Home Left

ବ୍ୟାଙ୍କ ଠକେଇ ୭୧,୫୪୩ କୋଟିରେ ପହଞ୍ଚିଲା

ମୁମ୍ବାଇ,୨୯-୮: ରିଜର୍ଭ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ୨୦୧୮-୧୯ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇ ବଢ଼ିଥିବା ସ୍ବୀକାର କରାଯାଇଛି। ଆଲୋଚ୍ୟ ବର୍ଷରେ ଠକେଇ ଅର୍ଥ ପରିମାଣ ବଷର୍ର୍କୁ ବର୍ଷ…

6 years ago

ଆଜି ମେଡିକାଲ କାଉନ୍‌ସେଲିଂ

ଭୁବନେଶ୍ୱର,୩୦-୮(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ମେଡିକାଲ କଲେଜରେ ଖାଲିଥିବା ଏମ୍‌ବିବିଏସ୍‌ ସିଟ୍‌ଗୁଡ଼ିକ ଲାଗି ଶୁକ୍ରବାର ପୁଣି ଥରେ କାଉନସେଲିଂ ହେବ। ୧୦ଟି ଏମ୍‌ବିବିଏସ୍‌ ସିଟ୍‌ରେ ନାମଲେଖା ପାଇଁ…

6 years ago

ପକ୍କାଘର: ପୂରଣ ହୋଇପାରୁନି ଧାର୍ଯ୍ୟଲକ୍ଷ୍ୟ

ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟରେ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ଯୋଗାଇ ଦିଆଯିବ ପକ୍କାଘର। ୨୦୧୯ ଡିସେମ୍ବର ସୁଦ୍ଧା ରାଜ୍ୟ ସରକାର ଏବଂ ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ଦେବାକୁ କେନ୍ଦ୍ର…

6 years ago

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦: ଧୋନୀଙ୍କୁ ସ୍ଥାନ ମିଳିଲାନି, ହାର୍ଦ୍ଦିକ ଫେରିଲେ

ନୂଆଦିଲ୍ଲୀ, ୩୦।୮ (ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ଲାଗି ଗୁରୁବାର ଘରୋଇ ଭାରତୀୟ କ୍ରିକେଟ୍‌ ଦଳ ଘୋଷଣା କରାଯାଇଛି। ବିରାଟ…

6 years ago

ଅର୍ଥନୀତିରେ ମାନ୍ଦାବସ୍ଥା ସମୟାନୁବର୍ତ୍ତୀ

ମୁମ୍ବାଇ,୩୦-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ନିଜର ବାର୍ଷିକ ରିପୋର୍ଟ ଜାରି କରିଛି। ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଚକ୍ରୀୟ ହ୍ରାସ ବୋଲି…

6 years ago

ସୁନା ରେକର୍ଡ ୪୦ ହଜାର ଟପିଲା

ନୂଆଦିଲ୍ଲୀ,୩୦-୮: ସୁନା ଦର ଗୁରୁବାର ପ୍ରତି ୧୦ ଗ୍ରାମ୍‌ ୨୫୦ ଟଙ୍କା ବୃଦ୍ଧି ପାଇ ରେକର୍ଡ ୪୦ ହଜାର ଟଙ୍କା ଟପିଛି। ଅଲ୍‌ ଇଣ୍ଡିଆ ସର୍ରାଫା ଆସୋସିଏଶନର…

6 years ago

ମୂର୍ତ୍ତି ପରେ ଘରେ ପହଞ୍ଚୁଛି ଚାଇନା ଧୂପବତି;ସଙ୍କଟରେ ଭାରତୀୟ ଘରୋଇ ଉଦ୍ୟୋଗ

ନୂଆଦିଲ୍ଲୀ,୩୦-୮: ଭାରତୀୟ ଘରେ ଏବେ ମୂର୍ତ୍ତି ପରେ ଚାଇନା ନିର୍ମିତ ଧୂପବତି ପହଞ୍ଚତ୍ବାରେ ଲାଗିଛି। ଏହା ଏବେ ଏଭଳି ସ୍ଥିତିରେ ପହଞ୍ଚତ୍ଲାଣି ଯେ, ଦେଶର ଘରୋଇ ଅଗରବତୀ…

6 years ago

ଦୀର୍ଘାୟୁ ହେବା ପାଇଁ କରନ୍ତୁ ଏପରି…

ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେଣୁ ପ୍ରତିଦିନ ସକାଳୁ ଶୀଘ୍ର ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ। ଏହାଦ୍ୱାରା ଜୀବନ ଦୀର୍ଘ…

6 years ago

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି କି…

ଏବେ କେତେକଙ୍କଠାରେ ମେଦବହୁଳତା ଦେଖାଦେଉଛି। ଏଥିରୁ ରକ୍ଷା ପାଇବା ଲାଗି ବ୍ୟାୟାମ ସହିତ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। ତେବେ ପ୍ରତିଦିନ ସକାଳେ ଆଖୁରସ ପିଇବା ସହିତ…

6 years ago

ପ୍ରତିଦିନ ମାତ୍ର ୧ ଘଣ୍ଟା ହସନ୍ତୁ,ମିଳିବ ଏହିସବୁ ଫାଇଦା

ହସିବାକୁ ଅନେକ ରୋଗର ମହୌଷଧି ବୋଲି କୁହାଯାଏ। ହସିବା ଦ୍ୱାରା ଶରୀରର ମାଂସପେଶୀ, ଚକ୍ଷୁ, ହୃତ୍‌ପିଣ୍ଡ ଏବଂ ମସ୍ତିଷ୍କ ସୁସ୍ଥ ରହିଥାଏ। ୟୁନିଭରସିଟି ଅଫ୍‌ ମେରିଲାଣ୍ଡ୍‌ଠାରେ .େହାଇଥିବା…

6 years ago