Home Left

ରିୟଲ- କଶ୍ମୀର ଖେଳାଳି ପରିବାରକୁ ନେଇ ଚିନ୍ତିତ

କଲ୍ୟାଣୀ(ପଶ୍ଚିମବଙ୍ଗ),୬।୮(ପି.ଟି.)- ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କାଶ୍ମୀରରେ ସୃଷ୍ଟି ହୋଇଥିବା ପରିସ୍ଥିତି ନେଇ ଫୁଟବଲ କ୍ଲବ ରିୟଲ କଶ୍ମୀରର ଖେଳାଳିମାନେ ଚିନ୍ତିତ ରହିଛନ୍ତି। ଖାସ୍‌ କରି…

6 years ago

ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଘରେ ପଶିଲା ପାଣି

କର୍ଲାମୁଣ୍ଡା,୭।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଫଳରେ କର୍ଲାମୁଣ୍ଡା ବ୍ଲକ ସଦର ବ୍ଲକ ନିୟୁ କଲୋନୀ ପଛପଟେ ଥିବା…

6 years ago

ଭାଜପା ଅଫିସ୍‌କୁ ଅଣାଗଲା ସୁଷମାଙ୍କ ମରଶରୀର

ନୂଆଦିଲ୍ଲୀ, ୭।୮:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ୬୭ବର୍ଷରେ ପରଲୋକ ଘଟିଛି। ଦିଲ୍ଲୀ ଏମ୍ସଠାରେ ପରଲୋକ ହେବା ପରେ ସୁଷମାଙ୍କ ମରଶରୀର ପ୍ରଥମେ ତାଙ୍କ…

6 years ago

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ: ପାସ ହାର ୪୩.୬୨%

ଭୁବନେଶ୍ୱର,୭।୮(ବ୍ୟୁରୋ): ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ମୋଟ ପାସ ହାର ୪୩.୬୨% ରହିଥିବା ବେଳେ ଓପନ୍‌ ସ୍କୁଲରେ ପାସ ହାର ୬୩.୪୪%…

6 years ago

୮୪ ସେକେଣ୍ଡ୍‌ରେ ୪୯ଟି ଦେଶର ପତାକା ନାଁ କହି ବିଶ୍ୱ ରେକର୍ଡ ସୃଷ୍ଟି କଲେ ୪ ବର୍ଷର ଝିଅ

ତାମିଲନାଡୁର ଜଣେ ୪ ବର୍ଷର ଝିଅ ୮୪ ସେକେଣ୍ଡ୍‌ରେ ୪୯ଟି ଦେଶର ପତାକା ନାଁ କହି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଚେନ୍ନାଇରେ ରହୁଥିବା ବଓ୍ବୋସିନୀ ନାମକ…

6 years ago

କ୍ୟାଣ୍ଟିନ ପରିଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଫାଟକରେ ତାଲା ପକାଇଲେ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ, ୭।୮- ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଂଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ୍‌୍‌ ଫାଟି ୩ ଛାତ୍ର ଆହତ ହେବା ଘଟଣାକୁ…

6 years ago

ମା’ ଚାଲିଯିବା ପରେ ଗୀତାଙ୍କ ଆଖିରେ ଲୁହ

ନୂଆଦିଲ୍ଲୀ, ୭।୮: ଦେଶର ପ୍ରଥମ ପୂର୍ଣ୍ଣକାଳୀନ ମହିଳା ବହିର୍ବ୍ୟାପାର ମନ୍ତ୍ରୀ ଥିବା ସୁଷମା ସ୍ବରାଜ ନିଜ କାର୍ଯ୍ୟକାଳ ଏମିତି କିଛି କାମ କରିଛନ୍ତି, ଯାହାକୁ ଲୋକେ ଚାହିଁଲେ…

6 years ago

ସୁଷମା ସ୍ବରାଜଙ୍କ ବିୟୋଗ: ଶୋକାକୁଳ କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୭।୮- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗ ପରେ ଶୋକାକୁଳ ହୋଇପଡ଼ିଛି ଦେଶର କ୍ରୀଡ଼ା ଜଗତ। ମଙ୍ଗଳବାର ହୃଦ୍‌ଘାତ ପରେ…

6 years ago

୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ : ୫ ଜୁଆଡ଼ି ଗିରଫ

ରାଉରକେଲା ଅଫିସ,୭।୮: ରାଉରକେଲା ଉଦିତନଗର ପୋଲିସ ବୁଧବାର ୫ ଜୁଆଡ଼ିଙ୍କୁ ଗିରଫ କରିଛି। ଏମାନେ ହେଲେ ନାଲ ରୋଡ୍‌ ବାସିନ୍ଦା ଉତ୍ତମ ଶର୍ମା, ବାସନ୍ତୀ କଲୋନୀର ଉମା…

6 years ago

କର୍ନାଟକରେ ବନ୍ୟା ରାଜନୀତି: ୟେଦୁରପ୍ପାଙ୍କ ଉପରେ ଦୋଷ ଲଦିଲା କଂଗ୍ରେସ

ବେଙ୍ଗାଲୁରୁ,୭।୮: କର୍ନାଟକରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପା ଅଣଦେଖା କରୁଥିବା ବିରୋଧୀ କଂଗ୍ରେସ ଅଭିଯୋଗ କରିଛି। କଂଗ୍ରେସ…

6 years ago