ମୁମ୍ବାଇ,୭।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍ଡାଉନ୍ ଜାରି ହୋଇଛି। ତେବେ ଏହାକୁ କେତେକ ଉଲ୍ଲଂଘନ…
ରାଇକିଆ,୭ା୪(ଡି ଏନ ଏ)- କରୋନା ମୁକାବିଲା ପାଇଁ ବିଭିନ୍ନ ସଙ୍ଗଠନ ଆଗକୁ ଆସୁଛନ୍ତି। କିଏ ସଚେତନତା କରୁଛି ତ ଆଉକିଏ ଆର୍ଥିକ ସହଯୋଗ କରୁଛନ୍ତି। ମଙ୍ଗଳବାର ରାଇକିଆ…
ଛପରା,୭।୪: କରୋନା ଭାଇରସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ ବିହାରର ଛପରା ଜିଲାରେ ଥିବା ଏକ ପରିବାର ପାଇଁ କିନ୍ତୁ ଖୁସିର ଖବର…
ଓ୍ବାଶିଂଟନ,୭।୪: ଆମେରିକାରେ କରୋନା ସଂକ୍ରମଣ ରୋକିବାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସରକାରଙ୍କ ପକ୍ଷରୁ ହୋଇଥିବା ସମସ୍ତ ଉଦ୍ୟମ ଫେଲ୍ ମାରିଛି। ଶେଷରେ ଟ୍ରମ୍ପ୍ ସୈନ୍ୟବାହିନୀର ସହାୟତା ଲୋଡ଼ିଛନ୍ତି।…
ନୂଆଦିଲ୍ଲୀ,୭।୪: କିଭଳି କରୋନା ବିରୋଧରେ ଲଢ଼େଇ କରାଯିବ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପରାମର୍ଶ ଦେଇଛନ୍ତି। ସୋନିଆ ମୋଦିଙ୍କୁ କହିଛନ୍ତି ଯେ,…
ଭୋପାଳ,୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକଡାଉନ୍ ଘୋଷଣା କରାଯିବା ସମୟରେ କିନ୍ତୁ କାର୍ଯ୍ୟରେ ହେଳା କରୁ ନାହାନ୍ତି ପୋଲିସ। ଡାକ୍ତର, ନର୍ସଙ୍କ ପରି ଏମାନେ…
ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- କରୋନା ମୁକାବିଲା ପାଇଁ କନ୍ଧମାଳ ଜିଲାପ୍ରଶାସନକୁ ପ୍ରଚୁର ପାଣ୍ଠିର ଆବଶ୍ୟକତା ରହିଛି। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ତାଙ୍କ ଅତିରିକ୍ତ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ…
ଧମା, ୭।୪ (ଡି.ଏନ.ଏ.) ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ୍ ଖିଣ୍ଡା ଗ୍ରାମର ଖଲିଆବନ୍ଧ ନିକଟରୁ ଧମା ବନ ବିଭାଗ ମଙ୍ଗଳବାର ସକାଳେ ଏକ ଆହତ ସମ୍ବରକୁ ଉଦ୍ଧାର…
ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ୨୧ ଦିନଆ ଲକ୍ଡାଉନ୍ ଘୋଷଣା କରିଥିଲେ। ଏହି ଲକ୍ଡାଉନ ପୂରଣ ହେବାକୁ ଆଉ ମାତ୍ର ୭ ଦିନ…
ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ୩ ପରିବାରର ପ୍ରାୟ ୧୪ ଜଣ ଗଁାରେ ପହଞ୍ଚତ୍ଛନ୍ତି। ଦାରିଙ୍ଗବାଡ଼ିର ଡବେରୀ ଗ୍ରାମଠାରେ ପହଞ୍ଚତ୍ବା ପରେ ଦାରିଙ୍ଗବାଡ଼ି…