Home Left

ମାଆ, ସ୍ତ୍ରୀଙ୍କ ସହ ଆସି ଭୋଟ ଦେଲେ ଫଡନଭିସ

ନାଗପୁର,୨୧।୧୦:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ହୋଇଥିବା ମତଦାନରେ ଭାଗ ନେଇଛନ୍ତି। ସେ ନାଗପୁରର ଏକ ବୁଥରେ ମା’ ସରିତା ଓ ସ୍ତ୍ରୀ…

7 years ago

ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି…

7 years ago

ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସରପଞ୍ଚ : ‘ମୋ ସିନ୍ଦୂର, ସମ୍ପତ୍ତି ଉପରେ ଥିଲା ନଜର’

ରସୁଲପୁର/ଧର୍ମଶାଳା,୨୧ା୧୦(ଡିଏନଏ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆସିଛି ନୂଆ ମୋଡ଼। ଏହି…

7 years ago

ଭୋଟ ଦେବାକୁ ଶତାବ୍ଦୀ ଏକ୍ସପ୍ରେସ୍‌ରେ କର୍ନାଲ ଗଲେ ମନୋହର ଲାଲ୍‌ ଖଟ୍ଟର: ସାଇକେଲରେ ମତଦାନ କେନ୍ଦ୍ରରେ ପହଞ୍ଚିଲେ

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସୋମବାର ସକାଳ ୭ଟାଠାରୁ ମତଦାନ ଜାରି ରହିଛି। କର୍ନାଲରେ ଭୋଟ ଦେବା ଲାଗି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଶତାବ୍ଦୀ…

7 years ago

ଗାଈ ପେଟରୁ ବାହାରିଲା ୫୩ କିଲୋ ପ୍ଲାଷ୍ଟିକ୍‌

ଚେନ୍ନାଇ,୨୧।୧୦:ତାମିଲନାଡୁରେ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଗାଈ ପେଟରୁ ୫୩ କିଲୋ ପ୍ଲାଷ୍ଟିକ୍‌ ବାହାର କରିଛନ୍ତି ପଶୁ ଚିକିତ୍ସିକ। ତା’ ପେଟରୁ ସର୍ଜରୀ ଦ୍ୱାରା ପ୍ଲାଷ୍ଟିକ୍‌ଗୁଡିକୁ…

7 years ago

ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ଥମୁନି ରାଜନୀତି

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ଜୋର୍‌…

7 years ago

୧୮ ମାସରେ ବଦଳିବ ସରକାରୀ କୋଠାର ରୂପରେଖ : ଖୁବ୍‌ଶୀଘ୍ର ଆରମ୍ଭ ହେବ ଉଚ୍ଛେଦ ଓ ନିର୍ମାଣ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜଧାନୀରେ ଥିବା ସରକାରୀ କୋଠା ଏବଂ କ୍ୱାର୍ଟର୍ସଗୁଡିକ ନବୀକରଣ କରାଯିବ। ଏନେଇ ସାଧାରଣ ପ୍ରଶାସନ(ଜିଏ) ପକ୍ଷରୁ ସ୍ଥାନ ଚିହ୍ନଟ ହୋଇସାରିଛି। ପୂର୍ତ୍ତ ବିଭାଗ ମଧ୍ୟ…

7 years ago

୨୪ରେ ପ୍ରବଳ ବର୍ଷା ସୂଚନା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଉତ୍ତର-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ତାରିଖ ଦିନ ପ୍ରବଳ ବର୍ଷା ହେବ।…

7 years ago

ନୀଳଗିରି ଉପଖଣ୍ଡ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ଗୃହ ନିର୍ମାଣର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ୫୦ ଶଯ୍ୟା ବିଶିଷ୍ଟ ଅର୍ନ୍ତବିଭାଗ ଓ ବର୍ହିବିଭାଗ ଗୃହ ନିର୍ମାଣର ଶୁଭ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଓ ବିଧାୟକ।…

7 years ago

ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ

ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।…

7 years ago