Home Left

ଚର୍ଚ୍ଚରେ ଚାଲିଥିଲା ସାମୂହିକ ପ୍ରାର୍ଥନା: ପରିଚାଳକ ସମେତ ୮ ଗିରଫ

କାଶୀନଗର,୫।୪(ଡି.ଏନ୍.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଲକ୍ ଡାଉନ ଘୋଷଣା କରାଯାଇଛି। ଘରୁ ନ ବାହାରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି।…

7 years ago

ବାନ୍ଦିପୋରାର ୬ଟି ଗାଁ ‘ରେଡ୍‌ ଜୋନ’ ଘୋଷିତ

ଶ୍ରୀନଗର,୫।୪: ସାରା ଦେଶରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌କୁ କଡ଼ାକଡି କରାଯିିବା ସହ କେତେକ କଟକଣା ମଧ୍ୟ…

7 years ago

ମାସ୍କ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା

ଛତ୍ରପୁର,୫ା୪(ଡି.ଏନ୍‌.ଏ.)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଶନିବାରଠାରୁ ଆଶିଂକ ଶଟଡାଉନ୍‌ ଲାଗୁ କରାଯାଇଛି। ଅର୍ଥାତ୍‌ ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ…

7 years ago

ପରିବାର ଲୋକେ ଆସିଲେନି, ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍,୫।୪- ବରଗଡ଼ ସହରର ଜୀରାନଦୀ କୂଳ ସ୍ଵର୍ଗଦ୍ଵାରରେ ରବିବାର ସନ୍ଧ୍ୟାରେ ସ୍ଥାନୀୟ ସ୍ବେଛାସେବୀମାନେ ଛତିଶଗଡ଼ ଅଞ୍ଚଳର ଜଣେ ମୃତକଙ୍କ ଶବଦାହ କରିଛନ୍ତି। ମୃତକଙ୍କ ନାମ ପୁନିଡ୍…

7 years ago

କରୋନା ମୁକାବିଲା ପାଇଁ ବିଭିନ୍ନ ଧର୍ମଗୁରୁଙ୍କ ବୈଠକ ଡାକିଲେ ଜିଲାପାଳ

ରାୟଗଡା ଅଫିସ,୫।୪: ରାୟଗଡା ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ସଦଭାବନା ସଭାଗୃହରେ ରବିବାର ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ରାୟଗଡା ସହରରେ ଥିବା ଚର୍ଚ୍ଚ,…

7 years ago

ସୁନ୍ଦରଗଡ଼ର ୭୧ ନମୁନାରୁ ୫୬ ନେଗେଟିଭ୍

ସୁନ୍ଦରଗଡ଼, ୫।୪(ଡି.ଏନ.ଏ.) କରୋନା ସଂକ୍ରମଣ କୁ ରୋକିବା ନିମନ୍ତେ ଜିଲା ପ୍ରଶାସନ ଓ ଜିଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡାକଡି ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲାରେ କେବଳ…

7 years ago

ଗଛ ପକାଇ ଲକ ଡାଉନ କଲେ ଗ୍ରାମବାସୀ

କୋକସରା, ୫।୪, (ଡି.ଏନ.ଏ.) ଉପକୂଳ ଓଡିଶା ପରେ ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଜିଲାରେ କରୋନା ସଂକ୍ରମିତ ବାହାରିବା ପରେ…

7 years ago

ଚାଉଳ ପାଇଁ ଚାହିଁ ବସିଛନ୍ତି ହିତାଧିକାରୀ

ବିଞ୍ଝାରପୁର, ୫।୪ (ଡି.ଏନ.ଏ.)- ମହାମାରୀ କରୋନା ଯୋଗୁ ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଏଥିଯୋଗୁ ସାଧାରଣ ଗରିବ, ଖଟିଖିଆ କାମଧନ୍ଦା ହରାଇଛନ୍ତି। ସେମାନଙ୍କ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ…

7 years ago

ଯାଜପୁର ଜିଲା: ଶଟ୍‌ଡାଉନକୁ ମାନିଲେ ଲୋକେ

ଯାଜପୁର ଅଫିସ,୫ା୪-ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମବରଦାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଘୋଷିତ ପ୍ରଥମ ଦିନର ଶଟ୍‌ଡାଉନ୍‌…

7 years ago

୩୭୭ ଧର୍ମଗୁରୁଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେଲେ ଯୋଗୀ

ଲକ୍ଷ୍ନୌ,୫।୪: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଧର୍ମଗୁରୁଙ୍କ ସହାୟତା ଲୋଡ଼ିଛନ୍ତି। ଏଥିପାଇଁ ରବିବାର ଯୋଗୀ ଆଦିତ୍ୟନାଥ ରାଜ୍ୟର ୩୭୭ ଧର୍ମଗୁରୁଙ୍କ…

7 years ago