Home Left

ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଭାରତର ପ୍ରଥମ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାର କଲେ ଶୁଭାରମ୍ଭ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇଣ୍ଟିଗ୍ରେଟେଡ୍‌ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମ୍‌ଏସ୍‌) ସମଗ୍ର ଭାରତରେ ପ୍ରଥମ। ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି…

6 years ago

ଆଜିଠାରୁ ‘ଜିନ ଓ୍ବା’ରୁ କଢ଼ାଯିବ ତେଲ, ଚିଲିକା ପ୍ରତି ବିପଦ ନାହିଁ: ମନ୍ତ୍ରୀ

ଚିଲିକା, ୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିଲିକା ନିକଟ ରାଜହଂସରେ ଫସିଯାଇଥିବା ମାଲେସୀୟା ଜାହାଜ ‘ଜିନ ଓ୍ବା’ରୁ ବୁଧବାରଠାରୁ ତେଲ କଢ଼ାଯିବା ଆରମ୍ଭ ହେବ। ଏହା ୩ରୁ ୪…

6 years ago

ପିଟି ଉଷାଙ୍କ ସହ ସିନ୍ଧୁଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୮।୮- କିମ୍ବଦନ୍ତୀ ଧାବିକା ପିଟି ଉଷା ୨୦୦୧ରେ ପି.ଭି. ସିନ୍ଧୁଙ୍କ ସହ ଫଟୋ ଉଠାଇଥିଲେ। ୨୦୦୦ ମସିହାରେ ଟ୍ରାକରୁ ଅବସର ନେଇଥିବା ପାୟୋଲି ଏକ୍ସପ୍ରେସ ଭାବେ ପରିଚିତ…

6 years ago

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସ୍ଥାନୀୟ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ହୁତୁହୁତୁ ହୋଇ ଜଳିଗଲା ବସ୍‌। କଳାହାଣ୍ଡିରୁ ଯାତ୍ରୀ ନେଇ ଭୁବନେଶ୍ୱର ଆସିଥିବା ‘ଚକାଡ଼ୋଳା’ ବସ୍‌ରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା।…

6 years ago

ରେଲଓ୍ବେ ଷ୍ଟେଶନରେ କଦଳୀ ବିକ୍ରି ଉପରେ ଲାଗିଲା କଟକଣା

ଲକ୍ଷ୍ନୌ,୨୮।୮: ଉତ୍ତରପ୍ରଦେଶର ଲକ୍ଷ୍ନୌ ରେଲଓ୍ବେ ଷ୍ଟେଶନରେ କଦଳୀ ବିକ୍ରି ଉପରେ ଲାଗିଲା କଟକଣା। ଷ୍ଟେଶନରେ ସଫାସୁତୁରା ଉପରେ ଗୁରୁତ୍ୱ ଦେଇ ରେଲଓ୍ବେ ଅଧିକାରୀ ଏଭଳି ନିଷ୍ପତ୍ତି ନେଇଛନ୍ତି।…

6 years ago

ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଛୋଟ ପିଲାଙ୍କୁ ଦିଆଯାଉଛିି ନୈତିକ ମୂଲ୍ୟବୋଧ ଶିକ୍ଷା

ଭୋପାଳ,୨୮।୮: ମଧ୍ୟପ୍ରଦେଶ କୋଲାରଠାରେ ଥିବା ଆପନା ଘର ବୃଦ୍ଧାଶ୍ରମରେ ପ୍ରତି ଗୁରୁବାର ଏଠାରେ ରହୁଥିବା ବୃଦ୍ଧାବୃଦ୍ଧଙ୍କ ପକ୍ଷରୁ ନୈତିକ ମୂଲ୍ୟବୋଧ ଶିକ୍ଷାଦାନ କରାଯାଉଛି। ଅପରାହ୍ନ ୪ଟା ୩୦ରୁ…

6 years ago

ବିଶ୍ୱରେ ସବୁଠୁ ଅଧିକ ଟଙ୍କା କମାଉଛନ୍ତି ଏହି ସିଙ୍ଗର୍‌

ଆମେରିକାର ପପ୍‌ ଗାୟିକା ଟେଲର୍‌ ସୁଇଫ୍ଟ ବିଶ୍ୱର ସବୁଠାରୁ ଧନୀ ସିଙ୍ଗର୍‌ ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କର ପ୍ରତିଦିନ ଆୟ ପାଖାପାଖି ୩.୬୨ କୋଟି ଟଙ୍କା ଏବଂ…

6 years ago

ଏହି ବିଦେଶୀ କ୍ରିକେଟର ଶେୟାର କଲେ ଆଲିଆ ଭଟ୍ଟଙ୍କ ଫଟୋ

ଦକ୍ଷିଣ ଆଫ୍ରିକାର ପୂର୍ବତନ ଖେଳାଳି ହର୍ଶେଲ ଗିବ୍ସ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଏକ ଆନିମେଟେଡ୍‌ ଫଟୋ ନିଜ ଟୁଇଟରରେ ଶେୟାର କରି ଟ୍ରୋଲ୍‌ ହୋଇଛନ୍ତି। ଗିବ୍ସଙ୍କ…

6 years ago

ପରୀକ୍ଷା ଖାତା ମୂଲ୍ୟାୟନକାରୀଙ୍କ ପାଉଣା ବଢ଼ିବ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଏଣିକି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନପତ୍ର ସେଟ୍‌ ବଢ଼ିବ। ସେହିଭଳି ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବଢ଼ାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ…

6 years ago

ଦବିଲା କାଠଯୋଡି ବ୍ରିଜ୍‌

କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍‌ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍‌ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍‌…

6 years ago