ବେଙ୍ଗାଲୁରୁ,୨୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି କର୍ନାଟକର ପୂର୍ବ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା। ସେ ବେଙ୍ଗାଲୁରୁ ଯିବା ସମୟରେ ତାଙ୍କୁ ପୋଲିସ କମିଶନର ସହରରେ…
ମୁମ୍ବାଇ: ଏଥର ଫ୍ରାଇଡେରେ ରିଲିଜ୍ ହୋଇଥିଲା ବଲିଉଡ୍ ଭାଇଜାନ୍ ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ ‘ଦବଙ୍ଗ-୩’। ପ୍ରଥମ ଦିନରେ ଏହା କଲେକ୍ସନ କରିଛି ପାଖାପାଖି ୨୪ କୋଟି…
ନୂଆଦିଲ୍ଲୀ,୨୧।୧୨: ସିଏଏକୁ ବିରୋଧ କରି ଦେଶବ୍ୟାପି ପ୍ରଦର୍ଶନ କରାଯିବା ସହିତ ହିଂସାକାଣ୍ଡ ଜାରି ରହିଛି। ଏନେଇ ଏନ୍ସିପି ମୁଖ୍ୟ ଶରଦ ପାଓ୍ବାର ଭାଜପା ସରକାରଙ୍କୁ କଡ଼ା ସମାଲୋଚନା…
ମୁମ୍ବାଇ,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରିବା ଅଭିନେତା ତଥା ପ୍ରଯୋଜକ ଫରହାନ ଅଖତରଙ୍କୁ ମହଙ୍ଗା ପଡ଼ିଛି। ତେଲଙ୍ଗାନାରେ ତାଙ୍କ ବିରୋଧରେ ଅଭିଯୋଗ କରାଯାଇଥିବା ଜଣାପଡ଼ିଛି। ଏହି…
କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବନବିଭାଗ ପକ୍ଷରୁ ଶୁକ୍ରବାର ରାତିରେ ଚଢ଼ାଉ କରାଯାଇ ଯୋଡ଼ା ବ୍ଲକ ରୁଗୁଡି ଅଞ୍ଚଳରୁ ଏକ ଚୋରା କାଠ ବୋଝେଇ ମିନିଟ୍ରକ୍ ଜବତ ହୋଇଛି।…
ଘସିପୁରା,୨୧।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ ଆନନ୍ଦପୁରସ୍ଥିତ…
ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟାଙ୍କ ଓଜସ୍ବିନୀ ଭାଷଣ ଶୁଣି ଦର୍ଶକ ଚକିତ ହୋଇଯାଇଛନ୍ତି। ୮ ବର୍ଷୀୟା ଆରାଧ୍ୟା ଧୀରୁଭାଇ ଅମ୍ବାନୀ ସ୍କୁଲରେ ପାଠ ପଢୁଛନ୍ତି।…
ମୁମ୍ବାଇ: ପିଆଜ ଦାମ ଆକାଶ ଛୁଆଁ ହୋଇଛି। ଏହାକୁ ନେଇ ସୋସିଆଲ୍ ମିଡ଼ିଆରେ ବହୁ ରୋଚକ ଫଟୋ ଶେୟାର କରାଯାଉଛି। ବଲିଉଡ୍ ଅଭିନେତ୍ରୀ ଟ୍ବିଙ୍କିଲ୍ ଖାନ୍ନାଙ୍କୁ ତାଙ୍କ…
କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍ଆର୍ସିକୁ ଶନିବାର ସକାଳେ ବିରୋଧ କରାଯାଇ ସହରର ନୂଆ ଇଦ୍ଗାହ ପଡିଆଠାରୁ…
ନୂଆଦିଲ୍ଲୀ,୨୧।୧୨: ପୂର୍ବତନ କ୍ରିକେଟର ତଥା ପୂର୍ବ ଦିଲ୍ଲୀର ଭାଜପା ଏମ୍ପି ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ଶାହଦରା ଜିଲାର ଡିସିପିଙ୍କୁ ପତ୍ର ଲେଖି…