Home Left

କଲେଜ ଛାତ୍ରଙ୍କ କମାଲ:ବାଇକ୍‌ ପରି ଗଡୁଛି ସାଇକେଲ

ଖୋର୍ଦ୍ଧା ଅଫିସ,୧୦।୧୨:ବାଇକ୍‌ ପରି ଗଡୁଛି ସାଇକେଲ। ଷ୍ଟାର୍ଟ ହେଉଛି। ଆକ୍ସିଲେଟର ମୋଡ଼ିଲେ ବେଗ ବଢୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ପଡ଼ିବା ବଦଳରେ ବ୍ୟାଟେରୀ ସଂଯୋଗ ରହିଛି।…

7 years ago

ଭଙ୍ଗାଗଲା ମଙ୍ଗୁ ମଠ

ପୁରୀ ଅଫିସ, ୧୦।୧୨:ବହୁ ବାଦ ବିବାଦ ପରେ ଶେଷରେ ଉଚ୍ଛେଦ ହୋଇଛି ମଙ୍ଗୁ ମଠ। ସୋମବାର ମଠର ବ୍ୟବସାୟିକ କୋଠା ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ଏହି…

7 years ago

ଟାଣିନେଲା ୩୩ କେଭି ବିଦ୍ୟୁତ୍‌: ଜଳିଗଲେ ରଙ୍ଗମିସ୍ତ୍ରି, ଅନ୍ୟ ଜଣେ ଗୁରୁତର

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶିଶୁ ବିହାରରେ ସୋମବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ଘରର ରଙ୍ଗ କାମ ଚାଲିଥିବାବେଳେ ଜଣେ ଯୁବକଙ୍କୁ ଯମ ଭଳି ଟାଣି…

7 years ago

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ):ଶ୍ରୀମନ୍ଦିର ଭଳି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ହଟିବ ଜବରଦଖଲ। ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବ। ଏଥିପାଇଁ ସୋମବାରଠାରୁ…

7 years ago

ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

ଚୌଦ୍ୱାର,୧୦।୧୨(ଡି.ଏନ.ଏ): ଚୌଦ୍ୱାର ସର୍କଲ ଜେଲରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ମାଳିସାହି ଗ୍ରାମର ଦେବ ପ୍ରକାଶ…

7 years ago

ସୋନିଆଙ୍କୁ ଭେଟିଲେ ମହିଳା କଂଗ୍ରେସ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଅଭିଯୋଗ କରିବାକୁ ଯାଇଥିବା ମହିଳା କଂଗ୍ରେସ ଟିମ୍‌ ସୋମବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ…

7 years ago

ଭାଜପା ରାଜ୍ୟ ସଭାପତି ପଦକୁ ନେଇ ଚର୍ଚ୍ଚା:ଗୋଷ୍ଠୀବାଦ ନା ଯୋଗ୍ୟତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାନୁୟାରୀ ପୂର୍ବରୁ ଶେଷ ହେବ। ବୁଥ୍‌ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ସବୁଠି ଦଳ ନିଜର ନେତୃତ୍ୱ ପରିବର୍ତ୍ତନ କରିବାକୁ…

7 years ago

ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ:୭ଦିନ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୦।୧୨: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧୀନ ମେଗା ଜଳ ଯୋଗାଣ ପ୍ରକଳ୍ପରେ ବ୍ୟାପକ ହେରାଫେରି…

7 years ago

କର୍ନାଟକ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା:ଆଇଟି ନୀତି, ପୁଞ୍ଜିନିବେଶ ଉପରେ ଆଲୋଚନା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ପୂର୍ବାହ୍ନରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଅଶ୍ବଥ ନାରାୟଣଙ୍କ ସହ ସାକ୍ଷାତ କରିଛନ୍ତି। ଏଥିରେ ଉଭୟଙ୍କ ମଧ୍ୟରେ…

7 years ago

ବିଜେଡି-ଭାଜପା ମଧ୍ୟରେ ଅନୈତିକ ସନ୍ଧି ରହିଛି: ନିରଞ୍ଜନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ବିଜେଡି ଏବଂ ଭାଜପା ମଧ୍ୟରେ ଅନୈତିକ ସନ୍ଧି ରହିଛି। ଲୋକ ସଭା ହେଉ କି ରାଜ୍ୟ ସଭାରେ ପ୍ରସଙ୍ଗ ଉତ୍‌ଥାପନ ନ କରିବା ଏବଂ ରାଜ୍ୟ ସ୍ବାର୍ଥ…

7 years ago