେ ସୋମବାର ଆଶ୍ୱାସନା ପରିବର୍ତ୍ତନର ଏକ ଭିନ୍ନ…

6 years ago

ଖରସ୍ରୋତାରେ ବନ୍ୟା: ଦୁର୍ବଳ ନଦୀବନ୍ଧ ବୁଲି ଦେଖିଲେ ମୁଖ୍ୟ ଯନ୍ତ୍ରୀ

ସିଂହପୁର,୧୦ା୯(ଡି.ଏନ୍‌.ଏ.)- ଖରସ୍ରୋତା ନଦୀର ଜଳପତ୍ତନ ବୃଦ୍ଧି ପାଉଥିବାରୁ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି। ବନ୍ୟାକୁ ଦୃଷ୍ଟିରେ ରଖି ସୋମବାର ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ଦୁର୍ବଳ ନଦୀ…

6 years ago