କଣ୍ଟାମାଳ,୭।୯(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ ପରାଗାଁରେ କାନ୍ଥପଡି ଶନିବାର ସକାଳେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ…
ପ୍ରତିଦିନ ରାସ୍ତାରେ ଗାଡ଼ିମୋଟର ଦୁର୍ଘଟଣା ଘଟି ଲୋକେ ମୃତାହତ ହେଉଥିବା ଜାଣିଛନ୍ତି। କିନ୍ତୁ ଜାହାଜରେ ଯାଉଥିବା ସମୟରେ ଏକକାଳୀନ ହଜାର ହଜାର ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା କେବେ…
ଅତାବିରା/ସରଣ୍ଡା,୭।୯(ଡି.ଏନ୍.ଏ.)- ବରଗଡ଼ ଜିଲା ଅତାବିରାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଉପୁଜୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ସ୍ଥାନୀୟ ଲୋକଙ୍କୁ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି ଆବଶ୍ୟକ…
ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀ ନିକ୍ ଜୋନସଙ୍କ ସହ ମିଶି ବିଦେଶରେ ରହୁଛନ୍ତି। କିଛିଦିନ ହେବ ବଲିଉଡ୍ରୁ ଦୂରେଇ ଯାଇଥିବା…
ନୟାଗଡ଼ ଅଫିସ,୭।୯: ନୟାଗଡ଼ ଜିଲା ନୂଆଗାଁ ଥାନା ଶୋରଡ଼ା ଗ୍ରାମର ବେଲପା ନଦୀରେ ଭାସିଯାଇ ଶନିବାର ଜଣେ ନାବାଳକ ନିଖୋଜ ଅଛନ୍ତି। ସେ ହେଲେ ଯାଜପୁର ଜିଲାର…
ଲକ୍ଷ୍ନୌ,୭।୯: ଦେଶର ଶୁଟର ଦାଦି ତଥା ଅନ୍ତରାଷ୍ଟ୍ରୀୟ ଖାତି ସମ୍ପନ୍ନ ବିଶ୍ୱର ସବୁଠାରୁ ବୟସ୍କ ମହିଳା ବନ୍ଧୁକଚାଳିକା ଚନ୍ଦ୍ରୋ ତୋମରଙ୍କର ଦିଲ୍ଲୀସ୍ଥିିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍…
ତିରୁପତି,୭।୯: ଆନ୍ଧ୍ରପ୍ରଦେଶରେ ଥିବା ତିରୁପତି ତିରୁମାଲା ଦେବସ୍ଥାନମ୍ ଟ୍ରଷ୍ଟ୍କୁ ୮୦ ବର୍ଷ ଆଇନ ଲଢ଼େଇ ପରେ ସଫଳତା ମିଳିଛି। ଟ୍ରଷ୍ଟକୁ ୧୮୮ ଏକର ଏବଂ ୩୨ ସେଣ୍ଟ୍…
ନୂଆଦିଲ୍ଲୀ,୭।୯: ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିବାର ଥିଲା। ହେଲେ ଏହି…
ସମ୍ବଲପୁର,୭ା୯(ବ୍ୟୁରୋ): ହୀରାକୁଦ ଡ୍ୟାମ୍ରୁ ଶନିବାର ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ମିଳିଥିବା ରିପୋର୍ଟ ଅନୁସାରେ ସକାଳ ୯ଟା ପର୍ଯ୍ୟନ୍ତ ପ୍ରତି ସେକେଣ୍ଡରେ ୧ଲକ୍ଷ…
ଶ୍ରୀହରିକୋଟା,୭।୯: ଇସ୍ରୋର ଚନ୍ଦ୍ରୟାନ-୨ ମିଶନରେ ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡରର ଅବତରଣ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କିଛି…