Home Left

ବିଶାଖାପଟ୍ଟନମ-ବିଜୟଓ୍ବାଡା ମଧ୍ୟରେ ଚାଲିବ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ

ନୂଆଦିଲ୍ଲୀ,୨୦-୮: ଭାରତୀୟ ରେଲଓ୍ବେ ପକ୍ଷରୁ ଦ୍ୱିତୀୟ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ ପୂର୍ବତଟ ରେଳପଥ ବିଶାଖାପଟ୍ଟନମ ଓ ବିଜୟଓ୍ବାଡା ମଧ୍ୟରେ ଚାଲିବ ବୋଲି ରେଲଓ୍ବେର ବରିଷ୍ଠ…

6 years ago

ବ୍ଲକସ୍ତରୀୟ ଫଲ ଆର୍ମି ୱାର୍ମ ତାଲିମ ଶିବିର

କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ ପରିଚାଳନା…

6 years ago

ଛୁଆକୁ ଧରି ଭଂଗା ଘରେ ରହୁଛନ୍‌ ଫୁଲତୁଲି

ଲାଠୋର, ୨୦ା୮(ଡି.ଏନ୍‌.ଏ.): ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ନିଅଁାସି ଗରିବ୍‌ ଦୁଖିକୁ ପକାଘର ଯୁଗେଇ ଦେଉଛନ୍‌। ହେଲେ ସର୍ଭେରେ ଭୁଲଭଟକା, ତଦାରଖ ଅଭାବୁ ଅନେକ ହକ୍‌ଦାର…

6 years ago

କୋଇଲା ଆଞ୍ଚରୁ ପ୍ରସ୍ତୁତ ଖାଦ୍ୟ ହୃଦ୍‌ରୋଗ ଆଶଙ୍କା ବଢାଏ

ଭୋଜନ ପ୍ରସ୍ତୁତ ନିମନ୍ତେ ଦୀର୍ଘ ସମୟ ପର୍ଯ୍ୟନ୍ତ କୋଇଲାର ବ୍ୟବହାର ଯୋଗୁ ହୃଦ୍‌ରୋଗ ସମ୍ବନ୍ଧୀୟ ସମସ୍ୟାରେ ମୃତ୍ୟୁ ଆଶଙ୍କା ବଢ଼ିଥାଏ। ଏକ ନୂତନ ଗବେଷଣାରୁ ଏହା ଜଣାପଡ଼ିଛି।…

6 years ago

ରାଜ୍ୟରେ ୨ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ: ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟିର ଅନୁମୋଦନ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ)-ରାଜ୍ୟରେ ୨ଲକ୍ଷ ୦୪,୦୬୯ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ସୋମବାର ଅପରାହ୍ନରେ ଖାରବେଳ ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ…

6 years ago

ସାପ କାମୁଡ଼ାରେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତ୍ୟୁ: ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ

କେନ୍ଦୁଝର, ୧୯ା୮ (ସ୍ବ.ପ୍ର.)-ସଦର ବ୍ଲକ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଅବହେଳା ଯୋଗୁ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତ୍ୟୁ ହୋଇଛି ା ଏଭଳି ଅଭିଯୋଗ ପରିବାର…

6 years ago

ଏମିତି ଏକ ଆଇସ୍‌କ୍ରିମ୍‌, ଯାହା ୧ ଘଣ୍ଟା ପର୍ଯ୍ୟନ୍ତ ତରଳିବ ନାହିଁ

ଗରମ ଦାଉରୁ ରକ୍ଷା ପାଇବାକୁ ଯଦି ହାତରେ ଗୋଟିଏ ଆଇସ୍‌କ୍ରିମ୍‌ ଧରାଇ ଦିଆଯାଏ, ତେବେ ମନକୁ ଟିକିଏ ଶାନ୍ତି ମିଳିଯାଏ। କିନ୍ତୁ ଚିନ୍ତା କେବଳ ଏତିକି ଥାଏ,…

6 years ago

ଓ୍ୱାର୍ଲ୍ଡ ଜୁନିୟର ଟ୍ରାକ୍‌ ସାଇକ୍ଲିଂ ଚାମ୍ପିୟନଶିପ୍‌: ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ନୂଆଦିଲ୍ଲୀ, ୧୯ା୮ (ପି.ଟି.)- ଓ୍ୱାର୍ଲ୍ଡ ଜୁନିୟର ଟ୍ରାକ୍‌ ଚାମ୍ପିୟନଶିପ୍‌ରେ ଭାରତର ଇସୋ ଆଲ୍‌ବେନ୍‌ ଦୁଇଟି ପଦକ ଜିତିଛନ୍ତି। ଫଳରେ କୌଣସି ଏକ ଗ୍ଲୋବାଲ ଇଭେଣ୍ଟରେ ଭାରତ ଏହାର…

6 years ago

ମ୍ୟାଚ ଭେନ୍ୟୁ ସ୍ଥାନାନ୍ତର ପ୍ରସଙ୍ଗ, ଏଆଇଟିଏ-ଆଇଟିଏଫ୍‌ ଆଲୋଚନା ଘୁଞ୍ଚିଲା

ନୂଆଦିଲ୍ଲୀ, ୧୯ା୮ (ପି.ଟି.)-ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳଯିବାକୁଥିବା ଡେଭିସ୍‌ କପ୍‌ ମ୍ୟାଚକୁ ନେଇ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ଏବଂ ଅନ୍ତର୍ଜାତୀୟ ଟେନିସ ମହାସଂଘ (ଆଇଟିଏଫ୍‌)ର…

6 years ago

ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ସ୍ବାୀ ଓ ଶାଶୁ ଅଟକ

ପୋଲସରା/ହାତୀଓଟ,୧୯ା୮(ଡି.ଏନ.ଏ.)-ପୋଲସରା ଥାନା ଅଞ୍ଚଳରେ ରବିବାର ଜଣେ ନବ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ସେ ହେଲେ ରାଜେଶ୍ୱରୀ ପାତ୍ର । ଝିଅକୁ ତାଙ୍କ ସ୍ବାମୀ…

6 years ago