Home Left

ହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲା

ବଡ଼ଗାଁ,୪।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ମାସେ ହେଲା ରହି ଆସୁଥିବା ହାତୀପଲ ମଧ୍ୟରୁ ଗୋଟିଏ ହାତୀ ଶନିବାର ରାତିରେ ଉପଦ୍ରବ ଘଟାଇଛି। ବିଳମ୍ବିତ…

6 years ago

ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେପକାଇଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୪।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେ ପକାଇଛନ୍ତି। ଭାରତୀୟ ସେନାରେ କାମ କରୁଥିବା ବେଳେ ସେ ଜଣେ ସାଥୀଙ୍କ…

6 years ago

୨୪ ଘଣ୍ଟା ମଧ୍ୟରେ ଆମେରିକାରେ ଦୁଇଟି ବଡ ଧରଣର ଗୁଳିକାଣ୍ଡ

ଓହିଓ,୪।୮: ଆମେରିକାର ଓହିଓରେ ହୋଇଥିବା ଦ୍ୱିତୀୟ ଗୁଳିକାଣ୍ଡରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଗୁଳିକାଣ୍ଡ ଘଟାଇଥିବା ବ୍ୟକ୍ତିଙ୍କର ମଧ୍ୟ ଏଥିରେ ମୃତ୍ୟୁ ହୋଇଥିବା କୁହାଯାଉଛି। ଏଥିରେ…

6 years ago

ଆଜି ଶ୍ରାଦ୍ଧବାର୍ଷିକୀ: ଉତ୍କଳ ସମ୍ମିଳନୀ ପକ୍ଷରୁ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୪।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଉତ୍କଳ ସମ୍ମିଳନୀ ପକ୍ଷରୁ ରାଜଭବନ ନିକଟସ୍ଥ ଏଲ୍‌ଆଇସି ଛକରେ ଥିବା ପ୍ରତିମୂର୍ତ୍ତିରେ…

6 years ago

ମୋଦିଙ୍କ ମାନବିକତା ଗଲା କୁଆଡ଼େ ପ୍ରଶ୍ନ କଲେ ମେହବୁବା

ଶ୍ରୀନଗର, ୪।୮: ଜମ୍ମୁ-କଶ୍ମୀରରେ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅଜଣା ଆତଙ୍କ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି। ରାଜ୍ୟରେ…

6 years ago

ମୁମ୍ବାଇ ମେରାଇନ୍‌ ଡ୍ରାଇଭରେ ଉଚ୍ଚ ଜୁଆରର ମଜା ନେଲେ ପର୍ଯ୍ୟଟକ

ମୁମ୍ବାଇ,୪।୮: ମୁମ୍ବାଇ ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ହୋଇ ଯାଇଥିବା ବେଳେ ରବିବାର ମେରାଇନ ଡ୍ରାଇଭରେ ଆସିଥିବା ଉଚ୍ଚ ଜୁଆର ପର୍ଯ୍ୟଟକଙ୍କୁ ଆନନ୍ଦ ଦେଇଛି। ହେଲେ ଅନ୍ୟପଟେ ଏଠାରେ…

6 years ago

ସୋମବାର ମୋଦିଙ୍କ ବାସଭବନରେ କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଲୀ,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ସୋମବାର କ୍ୟାବିନେଟ୍‌ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ…

6 years ago

ପାଚେରି ତଳେ ଚାପି ହୋଇ ୪ ଶିଶୁ ମୃତ

ପାଟନା,୪।୮: ବିହାର ଧୋରାଇୟା ଅଞ୍ଚଳରେ ଥିବା ବାଙ୍କାରେ ରବିବାର ଏକ ମାଟି ପାଚେରି ଭୂଷୁଡି ଯିବାରୁ ୪ ଶିଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ଅନ୍ୟ ଜଣେ…

6 years ago

ଅଗଷ୍ଟ ୧୦ରେ ହେବ ସିଡବ୍ଲ୍ୟୁସି ବୈଠକ

ନୂଆଦିଲ୍ଲୀ,୪।୮:କଂଗ୍ରେସ ଦଳ ବେଳକୁ ବେଳ ପତନ ଆଡକୁ ଗତି କରୁଥିବାରୁ ଏବେ ଚିନ୍ତା ବଢିଯାଇଛି। ଦଳରେ ଏବେ ମୁଖିଆଙ୍କ ଅଭାବକୁ ନେଇ ଆସନ୍ତା ୧୦ ତାରିଖରେ କଂଗ୍ରେସ…

6 years ago

ମହାପୁରୁଷ ଅଚ୍ୟୁତାନନ୍ଦ ପୀଠରୁ ପୋଲିସ ପରିଚୟ ଦେଇ ଭକ୍ତଙ୍କୁ ଉଠାଇନେଲେ ଅଜଣା ଲୋକ

ନିଶ୍ଚିନ୍ତକୋଇଲି,୪।୮(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଧିନସ୍ଥ ମହାପୁରୁଷ ଅଚ୍ୟୁତାନନ୍ଦ ପୀଠ ନିକଟରୁ ଜଣେ ଭକ୍ତଙ୍କୁ ପୋଲିସ ପରିଚୟ ଦେଇ ଏକ ସ୍କର୍ପିଓ ଗାଡ଼ିରେ ଉଠାଇ ନେଇଥିବା…

6 years ago