ନୂଆଦିଲ୍ଲୀ,୩୦-୮: ସୁନା ଦର ଗୁରୁବାର ପ୍ରତି ୧୦ ଗ୍ରାମ୍ ୨୫୦ ଟଙ୍କା ବୃଦ୍ଧି ପାଇ ରେକର୍ଡ ୪୦ ହଜାର ଟଙ୍କା ଟପିଛି। ଅଲ୍ ଇଣ୍ଡିଆ ସର୍ରାଫା ଆସୋସିଏଶନର…
ନୂଆଦିଲ୍ଲୀ,୩୦-୮: ଭାରତୀୟ ଘରେ ଏବେ ମୂର୍ତ୍ତି ପରେ ଚାଇନା ନିର୍ମିତ ଧୂପବତି ପହଞ୍ଚତ୍ବାରେ ଲାଗିଛି। ଏହା ଏବେ ଏଭଳି ସ୍ଥିତିରେ ପହଞ୍ଚତ୍ଲାଣି ଯେ, ଦେଶର ଘରୋଇ ଅଗରବତୀ…
ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେଣୁ ପ୍ରତିଦିନ ସକାଳୁ ଶୀଘ୍ର ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ। ଏହାଦ୍ୱାରା ଜୀବନ ଦୀର୍ଘ…
ଏବେ କେତେକଙ୍କଠାରେ ମେଦବହୁଳତା ଦେଖାଦେଉଛି। ଏଥିରୁ ରକ୍ଷା ପାଇବା ଲାଗି ବ୍ୟାୟାମ ସହିତ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। ତେବେ ପ୍ରତିଦିନ ସକାଳେ ଆଖୁରସ ପିଇବା ସହିତ…
ହସିବାକୁ ଅନେକ ରୋଗର ମହୌଷଧି ବୋଲି କୁହାଯାଏ। ହସିବା ଦ୍ୱାରା ଶରୀରର ମାଂସପେଶୀ, ଚକ୍ଷୁ, ହୃତ୍ପିଣ୍ଡ ଏବଂ ମସ୍ତିଷ୍କ ସୁସ୍ଥ ରହିଥାଏ। ୟୁନିଭରସିଟି ଅଫ୍ ମେରିଲାଣ୍ଡ୍ଠାରେ .େହାଇଥିବା…
ଭୁବନେଶ୍ୱର, ୨୯।୮(ସ୍ପୋଟର୍ସ ବ୍ୟୁରୋ)- ଜାତୀୟ କ୍ରୀଡ଼ା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ…
ନୂଆଦିଲ୍ଲୀ, ୨୯ା୮(ପି.ଟି.)-ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଗୁରୁବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପାରା ଅଲିମ୍ପିକ ରୌପ୍ୟ ବିଜୟିନୀ ଦୀପା ମଲିକ ପ୍ରଥମ ଭାରତୀୟ…
ଭୁବନେଶ୍ୱର, ୨୯।୮ (ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା(କାମ୍ପା) ପାଇଁ ଜାତୀୟ କ୍ଷତିପୂରକ ବନୀକରଣ ଜମା ରାଶିରୁ କେନ୍ଦ୍ର ସରକାର ଓଡିଶା ଅଂଶଧନ ୫୯୩୩.୯୮ କୋଟି…
ରଘୁନାଥପୁର, ୨୯। ୮ (ଡି.ଏନ.ଏ.)- ମହାନଦୀ ସାଉଥ ଜଳସମ୍ପଦ ବିଭାଗ ଅଧୀନରେ ଥିବା ରାଘୁନାଥପୁର ବ୍ଲକ ତାରପୁରସ୍ଥିତ ମହାନଦୀ ବ୍ରିଜ୍ ସ୍ପାନ ଜଏଣ୍ଟ ମୁଣ୍ଡରେ ଗର୍ତ୍ତ ସୃଷ୍ଟି…
ରାୟଗଡ଼ା ଅଫିସ, ୨୯ା୮- ରାୟଗଡ଼ା ସହର ନିକଟସ୍ଥ ପିତାମହଲ ଗ୍ରାମରେ ଗୁରୁବାର ସାପ କାମୁଡ଼ାରେ ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଜଗନ ଲିମା(୫)। ଚିକିତ୍ସାରେ…