ରିୟାଦ୍,୮।୮: ପାକିସ୍ତାନୀ ଡାକ୍ତରଙ୍କୁ ଦେଶ ଛାଡ଼ିବାକୁ ସୌଦି ସରକାର ଆଦେଶ ଦେଇଛନ୍ତି। ପାକିସ୍ତାନୀ ଡାକ୍ତର ଚିକିତ୍ସା କ୍ଷେତ୍ରରେ ସଫଳ ହୋଇପାରୁ ନ ଥିବା ସୌଦି ଅଭିଯୋଗ କରିଛି।…
ସୋନପୁର/ତରଭା,୮ା୮(ନି.ପ୍ର./ଡି.ଏନ୍.ଏ.): ୨୦୧୮ ସର୍ଭେ ଅନୁଯାୟୀ ଭାରତର ୧୦ ଶ୍ରେଷ୍ଠ ଥାନା ତାଲିକାରେ ସୁବର୍ଣ୍ଣପୁର ଜିଲାର ତରଭା ଥାନା ସ୍ଥାନ ପାଇଛି। ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ…
ଶ୍ରୀନଗର,୮।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ଜମ୍ମୁ-କଶ୍ମୀରର ୮୦ ଲକ୍ଷ ଲୋକଙ୍କୁ ବନ୍ଦୀ କରାଯାଇଥିବା ଅଭିଯୋଗ କରିଛନ୍ତି ଶାହ ଫୈସଲ୍। ଫୈସଲ୍ ପୂର୍ବରୁ ଆଇଏଏସ୍ ଅଫିସର ଭାବେ…
ନୂଆଦିଲ୍ଲୀ,୮।୮: ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ସରକାର ସେନାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିବାର ଯୋଜନା ରହିଥିବା ଜଣାପଡିଛି। ଗତ ଫେବୃୟାରୀ ୨୭ରେ ମିଗ୍-୨୧ବାୟୁସେନା…
ଭୁବନେଶ୍ୱର, ୮ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୨ ନୂତନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଚିବାଳୟରୁ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ୧୦ଟି ପ୍ରକଳ୍ପର…
ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶୁଟିଂ କରାଯାଇଥିବା ଭିଡ଼ିଓରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି କଂଗ୍ରେସର ବରିଷ୍ଠ ନେତା ଗୁଲାମ୍ନବୀ ଆଜାଦ୍…
ଭୁବନେଶ୍ୱର, ୮ା୮(ବ୍ୟୁରୋ): କେନ୍ଦ୍ର ସରକାର କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରି ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିଛନ୍ତି। ଫଳରେ କଶ୍ମୀରବାସୀଙ୍କୁ ଆତ୍ମନିର୍ଣ୍ଣୟର ଅଧିକାରରୁ ବଞ୍ଚତ୍ତ କରିଛନ୍ତି।…
ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତୀୟ ରେଲଓ୍ବେ ସର୍ବଦା ବିଳମ୍ବରେ ପହଞ୍ଚତ୍ବା ଲାଗି ସମାଲୋଚିତ ହୋଇ ଆସିଛି। କିନ୍ତୁ ଏମିତି ଏକ ତଥ୍ୟ ମିଳିଛି, ଯେଉଁଥିରେ ଟ୍ରେନ ବିଳମ୍ବ ହେବାରେ ମୁଖ୍ୟ…
ଭୁବନେଶ୍ୱର, ୮ା୮(ବ୍ୟୁରୋ): ଓଡିଶାର ପ୍ରଥମ ଇଂରାଜୀ ପ୍ରକାଶନ ମାଇଁ ସିଟି ଲିଙ୍କସ୍ ପକ୍ଷରୁ ମାଇଁ ସିଟି ଆୱାର୍ଡସ୍ର ଦ୍ୱିତୀୟ ସଂସ୍କରଣ ବୁଧବାର ସ୍ଥାନୀୟ ହୋଟେଲ ସ୍ବସ୍ତି ପ୍ରିମିୟମଠାରେ…
ଭୁବନେଶ୍ୱର,୮ା୮: ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା…