Home Left

ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ବ୍ରହ୍ମପୁର ଅଫିସ, ୨୭।୮: ବ୍ରହ୍ମପୁର ପୋଲିସ ଜିଲା ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି । ଜିଲା ମୁଖ୍ୟାଳୟ ଚିଠି ନମ୍ବର ୧୬୯୪ ଅନୁଯାୟୀ ମୋଟ ୮ଜଣ ଇନ୍ସପେକ୍ଟରଙ୍କୁ…

6 years ago

ଅରୁଣ ଜେଟ୍‌ଲୀଙ୍କ ନାଁରେ ନାମିତ ହେବ କୋଟଲା ଷ୍ଟାଡିୟମ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଫିରୋଜ ଶାହ କୋଟଲା ଷ୍ଟାଡିୟମର ନାଁ ବଦଳାଯାଇ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀଙ୍କ ନାମରେ ନାମିତ ହେବ।…

6 years ago

ସୁପ୍ରିମକୋର୍ଟରେ ଖାରଜ ହେଲା ଶ୍ରୀମନ୍ଦିର ମାମଲା

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ପ୍ରସଙ୍ଗ ନେଇ ସୁପ୍ରିମ୍‌କୋର୍ଟରେ ୨ଟି ମାମଲା ରୁଜୁ ହୋଇଥିଲା। ଏହାକୁ ମଙ୍ଗଳବାର ସୁପ୍ରିମକୋର୍ଟ ଖାରଜ…

6 years ago

ଗୁରମୀତ୍‌ ରାମ ରହିମଙ୍କ ପାରୋଲ ଆବେଦନ ଖାରଜ

ଚଣ୍ଡିଗଡ଼,୨୭।୮: ଆତ୍ମଘୋଷିତ ଧର୍ମଗୁରୁ ତଥା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ୍‌ ରାମ ରହିମ ସିଂହଙ୍କୁ ପଞ୍ଜାବ ଓ ହରିୟାଣା କୋର୍ଟ ପକ୍ଷରୁ ବଡ଼ ଝଟ୍‌କା ଲାଗିଛି।…

6 years ago

ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି, ଖୁସିରେ ନାଚି ଉଠିଲେ ଜିଭା

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଘରକୁ ଏକ କୁନି ଅତିଥି ଆସିଛି, ଯାହାକୁ ଦେଖି ଧୋନୀଙ୍କ ଝିଅ ଜିଭା ଖୁସିରେ ଝୁମି…

6 years ago

ବାରମୁଳାରୁ ୨ ଆତଙ୍କବାଦୀ ଗିରଫ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ବାରମୁଳାରୁ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଏହା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ଏନେଇ ସିଆର୍‌ପିଏଫ୍‌ ୫୩ ବାଟାଲିୟନ୍‌ ପକ୍ଷରୁ…

6 years ago

ରମେଶ ପାଓ୍ବାର ଭାରତ-ଏ’ର ବୋଲିଂ କୋଚ୍‌

ମୁମ୍ବାଇ, ୨୭।୮- ପ୍ରାକ୍ତନ ଭାରତୀୟ ସ୍ପିନର ରମେଶ ପାଓ୍ବାରଙ୍କୁ ଭାରତ-ଏ କ୍ରିକେଟ୍‌ ଦଳର ବୋଲିଂ କୋଚ୍‌ ନିଯୁକ୍ତ କରାଯାଇଛି। ଘରୋଇ ଭାରତ-ଏ ଗୁରୁବାରଠାରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ…

6 years ago

ଭାରସାମ୍ୟ ହରାଇ ଓଲଟିଲା ବାଉଁଶ ବୋଝେଇ ଅପେରା ଗାଡ଼ି

ଆନନ୍ଦପୁର,୨୭। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବାଲୁଙ୍କେଶ୍ୱର ଛକଠାରେ ମଙ୍ଗଳବାର (ନଂ.ଓଆର୦୫-ଏଫ୦୮୨୧) ବିଶିଷ୍ଟ ଏକ ୧୦ ଚକିଆ ବାଉଁଶ…

6 years ago

ଚିଦାମ୍ବରମଙ୍କ ହେବ ଲାଏ ଡିଟେକ୍ଟର ଟେଷ୍ଟ: ସିବିଆଇ

ନୂଆଦିଲ୍ଲୀ,୨୭।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଛନ୍ଦି ହୋଇ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସିବିଆଇ ରିମାଣ୍ଡରେ ଅଛନ୍ତି। ଅଗଷ୍ଟ ୩୦ ପର୍ଯ୍ୟନ୍ତ ସେ ସିବିଆଇ ହେପାଜତରେ ରହିଥିବା…

6 years ago

ଗ୍ରାମ ଜଙ୍ଗଲରୁ କାଠ କାଟିବା ଅଭିଯୋଗ: ୨ ଟ୍ରକ୍‌ ଅଟକ

କୋରାପୁଟ,୨୭।୮(ସ୍ବ.ପ୍ର.): କୋରାପୁଟ ବ୍ଲକର ପଦ୍ମପୁର ଗ୍ରାମବାସୀ ସୋମବାର ବିଳମ୍ବିତ ରାତିରେ ୨ଟି କାଠ ବୋଝେଇ ଟ୍ରକ୍‌କୁ ଅଟକ ରଖିଛନ୍ତି। ଗ୍ରାମ ଜଙ୍ଗଲରୁ କାଠ କାଟିଥିବା ଅଭିଯୋଗରେ ଏହି…

6 years ago