Home Left

ବନ୍ଦ ଘରୁ ମିଳିଲା ୫ଜଣଙ୍କର ଗଳିତ ମୃତଦେହ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ଭଜନପୁରା ଅଞ୍ଚଳରୁ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ବୁରାରି ଗଣଆତ୍ମହତ୍ୟା ଘଟଣା ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ଉତ୍ତର-ପୂର୍ବ ଦିଲ୍ଲୀ…

7 years ago

୧୫ରେ ଫିଟ୍‌ନେସ ଟେଷ୍ଟ ଦେବେ ଈଶାନ୍ତ

ନୂଆଦିଲ୍ଲୀ,୧୨।୨- ଭାରତୀୟ ଦଳର ଆସନ୍ତା ୧୪ ତାରିଖରୁ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷରେ ଅଭ୍ୟାସ ଟେଷ୍ଟ ମ୍ୟାଚ୍‌ ଖେଳିବ। ଏହାର ଗୋଟିଏ ଦିନ ପରେ ଟିମ୍‌ ଇଣ୍ଡିଆର ସିନିୟର…

7 years ago

ଯୁବତୀ ଅପହରଣ ଘଟଣା: ଏସ୍‌ପି ଅଫିସ ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ଭଦ୍ରକ ଅଫିସ,୧୨।୨: ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ଅପହରଣ କରିନେଇଥିବା ଥାନାରେ ଅଭିଯୋଗ ହୋଇଥିଲା। ଇତିମଧ୍ୟରେ ଚାରିମାସ…

7 years ago

ବ୍ରାହ୍ମଣୀଗାଁରେ ଚାଲିଛି ବାବା ମୁକ୍ତେଶ୍ୱର ମନ୍ଦିର ନିର୍ମାଣ: ସରକାରଙ୍କ ଅନୁଦାନ ପରେ ଶ୍ରମଦାନ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବ୍ରାହ୍ମଣୀଗାଁରେ ବାବା ମୁକ୍ତେଶ୍ୱର ମନ୍ଦିରର ନିର୍ମାଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ…

7 years ago

ମଣିଷଙ୍କୁ ଅମର କରୁଥିବା ଯୀଶୁଙ୍କ ହୋଲି ଗ୍ରୀଲ୍‌ ଏବେ କେଉଁଠି ?

ରୋମ୍‌,୧୨।୨: ଯୀଶୁଖ୍ରୀଷ୍ଟଙ୍କ ପ୍ରକୃତ ହୋଲି ଗ୍ରୀଲ୍‌ ଏବେ କେଉଁଠି ରହିଛି ସେ ନେଇ ଅନୁସନ୍ଧାନ ଜାରି ରହିଛି। ଏହି କୁହୁକ ପାତ୍ରକୁ ପାନୀୟ ପିଇବାରେ ଯୀଶୁ ବ୍ୟବହାର…

7 years ago

ନିଆଁ ଲାଗିବା ପରେ ଭୁଶୁଡିଲା କାନ୍ଥ: ଉଦ୍ଧାର ବେଳେ ୨ ଦମକଳ କର୍ମଚାରୀ ମୃତ

ଶ୍ରୀନଗର,୧୨।୨: ଜମ୍ମୁର ତାଲାବ ତିଲୋ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବିଲଡିଂରେ ନିଆଁ ଲାଗିବା ପରେ ଏହାର କାନ୍ଥ ଭୁଶୁଡିପଡ଼ିଛି। ଏଥିରେ ୨ଦମକଳ କର୍ମଚାରୀଙ୍କ ମୃତ୍ୟୁ…

7 years ago

ବ୍ରିଟେନରୁ ମିଳିଲା ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅଙ୍କ ମୃତଦେହ

ଲଣ୍ଡନ, ୧୨।୨: ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲିଖୋ ପୁଲଙ୍କ ପୁଅଙ୍କ ମୃତଦେହ ବ୍ରିଟେନର ବ୍ରାଇଟେନ ସହରର ଏକ ଫ୍ଲାଟରୁ ସନ୍ଦିଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଛି। କଲିଖୋଙ୍କ…

7 years ago

ପୁଅ ପିଠିରେ ଗଧ ଲେଖି ନିସ୍ତୁକ ପିଟିଲେ ବାପା: ଗିରଫ କଲା ପୋଲିସ

ତେଲକୋଇ,୧୨।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଜଣେ ୮ ବର୍ଷର ଶିଶୁପୁତ୍ରକୁ ତାଙ୍କ ବାପା ନିସ୍ତୁକ ପିଟୁଥିଲେ।…

7 years ago

ବସ୍‌ରେ ବିଦ୍ୟୁତ୍‌ ତାର ଲାଗି ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଣା: ଡ୍ରାଇଭର ଗିରଫ

ଗୋପାଳପୁର,୧୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଛକରେ ଗତ ରବିବାର ବସ୍‌ ଦୁର୍ଘଟଣାରେ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରଠାରୁ ଡ୍ରାଇଭର ଫେରାର…

7 years ago

ଏଏପି କାର୍ଯ୍ୟକର୍ତ୍ତାଙ୍କୁ ଗୁଳିମାଡ ଘଟଣା: ୩ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୨।୨ : ଆମ ଆଦମୀ ପାର୍ଟି(ଏଏପି) ବିଧାୟକ ନରେଶ ଯାଦବଙ୍କ ବିଜୟ ଶୋଭାଯାତ୍ରା ବେଳେ ଗୁଳିମାଡ ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ…

7 years ago