ଭୁବନେଶ୍ୱର,୩୦।୮(ବ୍ୟୁରୋ) : ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ କାର୍ଯ୍ୟାଳୟରେ ପହଞ୍ଚିବା ଲାଗି ସକାଳ ୧୦ଟା ଏବଂ ଫେରିବା ସମୟ ଅପରାହ୍ନ ୫ଟା ୩୦ ମିନିଟ ଧାର୍ଯ୍ୟ କରିଛନ୍ତି।…
ଜମ୍ମୁ-କଶ୍ମୀର ସମ୍ପର୍କିତ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ଭାରତକୁ ବାରମ୍ବାର ଆଣବିକ ଅସ୍ତ୍ର ପ୍ରୟୋଗର ଧମକ ଦେଇ ଯୁଦ୍ଧ ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଏକ କ୍ଷେପଣାସ୍ତ୍ର…
ଲଣ୍ଡନ,୩୦-୮:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନର ପ୍ରସ୍ଥାନ ଲାଗି ଆଉ ମାତ୍ର କେଇ ସପ୍ତାହ ବାକି ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ ରଖିବା ପାଇଁ…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଦୀର୍ଘଦିନ ଧରି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦାବି ଜୋର୍ ଧରିଛି। ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ଲାଗି…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ସରକାରୀ କାର୍ଯ୍ୟକୁ ଉତ୍ତମ ରୂପେ ତର୍ଜମା କରାଯିବ। ବିଭାଗୀୟ ଅନୁଶୀଳନ ପରେ ଜଣେ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ଫାଇଲଗୁଡିକ ତଦାରଖ…
ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ। ମନ୍ତ୍ରୀ…
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ଆସନ୍ତା ୭ ତାରିଖରେ ଓଡ଼ିଶାରେ ପହଞ୍ଚତ୍ବା ପରେ ସେମାନଙ୍କୁ ସିଧା…
ନୂଆଦିଲ୍ଲୀ,୩୦-୮:ଦେଶର ହୀରା କାରବାର ଗଡ଼ ଭାବେ ପରିଚିତ ଗୁଜରାଟର ସୁରଟରେ ଏବେ ମାନ୍ଦାବସ୍ଥା ଛାଇଗଲାଣି। ଗତ କିଛି ମାସ ମଧ୍ୟରେ ଏଠାରେ ୬୦ ହଜାର କର୍ମଚାରୀ ନିଯୁକ୍ତି…
ମୁମ୍ବାଇ,୨୯-୮: ରିଜର୍ଭ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ୨୦୧୮-୧୯ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇ ବଢ଼ିଥିବା ସ୍ବୀକାର କରାଯାଇଛି। ଆଲୋଚ୍ୟ ବର୍ଷରେ ଠକେଇ ଅର୍ଥ ପରିମାଣ ବଷର୍ର୍କୁ ବର୍ଷ…