କଟକ ଅଫିସ, ୨୩-୧୦:କେନ୍ଦ୍ର ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଲାଗୁ କରାଯାଇଥିବା ନୂଆ ମୋଟରଯାନ ଆଇନରେ ପୁରୁଣା ଗାଡ଼ି ରଦ୍ଦ ପାଇଁ ନୂଆ ଚିଠା ପ୍ରସ୍ତାବ ଆଗତ ହୋଇଛି।…
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ଏଓ୍ବାଇ)ରେ ଅନିୟମିତତା ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଚିଠି ଲେଖି ଜଣାଇଛନ୍ତି। ଚିଠିରେ ସେ ଉଲ୍ଲେଖ…
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ) : କମିଶନରେଟ ପୋଲିସ ଅଞ୍ଚଳରେ ହିଂସା ପୀଡିତା ମହିଳାଙ୍କ ସମସ୍ୟାର ସମାଧାନ ପାଇଁ ସହଯୋଗର ହାତ ବଢାଇଥିବା ‘ମାଧ୍ୟମ’ ମଙ୍ଗଳବାର ୫ ବର୍ଷରେ ପଦାର୍ପଣ…
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଆଇନଜୀବୀ ଦୀପାଳି ମୃତ୍ୟୁ ଘଟଣା ଦିନକୁ ଦିନ ଅଧିକ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଦୀପାଳି ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ସେନେଇ…
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ) :ନିଜେ ବାଲ୍ୟ ବିବାହ କରିବେ ନାହିଁ କି ଅନ୍ୟମାନଙ୍କୁ କରିବାକୁ ଦେବେନାହିଁ। ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ଆମ ସମାଜରୁ ମୂଳପୋଛ କରିବେ। ବାଲ୍ୟ ବିବାହର…
କଟକ ଅଫିସ, ୨୩-୧୦:ଗୁଗଲ୍ ମ୍ୟାପ୍ରେ ଟ୍ୟାଗ୍ ହେବ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ) ସହିତ ଡ୍ରାଇଭିଂ ଟେଷ୍ଟିଂ ଟ୍ରାକ୍ ଓ ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ (ପିୟୁସି) କେନ୍ଦ୍ର। ରାଜ୍ୟ…
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଏୟାର ଏସିଆ ଭୁବନେଶ୍ୱରରୁ ବେଙ୍ଗାଲୁରୁ, କଲିକତା ଓ ହାଇଦ୍ରାବାଦକୁ ନୂଆ ବିମାନ ଉଡ଼ାଇବ। ଆସନ୍ତା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଥିବା ଏହି ସେବା ପାଇଁ…
ସାକ୍ଷୀଗୋପାଳ, ୨୩-୧୦(ଡି.ଏନ୍.ଏ.):ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଚଳିତ ବର୍ଷ ନଭେମ୍ବର ୫ରେ ଅନୁଷ୍ଠିତ ହେବ। ଏନେଇ ପ୍ରଥମ ସମନ୍ବୟ ବୈଠକ ସାକ୍ଷୀଗୋପାଳ ପାନ୍ଥଶାଳାରେ…
ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଓଡ଼ିଆ ଚଳଚ୍ଚିତ୍ର ‘ମାଲ ମହୁ ଜୀବନ ମାଟି’ ନଭେମ୍ବର ୮ରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ। ଦୂରଦର୍ଶନରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ତୋଷ ନୋହିଲା ମୋର ଚିତ୍ତ’ର…
ପୁରୀ ଅଫିସ,୨୩-୧୦:ଶ୍ରୀମନ୍ଦିର ଗର୍ଭଗୃହର ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉନାହିଁ। ଫଳରେ ବିପଦରେ ରହିଛି ଗର୍ଭଗୃହ। ଏହାର କାନ୍ଥରେ ଫିମ୍ପି ଲାଗିଥିବାବେଳେ ଧଳାଛାପର ଚିହ୍ନ ମାଡ଼ିିଗଲାଣି। ଏପରି କି ବର୍ଷତମାମ୍…