ମୁମ୍ବାଇ,୧୩।୮: ବନ୍ୟାର ବିଭିଷିକା ପରେ ଏବେ ମହାରାଷ୍ଟ୍ରରେ ଭୂକମ୍ପ ଦେଖାଦେଇଛି। ମଙ୍ଗଳବାର ମହାରାଷ୍ଟ୍ରର ପାଲଘର ଜିଲାରେ ୩.୨ ତୀବ୍ରତାର ଏକ ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ବିଶେଷ…
ରାମେଶ୍ୱରମ୍,୧୩।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୭ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରାଯାଇଛି। ସେମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ଶ୍ରୀଲଙ୍କା କରିଛି।…
ନୂଆଦିଲ୍ଲୀ,୧୩।୮: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏବେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପୁଣିଥରେ କଂଗ୍ରେସର ଗୁରୁଦାୟିତ୍ୱ ତୁଲାଇଛନ୍ତି। ସୋନିଆଙ୍କୁ ଏବେ…
ନାଗପୁର, ୧୩।୮: ମହାରାଷ୍ଟ୍ରର ନାଗପୁରରୁ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନକୁ ରନ୍ଓ୍ବେ ଫେରାଇ ନିଆଯାଇଛି। ବିମାନରେ କିଛି ଯାନ୍ତ୍ରିକ ତ୍ରୁଟି ଥିବାରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା…
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ପ୍ରତିଦିନ ଭୁବନେଶ୍ୱରର ରେଲଓ୍ବେ ଷ୍ଟେଶନକୁ ହଜାରରୁ ଊର୍ଦ୍ଧ୍ୱ ଯାତ୍ରୀ ଯିବା ଆସିବା କରୁଛନ୍ତି। ହେଲେ ଆବଶ୍ୟକ ପରିମାଣର ଶୌଚାଳୟ ନଥିବାରୁ ଲୋକେ ହଇରାଣ ହେଉଛନ୍ତି।…
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଖୋର୍ଦ୍ଧାରେ ଗତ କିଛିଦିନ ହେଲା ଏସ୍ଟିଏଫ୍ ପକ୍ଷରୁ ଚଢାଉ ଜାରି ରହିଥିବାବେଳେ ଜଣକ ପରେ ଜଣେ ଖଣି ମାଫିଆ ଧରାପଡ଼ୁଛନ୍ତି। ୧୫ଦିନ ତଳେ ଏସ୍ଟିଏଫ୍କୁ…
ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜଧାନୀରେ ଥିବା ମସ୍ଜିଦ୍ଗୁଡ଼ିକରେ ସୋମବାର ଧୁମ୍ଧାମ୍ରେ ପାଳିତ ହୋଇଛି ମୁସଲମାନ ସମ୍ପ୍ରଦାୟର ଦ୍ୱିତୀୟ ବଡ଼ ପର୍ବ ଇଦ୍-ଉଲ୍-ଜୁହା। ବର୍ଷା ସତ୍ତ୍ୱେ ଦିନତମାମ ମସ୍ଜିଦ୍ରେ ଉତ୍ସବର ପରିବେଶ…
ମୁମ୍ବାଇ: ବଲିଉଡ୍ର ଏଭରଗ୍ରୀନ ନାୟିକା ଶ୍ରୀଦେବୀଙ୍କର ଅସମୟରେ ପରଲୋକକୁ ଆଜି ପର୍ଯ୍ୟନ୍ତ ବି ଗ୍ରହଣ କରିପାରୁ ନାହାଁନ୍ତି ପରିବାର ସଦସ୍ୟ। ମଙ୍ଗଳବାର ଶ୍ରୀଦେବୀଙ୍କ ଜନ୍ମଦିନ ଅବସରରେ ବଡ…
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଜଣାଶୁଣା କଣ୍ଠଶିଳ୍ପୀଙ୍କୁ ନେଇ ଆୟୋଜିତ ହେବ ଅନ୍ତର୍ଜାତୀୟ ଭୁବନେଶ୍ବର ସଙ୍ଗୀତ ଉତ୍ସବ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ନାମୀଦାମୀ କଳାକାର…
ପୁରୀ ଅଫିସ, ୧୩।୮: ପୁରୀର ନାଟ୍ୟାନୁଷ୍ଠାନ ‘ରଙ୍ଗଶାଳା’ ଆନୁକୂଲ୍ୟରେ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଚାଲିଥିବା ଦ୍ୱାଦଶ ଜାତୀୟ ନାଟକ ମହୋତ୍ସବର ସୋମବାର ଥିଲା ଦ୍ୱିତୀୟ ଦିବସ। ଭୁବନେଶ୍ୱରର ନାଟ୍ୟାନୁଷ୍ଠାନ…