ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସରେ ଗୁରୁବାର ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଗାନ୍ଧିଜୀ ଏକମାତ୍ର…
ଜିଲାରେ କୋଇଲାକୁ ଜାଳେଣି ଭାବେ ବ୍ୟବହାର କରୁଥିବା ଅନେକ ଶିଳ୍ପାନୁଷ୍ଠାନ ରହିଛି। ଏହି ଶିଳ୍ପାନୁଷ୍ଠାନରୁ ପ୍ରତିଦିନ ରାସାୟନିକ ମିଶ୍ରିତ ଶହ ଶହ ଟନ ପାଉଁଶ (ଫ୍ଲାଏଆଶ୍) ବାହାରୁଛି।…
ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଲୋକ ସଭା ବାଚସ୍ପତି ତଥା ଅଖିଳ ଭାରତ ବାଚସ୍ପତି ସମ୍ମିଳନୀର ଅଧ୍ୟକ୍ଷ ଓମ୍ପ୍ରକାଶ ବିର୍ଲା ବାଚସ୍ପତିମାନଙ୍କର ଏକ କ୍ଷମତା ସମୀକ୍ଷା କମିଟି ଗଠନ କରିଛନ୍ତି। ସମ୍ବିଧାନର…
ଢେଙ୍କାନାଳ ଅଫିସ୍, ୩୦।୧: ଢେଙ୍କାନାଳ ଜିଲା ଓଡପଡା ବ୍ଲକ ପୋଡାପଡା ଛକ ଏନଏଚ-୫୫ରେ ଗୁରୁବାର ଭୋରୁ ଟ୍ରକ ଧକ୍କାରେ ଏକ ହାତୀର ମୃତ୍ୟୁ ଘଟିଛି। ଟ୍ରକ ତଳେ…
ଭୁବନେଶ୍ୱର,୩୦ା୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ନିପାଣିଆ ଗ୍ରାମ ନିକଟ ଖୋଳା ନଦୀରେ ଗତବର୍ଷ ଜାନୁୟାରୀ ୨ ତାରିଖରେ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯିବା କାରଣରୁ ୧୦ଜଣଙ୍କ…
ପାରାଦୀପ, ୩୦ା୧(ସ୍ବ.ପ୍ର.): ପାରାଦୀପରେ ଗତ ଜାନୁୟାରୀ ୩ରୁ କାଉମଡ଼କ ଜାରି ରହିଥିଲେ ସୁଦ୍ଧା ଏ କ୍ଷେତ୍ରରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଏପରି କି ପ୍ରାଣୀଧନ ଚିକିତ୍ସା…
ଡେରାଡୁନ,୩୦।୧: ଜାନୁୟାରୀ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ଏବଂ ହିମାଚଳ ପ୍ରଦେଶରେ ପ୍ରବଳ ବରଫପାତ ଲାଗି ରହିଛି। ଲଗାତର ବରଫପାତ ଯୋଗୁ ସ୍ଥାନୀୟ…
ବ୍ରହ୍ମପୁର ଅଫିସ,୩୦ା୧: ସାମ୍ବାଦିକତାରେ ବର୍ତ୍ତମାନ ବିଘଟନ ସୃଷ୍ଟି ହୋଇଛି। ଏହା ୨୦୨୦ ପରଠାରୁ ଅତ୍ୟନ୍ତ ଗୁରୁତର ରୂପ ନେବାକୁ ଯାଉଛି। ଏହି ପରିବର୍ତ୍ତିତ ପରିବେଶ ଓ ବିଘଟନ…
ଆନନ୍ଦପୁର, ୩୦।୧(ସ୍ବ.ପ୍ର.)- ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ପାଇଁ ଆନନ୍ଦପୁର ସହର ବେଶ୍ ତତ୍ପର ହୋଇଉଠିଛି। ଆନନ୍ଦପୁରର ସର୍ବ…
ନୂଆଦିଲ୍ଲୀ,୩୦ା୧: ମସ୍ଜିଦରେ ମହିଳାଙ୍କ ପ୍ରବେଶ ଓ ନମାଜ ପାଠ ଉପରେ ଇସ୍ଲାମ ଧର୍ମରେ କୌଣସି କଟକଣା ଲଗାଯାଇନାହିଁ। ଅଲ୍ ଇଣ୍ଡିଆ ମୁସ୍ଲିମ ପର୍ସୋନାଲ ଲ’ ବୋର୍ଡ (ଏଆଇଏମ୍ପିଏଲ୍ବି)…