Home Left

ଜନସଂଖ୍ୟା ବୃଦ୍ଧି: ଆମେ ୫ ଆମର ୨୫ ନୀତି ଚଳିବନି କହିଲା ସାମନା

ମୁମ୍ବାଇ,୧୭।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସଂଖ୍ୟା ବୃଦ୍ଧି ଉପରେ ଦେଇଥିବା ମନ୍ତବ୍ୟକୁ ଶିବସେନା ମୁଖପତ୍ର ସାମନା ସମର୍ଥନ କରିଛି। ସାମନାରେ ପ୍ରକାଶିତ ହୋଇଛି…

6 years ago

ସବ୍‌ରେଜିଷ୍ଟ୍ରି ଅଫିସରେ ତାଲା ପକାଇଲା ଓକିଲ ସଂଘ

ଲୋଇସିଂହା,୧୭।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ତହସିଲର ସବରେଜିଷ୍ଟ୍ରି ଅଫିସର କିରାଣି ମେନାରାମ ବିଶିଙ୍କୁ ଲୋଇସିଂହା ତହସିଲକୁ ବଦଳି କରାଯାଇଥିଲା । ଶୁକ୍ରବାର ସେ ଲୋଇସିଂହା ତହସିଲରେ ଯୋଗଦାନ…

6 years ago

ରବିବାରଠାରୁ ଖୁଦୁରୁକୁଣୀ ଓଷା: ଭାଇର ଶୁଭ ମନାସି ମା’ ମଙ୍ଗଳାଙ୍କୁ ପୂଜା କରିବେ ଭଉଣୀ

କେନ୍ଦୁଝର.୧୭।୮(ସ୍ବ.ପ୍ର.): ରବିବାରଠାରୁ ଆରମ୍ଭ ହେଉଛି ମା’ ମଙ୍ଗଳାଙ୍କ ଖୁଦୁରୁକୁଣୀ ଓଷା। ଭାଇର ଶୁଭ ମନାସି ଭଉଣୀମାନେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା କରି ବ୍ରତ ରଖିଥାନ୍ତି। ଏ ନେଇ…

6 years ago

ବେଆଇନ ଖଣି ଖନନ: ଜିଲାପାଳଙ୍କ କୋର୍ଟରେ ଶୁଣାଣି, ୩ ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ

କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ ଶୁଣାଣି…

6 years ago

୮ ଫୁଟ ୧ ଇଞ୍ଚ ଉଚ୍ଚା ଧର୍ମେନ୍ଦ୍ର ଯୋଗୀଙ୍କୁ ମାଗିଲେ ସହାୟତା

ଲକ୍ଷ୍ନୌ,୧୭।୮: ଭାରତର ସବୁଠାରୁ ଉଚ୍ଚା ବ୍ୟକ୍ତି ଧର୍ମେନ୍ଦ୍ର ନିଜ ଚିକିତ୍ସା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କର ହିପ୍‌ ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି ୮…

6 years ago

ପାକିସ୍ତାନ କୂଟନୈତିଜ୍ଞଙ୍କ ନାଲିଆଖି: କହିଲେ ଛାୟା ଯୁଦ୍ଧ କିମ୍ବା ଯୁଦ୍ଧ ଦ୍ୱାରା କଶ୍ମୀର ସମସ୍ୟାର ହେବ ସମାଧାନ

ଇସଲାମାବାଦ୍‌, ୧୭।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ମତିଭ୍ରମ ହେବାରେ ଲାଗିଛି। ସମର୍ଥନ ଯୋଗାଡ଼ କରିବାରେ ଅସଫଳ ହେବା ପରେ ପାକିସ୍ତାନ ଏବେ ବିବାଦୀୟ ମନ୍ତବ୍ୟ…

6 years ago

ଇଂଲଣ୍ଡ ଅଧିନାୟକ ପଦ ଛାଡ଼ିପାରନ୍ତି ମୋର୍ଗାନ

ଲଣ୍ଡନ,୧୭।୮- ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡ ଦଳର ଅଧିନାୟକ ଇଆନ ମୋର୍ଗାନ ପଦ ଛାଡ଼ିବା ନେଇ ଚିନ୍ତା କରୁଛନ୍ତି। ତାଙ୍କ ଅଣ୍ଟାଜନିତ ଆହତ ସମସ୍ୟା ଯୋଗୁ ସେ…

6 years ago

ରାଜନାଥଙ୍କ କଥା ଶୁଣି ହଡବଡେଇଲାଣି ପାକିସ୍ତାନ

ଇସଲାମାବାଦ,୧୭।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ଏହାକୁ ନେଇ ପାକିସ୍ତାନ ଭାରତ ସହ ସବୁ ପ୍ରକାର ସମ୍ପର୍କ ଛିନ୍ନ କରିବାକୁ ଯେମିତି ପଣ କରିଛି।…

6 years ago

ଯେଉଁଠି ଆପଣାଛାଏଁ ଅଟକି ଯାଏ ଟ୍ରେନ୍‌…

ମଧ୍ୟପ୍ରଦେଶ ଶାଜାପୁର ଅନ୍ତର୍ଗତ ବୋଲାଇ ଗାଁରେ ରହିଛି ପ୍ରଭୁ ସିଦ୍ଧବୀର ଖେଡ଼ାପତି ହନୁମାନଙ୍କ ମନ୍ଦିର। ମନ୍ଦିରଠାରୁ ପ୍ରାୟ ଏକ କିଲୋମିଟର ଦୂରରେ ରହିଛି ରତଲାମ୍‌-ଭୋପାଳ ରେଲଓ୍ବେ ଟ୍ରାକ୍‌।…

6 years ago

ବୋଲ୍ଟଙ୍କ ହେଲ୍‌ମେଟ୍‌ରେ ଅଟକିଲା ବଲ , କ୍ୟାଚ୍‌ ପାଇଁ ଗୋଡ଼ାଇଲେ ଫିଲ୍ଡର

ଗାଲେ,୧୭।୮- ଏଠାରେ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ କୌତୂହଳପୂର୍ଣ୍ଣ ଘଟଣା ଘଟିଛି। ଦ୍ୱିତୀୟ ଇନିଂସରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରୁଥିବାବେଳେ…

6 years ago