ନୂଆଦିଲ୍ଲୀ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଜାରି ରହିଥିବାବେଳେ ରେଲଓ୍ବେର ବହୁ କ୍ଷତି ଘଟିଛି। ବିକ୍ଷୋଭକାରୀମାନେ ରେଳଷ୍ଟେଶନରେ ଭଙ୍ଗାରୁଜା…
ଓ୍ବାଶିଂଟନ, ୨୦।୧୨(ପି.ଟି.):ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ବୁଧବାର ପ୍ରତିନିଧି ସଭାରେ ଗୃହୀତ ହୋଇଛି। ଫଳରେ ତାଙ୍କୁ ସିନେଟରେ ବିଚାରର ସମ୍ମୁଖୀନ ହେବାକୁ ପଡିବ। ସେ…
ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବେଳେ ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଚାର ବିଭାଗୀୟ କମିଶନ ଗଠନ ନିମନ୍ତେ…
ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସିଏଏକୁ ନେଇ କେନ୍ଦ୍ର ସରକାର ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଜୋର୍ଦାର ବିରୋଧର ସମ୍ମୁଖୀନ ହେବା ପରେ ଭାଜପା ଗୁରୁବାର ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କ ୨୦୦୩…
ପାଟନା, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଦେଶବ୍ୟାପୀ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଲାଗୁ କରିବା ପ୍ରସ୍ତାବର ବିରୋଧ କରି ବାମଦଳଗୁଡ଼ିକ ପକ୍ଷରୁ ଗୁରୁବାର ବିହାର ବନ୍ଦ…
ନୂଆଦିଲ୍ଲୀ, ୨୦।୧୨(ପି.ଟି.):ନାଗରିକତ୍ୱ ଆଇନକୁ ବିରୋଧ କରି ସାରା ଦେଶରେ ନିଆଁ ଜଳୁଥିବାବେଳେ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ସେଥିରେ ଘିଅ ଢାଳିଛନ୍ତି। ନୂଆ ନାଗରିକତ୍ୱ ଆଇନ (ସିଏଏ)…
କୋଲକାତା, ୨୦।୧୨:ନୂଆ ନାଗରିକତ୍ୱ ଆଇନକୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଜାତିସଂଘ ତତ୍ତ୍ୱାବଧାନରେ ଏହା ଉପରେ ଗଣଭୋଟ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶାସକ ଦଳ…
ନୂଆଦିଲ୍ଲୀ, ୨୦।୧୨(ପି.ଟି./ଆଇଏଏନ୍ଏସ୍):ନୂଆ ନାଗରିକତ୍ୱ ଆଇନ ବିରୋଧୀ ବିକ୍ଷୋଭ ଦେଶବ୍ୟାପୀ ଆନ୍ଦୋଳନର ରୂପ ନେଇସାରିଛି। ଉତ୍ତର-ପୂର୍ବାଞ୍ଚଳରେ ଉଠିଥିବା ନିଆଁ ପଶ୍ଚିମବଙ୍ଗ ପରେ ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ଦକ୍ଷିଣ…
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ପାର୍ଲାମେଣ୍ଟ ଓ ବିଧାନସଭାର ବାଚସ୍ପତିମାନେ ଦଳବଦଳ ନିରୋଧ ଆଇନକୁ କାର୍ଯ୍ୟକାରୀ କରିବା ଏବଂ ସଦସ୍ୟମାନଙ୍କୁ ଅଯୋଗ୍ୟ ଘୋଷଣା କରିବାବେଳେ ବାଚସ୍ପତିମାନେ ନିରପେକ୍ଷ ରହିବା ନିହାତି ଆବଶ୍ୟକ। ଏ…
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ସାତକୋଶିଆରୁ ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ‘ସୁନ୍ଦରୀ’। ଯଥାଶୀଘ୍ର ଫେରାଇ ଦେବାକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍ଟିସିଏ) ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ…