Home Left

କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ…

6 years ago

ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ସ୍ଥାନ ଚିହ୍ନଟ

ଚମ୍ପୁଆ,୧୧।୮(ଡି.ଏନ.ଏ.)- ଚମ୍ପୁଆ ସଦର ମହକୁମାର ରାମଲାଠାରେ ନିର୍ମାଣ ହେବାକୁଥିବା କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଚମ୍ପୁଆବାସୀଙ୍କ ମନରୁ ଲିଭିବାକୁ ବସିଥିବା ବେଳେ ଶନିବାର ଜାଗା ଚିହ୍ନଟ ପ୍ରକ୍ରିୟା ଶେଷ…

6 years ago

ଭାଜପା ଛାଡି ବିଜେଡିରେ ଯୋଗଦେଲେ ତଳମଲା ସମିତିସଭ୍ୟା:ଜୁନାଗଡ ବ୍ଲକ ରାଜନିତୀ ସରଗରମ

ଜୁନାଗଡ,୧୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ସମିତିସଭ୍ୟା ଗୀତାଞ୍ଜଳୀ ହଂସ ଶନିବାର ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର…

6 years ago

ହାଇଦ୍ରାବାଦ ଓପନ୍‌: ଫାଇନାଲରେ ସୌରଭ, ଅଶ୍ୱିନୀ-ସିକ୍କି

ହାଇଦ୍ରାବାଦ, ୧୧ା୮ (ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଚାଲିଥିବା ହାଇଦ୍ରାବାଦ ଓପନ୍‌ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର୍‌-୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ…

6 years ago

ମିଅଁ।ଦାଦ୍‌ଙ୍କ ୨୬ ବର୍ଷର ରେକର୍ଡ ଭାଙ୍ଗିପାରନ୍ତି କୋହଲି

ପୋର୍ଟ ଅଫ୍‌ ସ୍ପେନ, ୧୧ା୮- ଭ୍ରମଣକାରୀ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ରବିବାର ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଦିନିକିଆ ସିରିଜର ୨ୟ ମ୍ୟାଚ୍‌…

6 years ago

ରାସ୍ତାରେ ଜଗି ବସିଛି ବିପଦ

ଆରଡ଼ି, ୧୧।୮ (ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦାସ୍ଥିତ ୨୦ ନମ୍ବର ଜାତୀୟ ରାଜପଥରେ ବିପଦ ଜଗି ବସିଛି। ଏହି ରାସ୍ତାରେ ବିଦ୍ୟୁତ୍‌ ବିଭାଗ…

6 years ago

ଭିତ୍ତିଭୂମି ନାହିଁ, ନଁ। କୁ ଆଦର୍ଶ ବିଦ୍ୟାଳୟ

ବହଳଦା,୧୧ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାର ସୀମାନ୍ତବର୍ତ୍ତୀ ଆଦିବାସୀ ଅଧ୍ୟୁଷିତ ତିରିଂ ବ୍ଲକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ହୋଇ ରହିଛି। ଏହି ଅଞ୍ଚଳରେ ଶିକ୍ଷାର ପ୍ରସାର ଲାଗି ୪ ବର୍ଷ…

6 years ago

ପର୍ଯ୍ୟଟନ କ୍ଷେତ୍ର କୁପାରୀକୁ ପ୍ରଦୂଷଣମୁକ୍ତ ଲାଗି ପ୍ରୟାସ :  ଅଣ୍ଟା ଭିଡିଲେ ବିଭିନ୍ନ ସଙ୍ଗଠନ

ଖଇରା, ୧୧।୮(ଡି.ଏନ.ଏ.)-୧୯୯୯ ମସିହାରୁ କୁପାରୀକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ମାନ୍ୟତା ମିଳିଛି ସତ, ହେଲେ ସେଭଳି କିଛି ଆଖିଦୃଶିଆ ପ୍ରଗତି ହୋଇପାରିନାହିଁ ା ଏଭଳିକି ସାଂସ୍କୃତିକ ପ୍ରାଣକେନ୍ଦ୍ର…

6 years ago

ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏହି ରସରୁ ଚାମୁଚେ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମେଦବହୁଳତାର ଶିକାର ହୋଇଥାନ୍ତି। ତେବେ ଏହାର ସଫଳ ଚିକିତ୍ସା ଆମ ଘରବାଡ଼ିରେ ଥିବା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ମଦବହୁଳତା…

6 years ago

ମଦ ପିଇବାକୁ ଟଙ୍କା ନ ଦେବାରୁ ଆକ୍ରମଣ : ମା,ଝିଅ ଗୁରୁତର

ରାୟଗଡ଼ା ଅଫିସ,୧୦ା୮: ମଦ ପିଇବାକୁ ଟଙ୍କା ନ ଦେବାରୁ ଶନିବାର ରାୟଗଡ଼ା ସହରର ବ୍ୟାଙ୍କ କଲୋନୀଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅକୁ ଛୁରିରେ ଆକ୍ରମଣ…

6 years ago