Home Left

୨୦ ମିନିଟ ବନ୍ଦ ରହିଲା ବାଲାଜୀ ମନ୍ଦିର

ହାଇଦ୍ରାବାଦ,୨ା୧୨: ତେଲଙ୍ଗାନାର ୨୬ ବର୍ଷୀୟା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାର ଶାନ୍ତିପୂର୍ଣ୍ଣ ପ୍ରତିବାଦ ସ୍ବରୂପ ଚିଲ୍‌କୁର ବାଲାଜୀ ମନ୍ଦିରର ପୂଜକମାନେ ଭକ୍ତମାନଙ୍କ ଲାଗି ଦର୍ଶନ…

7 years ago

ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ଶୁଣାଣି

ହାଇଦ୍ରାବାଦ,୨ା୧୨(ପି.ଟି.): ତେଲଙ୍ଗାନାର ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ବୋଲି ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ…

7 years ago

ବିସିସିଆଇ ଏଜିଏମ୍‌: ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ବଢ଼ାଇବାକୁ ନିଷ୍ପତ୍ତି; ଆଇସିସି ସିଇସିରେ ଜୟ ଶାହା ପ୍ରତିନିଧିତ୍ୱ କରିବେ

ମୁମ୍ବାଇ,୨।୧୨(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ରବିବାର ମୁମ୍ବାଇରେ ଅନୁଷ୍ଠିତ ହୋଇଛି। ବିସିସିଆଇ ନବ ନିର୍ବାଚିତ ସଭାପତି ସୌରଭ ଗାଙ୍ଗୁଲିଙ୍କ…

7 years ago

ଫେକ୍‌ ଆଇଡିରୁ ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିଲା ଚିଠି; ନାସା ନାଁରେ ଭୁଆଁ ବୁଲାଇଥିଲେ ନାବାଳକ

ଅନୁଗୋଳ ଅଫିସ,୨।୧୨: ମାତ୍ର ୬୫ ହଜାର ଟଙ୍କାରେ ଅନୁଗୋଳ ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ଶ୍ରେଣୀ ଛାତ୍ର ଶୁଭ୍ରାଂଶୁ ନାୟକ ପ୍ରସ୍ତୁତ କରିଥିବା ‘ମାଭିକ୍‌’…

7 years ago

ତାମିଲନାଡୁରେ ପ୍ରବଳ ବର୍ଷା: ୫ ମୃତ

ଚେନ୍ନାଇ,୨ା୧୨: ତାମିଲନାଡୁରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ଦୁଇଦିନ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ…

7 years ago

ଆବୁଧାବି ଗ୍ରାଁ ପ୍ରି: ହାମିଲଟନ ଚାମ୍ପିୟନ

ଆବୁଧାବି, ୨।୧୨ (ଏଏଫିପି)- ମର୍ସିଡିଜ ଡ୍ରାଇଭର ବ୍ରିଟେନର ଲୁଇସ୍‌ ହାମିଲଟନ ଏଠାରେ ଅନୁଷ୍ଠିତ ଆବୁଧାବି ଗ୍ରାଁ ପ୍ରି ଫର୍ମୁଲା-୧ ରେସ୍‌ରେ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ବର୍ଷର…

7 years ago

ସୀମାରେ ବଢ଼ୁଛି ଅନୁପ୍ରବେଶ ଉଦ୍ୟମ: ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ,୨ା୧୨(ପି.ଟି.): ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ-ପାକ୍‌ ସୀମାନ୍ତ ଅଧିକ ସମ୍ବେଦନଶୀଳ ହୋଇଥିବା ସୀମା…

7 years ago

ତିତ୍‌ଲିରେ ଧୋଇଯାଇଛି କଳିଙ୍ଗକୁ ରାସ୍ତା: ବର୍ଷକ ପରେ ବି ପଦକ୍ଷେପ ଶୂନ

ପାରଳାଖେମୁଣ୍ଡି,୨ା୧୨(ସ୍ବ.ପ୍ର.)- ୨୦୧୮ ତିତ୍‌ଲି ବାତ୍ୟାରେ ଗଜପତି ଜିଲା ପ୍ରଭାବିତ ହେବା ସହ ରାୟଗଡ଼ ବ୍ଲକ୍‌ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ବର୍ଷାରେ ସମସ୍ତ ନଦୀ ନାଳ…

7 years ago

ହାଇଦ୍ରାବାଦ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା ଘଟଣା: ଅଭିଯୁକ୍ତଙ୍କ ମା’ କହିଲେ ବଳାତ୍କାରୀ ପୁଅକୁ ଜାଳିଦିଅ

ହାଇଦ୍ରାବାଦ,୨ା୧୨: ମୋ ପୁଅ ଯଦି ଅପରାଧ ଘଟାଇଛି, ସେ ମୋ ପାଇଁ କେହି ନୁହେଁ। ସେ ଯଦି ବଳାତ୍କାର ଓ ହତ୍ୟା କରିଛି ତାକୁ ବି ଜାଳିଦିଅ।…

7 years ago

ତୁଟୁନି ଧାନ କିଣାବିକା ସମସ୍ୟା

ବରଗଡ଼ ଅଫିସ୍‌, ୨।୧୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୫ଦିନ ବିତିଯାଇଛି । ଧାନ କିଣାବିକା ଚାଲିଥିଲେ ସୁଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ଏହାକୁ…

7 years ago