ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଥିବା ବେଳେ ତାଙ୍କ ବିୟୋଗରେ ଭାଙ୍ଗି ପଡିଛନ୍ତି ସମସ୍ତ ପରିବାର ସଦସ୍ୟ। ଏହି ଖବର ଶୁଣିବା ପରେ…
ଭବାନୀପାଟଣା,୨୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କିଟପଦର ଛକରେ ଗତ ୧୫ ତାରିଖ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ୩ ଅଭିଯୁକ୍ତ ଶୁକ୍ରବାର ଜେଲ…
ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟ୍ଲୀଙ୍କର ଶନିବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ରାଜ୍ୟ ଭାଜପା ସଭାପତି ତଥା…
ବାଙ୍ଗାଲୋର,୨୪।୮: କ୍ରୀଷ୍ଣପା ଗୌଥମ ଶୁକ୍ରବାର ବୋଧହୁଏ କ୍ରିକେଟ ଇତିହାସରେ ଶ୍ରେଷ୍ଠ ଅଲରାଉଣ୍ଡର ପ୍ରଦର୍ଶନ କରିଛନ୍ତି। କର୍ନାଟକ ପ୍ରିମିୟର ଲିଗ୍(କେପିଏଲ)ରେ ବଲାରି ଟସ୍କର୍ସ ପାଇଁ ଖେଳୁଥିବା ଡାହାଣହାତୀ ବ୍ୟାଟ୍ସମ୍ୟାନ…
ମୁମ୍ବାଇ,୨୪।୮: ମହାରାଷ୍ଟ୍ର ରାଜ୍ୟ ଭିଓ୍ବାଣ୍ଡିର ଶାନ୍ତିନଗରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ୪ ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ିପଡ଼ିଛି। ଏହି ଦୁଃଖଦ ଘଟଣାରେ ୨ ଜଣଙ୍କର ମୃତ୍ୟୁ…
ଅନୁଗୋଳ ଅଫିସ, ୨୪।୮: ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବାତିଲ କରିବା ପରେ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ ନେଇ…
ନୂଆଦିଲ୍ଲୀ,୨୪।୮: ଏବେ ଅଟୋ-ଟ୍ୟାକ୍ସିରେ ଯାତ୍ରା କରିବା ଅଧିକ ସୁରକ୍ଷିତ ହୋଇପାରିବ। ଦିଲ୍ଲୀର ୬ ହଜାରରୁ ଅଧିକ ଅଟୋ-ଟ୍ୟାକ୍ସିରେ କ୍ୟୁଆର୍ କୋଡ୍ ଲଗାଯାଇଛି। ଏହାକୁ ସ୍କାନ୍ କଲେ ସମ୍ପୃକ୍ତ…
ନର୍ଥ ସାଉଣ୍ଡ (ଆଣ୍ଟିଗୁଆ),୨୪।୮: ଯଶପ୍ରୀତ ବୁମରା ଟେଷ୍ଟ ଫର୍ମାଟରେ ୫୦ ଉଇକେଟ ନେବାରେ ଦ୍ରୁତତମ ଭାରତୀୟ ବୋଲର ହୋଇଯାଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଟେଷ୍ଟ ମ୍ୟାଚ୍ର…
ଦେବଗଡ଼,୨୪।୮(ଡି.ଏନ୍.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସ୍କୁଲ ଛାତ ଭାଙ୍ଗି ଯାଇଛି। ସକାଳୁ ପାଠପଢ଼ା ଚାଲିଥିବା ସମୟରେ ଏପରି…
କୋରୁକୋଣ୍ଡା,୨୪।୮(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ…