Home Left

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ୮୦ ଲକ୍ଷ ଲୋକଙ୍କୁ କରାଯାଇଛି ବନ୍ଦୀ: ଶାହ ଫୈସଲ୍‌

ଶ୍ରୀନଗର,୮।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ଜମ୍ମୁ-କଶ୍ମୀରର ୮୦ ଲକ୍ଷ ଲୋକଙ୍କୁ ବନ୍ଦୀ କରାଯାଇଥିବା ଅଭିଯୋଗ କରିଛନ୍ତି ଶାହ ଫୈସଲ୍‌। ଫୈସଲ୍‌ ପୂର୍ବରୁ ଆଇଏଏସ୍‌ ଅଫିସର ଭାବେ…

6 years ago

ଅଭିନନ୍ଦନଙ୍କୁ ମିଳିପାରେ ସେନାର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ,୮।୮: ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ସରକାର ସେନାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିବାର ଯୋଜନା ରହିଥିବା ଜଣାପଡିଛି। ଗତ ଫେବୃୟାରୀ ୨୭ରେ ମିଗ୍‌-୨୧ବାୟୁସେନା…

6 years ago

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୨୨ ପ୍ରକଳ୍ପ ଉଦ୍‌ଘାଟିତ: ‘ପୁଞ୍ଜିନିବେଶରେ ଶୀର୍ଷ ୩ କ୍ଷେତ୍ରରେ ସ୍ଥାନ ପାଇବ ଓଡ଼ିଶା’

ଭୁବନେଶ୍ୱର, ୮ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୨ ନୂତନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଚିବାଳୟରୁ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ୧୦ଟି ପ୍ରକଳ୍ପର…

6 years ago

ଡୋଭାଲଙ୍କ କଶ୍ମୀର ଭିଡ଼ିଓ: ଲୋକଙ୍କୁ ଅର୍ଥ ଲୋଭ ଦେଖାଇ କରାଯାଇଥିବା ଅଭିଯୋଗ କଲେ ଗୁଲାମ୍‌ନବୀ ଆଜାଦ୍‌

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶୁଟିଂ କରାଯାଇଥିବା ଭିଡ଼ିଓରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି କଂଗ୍ରେସର ବରିଷ୍ଠ ନେତା ଗୁଲାମ୍‌ନବୀ ଆଜାଦ୍‌…

6 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ

ଭୁବନେଶ୍ୱର, ୮ା୮(ବ୍ୟୁରୋ): କେନ୍ଦ୍ର ସରକାର କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରି ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିଛନ୍ତି। ଫଳରେ କଶ୍ମୀରବାସୀଙ୍କୁ ଆତ୍ମନିର୍ଣ୍ଣୟର ଅଧିକାରରୁ ବଞ୍ଚତ୍ତ କରିଛନ୍ତି।…

6 years ago

୬ ମାସରେ ୫୨୧ଥର ଅଯଥା ଚେନ୍‌ ପୁଲିଂ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତୀୟ ରେଲଓ୍ବେ ସର୍ବଦା ବିଳମ୍ବରେ ପହଞ୍ଚତ୍ବା ଲାଗି ସମାଲୋଚିତ ହୋଇ ଆସିଛି। କିନ୍ତୁ ଏମିତି ଏକ ତଥ୍ୟ ମିଳିଛି, ଯେଉଁଥିରେ ଟ୍ରେନ ବିଳମ୍ବ ହେବାରେ ମୁଖ୍ୟ…

6 years ago

ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ: ୮ ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଓଡିଶାର ପ୍ରଥମ ଇଂରାଜୀ ପ୍ରକାଶନ ମାଇଁ ସିଟି ଲିଙ୍କସ୍‌ ପକ୍ଷରୁ ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ ବୁଧବାର ସ୍ଥାନୀୟ ହୋଟେଲ ସ୍ବସ୍ତି ପ୍ରିମିୟମଠାରେ…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ ଦେଲା ୩ କୋଟି

ଭୁବନେଶ୍ୱର,୮ା୮: ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା…

6 years ago

ଫେଲ୍‌ ମାରିବା ପରେ ବଦଳିଲା ସର୍ବକ୍ଷମା ଯୋଜନା: ଅଧିକ ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ସହରରେ ଘର କରିବାକୁ ହେଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିମ୍ବା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ଘରଟି…

6 years ago

ପଞ୍ଚମ ଜାତୀୟ ହସ୍ତତନ୍ତ ଦିବସ: ବୁଣାକାରଙ୍କୁ ମିଳିଲା ପରିଚୟ ପତ୍ର

ଭୁବନେଶ୍ୱର,୮ା୮(ବ୍ୟୁରୋ): ହସ୍ତତନ୍ତର ଆଦିଭୂମି ଭାବେ ଓଡ଼ିଶା ବିଶ୍ୱପ୍ରସିଦ୍ଧ। ହସ୍ତତନ୍ତ ଆମ ରାଜ୍ୟର ପାରମ୍ପରିକ ତଥା କୌଳିକ ବୃତ୍ତି। ଓଡ଼ିଶାର ‘ଇକତ’, ବୋମକାଇ, ଖଣ୍ଡୁଆ, ମାଣିଆବନ୍ଧ, ହବାସ୍‌ପୁରୀ, କୋଟପାଡ଼…

6 years ago