Home Left

ଲୁହାଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ

ଭୁବନେଶ୍ୱର,୪-୯(ବ୍ୟୁରୋ)/ କୋଣାର୍କ (ଡି.ଏନ୍‌.ଏ):ଶେଷରେ ଲୌହଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର। ଦୀର୍ଘଦିନର ବାଦବିବାଦ ଏବଂ ଦାବି ପରେ କୋଣାର୍କ ମନ୍ଦିରରୁ ହଟିବ ଲୌହଭାରା। କୋଣାର୍କର…

6 years ago

୨୪ଘଣ୍ଟା ପ୍ରବଳ ବର୍ଷିବ:ଆଜି ୩ ଜିଲାକୁ ଅରେଞ୍ଜ, ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୪-୯(ବ୍ୟୁରୋ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ବୁଧବାର…

6 years ago

ତୃତୀୟଶ୍ରେଣୀ ସାହିତ୍ୟ ବହିରେ ପଠାଣି ସାମନ୍ତଙ୍କ ସମ୍ପର୍କରେ ଭୁଲ ତଥ୍ୟ

ଖଣ୍ଡପଡା,୪-୯(ସ୍ବ.ପ୍ର.):ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଏବଂ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶିତ ୩ୟ ଶ୍ରେଣୀ ସାହିତ୍ୟ ବହିରେ ବିଶ୍ୱ ବିଖ୍ୟାତ ଜ୍ୟୋତିର୍ବିଦ୍‌ ତଥା…

6 years ago

ଦସ୍ତାବିଜ ଦେବ ନାଗରିକତ୍ୱର ପ୍ରମାଣ

ଭୁବନେଶ୍ୱର, ୪-୯ (ବ୍ୟୁରୋ):ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଆସାମର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ର ଚୂଡ଼ାନ୍ତ ତାଲିକା ୩୧ ଅଗଷ୍ଟ ୨୦୧୯ରେ ପ୍ରକାଶ ପାଇଛି। ଏଥିରେ ୩ କୋଟି…

6 years ago

ଲ୍ୟାଣ୍ଡର୍‌ ବିକ୍ରମର ପ୍ରଥମ ଡି-ଅର୍ବିଟାଲ ଅପରେଶନ୍‌ ଶେଷ

ଚେନ୍ନାଇ: ସେପ୍ଟେମ୍ବର ୨ ତାରିଖ ୧ଟା ୧୫ ମିନିଟ୍‌ରେ ଅର୍ବିଟର୍‌ରୁ ଭାରତର ପ୍ରଥମ ମୁନ୍‌ ଲ୍ୟାଣ୍ଡର ବିକ୍ରମ ଅଲଗା ହୋଇ ଚନ୍ଦ୍ରର ନିକଟତର ହେବାରେ ଲାଗିଛି। ଭାରତୀୟ…

6 years ago

ସୁନିଲ ଆରୋରା ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ

ନୂଆଦିଲ୍ଲୀ, ୪-୯: ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା ମଙ୍ଗଳବାର ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୧ ପର୍ଯ୍ୟନ୍ତ…

6 years ago

ଭର୍ତ୍ତୃହରିଙ୍କ ବାଗ୍‌ଦାଦ୍‌ ଯାତ୍ରା:ଏସିଆନ୍‌ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବେ

ନୂଆଦିଲ୍ଲୀ: ଇରାକର ରାଜଧାନୀ ବାଗ୍‌ଦାଦ୍‌ରେ ଅନୁଷ୍ଠିତ ହେବାକୁ ଥିବା ଏସିଆନ୍‌ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବା ଲାଗି ଭାରତ ପକ୍ଷରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ମଙ୍ଗଳବାର ସେଠାକୁ…

6 years ago

ଓଡ଼ିଆରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ମଧ୍ୟ ଅଭିନନ୍ଦନ ଜଣାଇଲେ

ଭୁବନେଶ୍ୱର,୪-୯(ବ୍ୟୁରୋ):ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ…

6 years ago

‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଇଣ୍ଡିଆ ଚାର୍ମିଂ ଫେସ୍‌’:ରାଜେଶ ପ୍ରଥମ ଓଡ଼ିଆ ଆଞ୍ଚଳିକ ନିର୍ଦ୍ଦେଶକ

ଭୁବନେଶ୍ୱର,୪-୯(ବ୍ୟୁରୋ):ବିଶ୍ୱର ଜଣାଶୁଣା ବିଉଟି ପାଜେଣ୍ଟ୍‌ ‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଚାର୍ମିଂ ଫେସ୍‌’ର ୩ୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏଥିପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।…

6 years ago

ଚାକିରି ଦେବା ନଁାରେ ଯୁବତୀଙ୍କୁ ବଳାତ୍କାର:ଅର୍ଥ ଲଗାଣକାରୀ ସଂସ୍ଥାର ଓଡ଼ିଶା ମୁଖ୍ୟ ଗିରଫ

କଟକ ରୋଡ,୪-୯(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଚାକିରି ଦେବା ନଁାରେ ହୋଟେଲରେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅଭିଯୋଗକ୍ରମେ ଲକ୍ଷ୍ମୀସାଗର ପୋଲିସ ଏକ ମାମଲା(ନଂ.୨୪୦/୧୯)ରୁଜୁ କରିବା ସହ ମଙ୍ଗଳବାର ଅଭିଯୁକ୍ତଙ୍କୁ…

6 years ago