Home Left

ଚଳିତବର୍ଷ ୩୮ଟି ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ପ୍ରଶ୍ନକାଳବେଳେ ଆଇନ୍‌ ମନ୍ତ୍ରୀ ପ୍ରତାପ…

6 years ago

ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଖୋଲିବା ପାଇଁ କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ…

6 years ago

ବନୀକରଣ ପାଇଁ ରାଜ୍ୟ ସରକାର କାମ୍ପା ପାଣ୍ଠିରୁ ପାଇଛନ୍ତି ୨୬୪୪ କୋଟି, ଖର୍ଚ୍ଚ କରିଛନ୍ତି ୨୫୪୮ କୋଟି

ଭୁବନେଶ୍ୱର, ୩୦।୭(ବ୍ୟୁରୋ): କ୍ଷତି ପୂରକ ବନୀକରଣ ପାଣ୍ଠି ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ୨୦୦୯ରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ସେବେଠାରୁ ରାଜ୍ୟକୁ କେନ୍ଦ୍ର ସରକାର ଆଡ୍‌ହକ୍‌ କାମ୍ପା…

6 years ago

ପୋଷ୍ଟ ଅଫିସରେ ମିଳୁଛି ଗଙ୍ଗାଜଳ

ରୋହତକ,୩୦।୭: ହରିୟାଣାର ରୋତକରେ ଥିବା ଏକ ପୋଷ୍ଟ ଅଫିସରେ ଗଙ୍ଗୋତ୍ରୀରୁ ଆସିଥିବା ଗଙ୍ଗାଜଳ ବିକ୍ରି କରାଯାଉଥିବା ଦେଖାଯାଇଛି। ଏନେଇ ସେଠାକାର ଲୋକ ସମ୍ପର୍କ ଅଧିକାରୀଙ୍କୁ ପଚାରିବାରୁ ସେ…

6 years ago

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ବୈଠକରେ ଯୋଗ ଦେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୩୦।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବା ପରେ ବିଏସ୍‌ ୟେଦୁରପ୍ପା ମଙ୍ଗଳବାର ପ୍ରଥମ କରି ଏକ ବୈଠକରେ ଯୋଗ ଦେଇଛନ୍ତି। କୋଡାଗୁ ବିଧାୟକଙ୍କ ସହ ଏହି ବୈଠକରେ…

6 years ago

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ପାକିସ୍ତାନୀ ସେନା ନିହତ

ସୁନ୍ଦରବନି,୩୦।୭: ଜମ୍ମୁ-କଶ୍ମୀରର ସୁନ୍ଦରବନି ସେକ୍ଟରରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଏହାସହ…

6 years ago

ଧର୍ମନିରପେକ୍ଷ ନୁହେଁ ଭାଜପା: ସିଦ୍ଧରମେୟା

ବେଙ୍ଗାଲୁରୁ,୩୦।୭: ଚଳିତବର୍ଷ କର୍ନାଟକର ଭାଜପା ସରକାର ଟିପୁ ସୁଲତାନଙ୍କ ଜୟନ୍ତୀ ପାଳନ ନ କରିବାକୁ ଯୋଜନା କରୁଥିବା ଜଣାପଡିଛି। ବୁଧବାର କ୍ୟାବିନେଟ ବୈଠକ ପରେ ଏହା ସ୍ଥିର…

6 years ago

‘ଖୁବ୍‌ଶିଘ୍ର କ୍ରିକେଟରଙ୍କ ସ୍ତ୍ରୀ ବ୍ୟାଟିଂ, ବୋଲିଂ କରିବେ’

ମୁମ୍ବାଇ, ୩୦।୭: ଭାରତୀୟ କ୍ରିକେଟ ଦଳ ଏକ ସମ୍ପୂର୍ଣ୍ଣ ସିରିଜ୍‌ ଖେଳିବା ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ କରିଛି। ଏହାପୂର୍ବରୁ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଅଧିନାୟକ ବିରାଟ…

6 years ago

ବିଚାରପତି ଦଣ୍ଡାଦେଶ ଶୁଣାଇବା ବେଳେ କୋର୍ଟରେ ବିଷ ପିଇ ଆତ୍ମହତ୍ୟା କଲେ ଅଭିଯୁକ୍ତ

ଜୟପୁର,୩୦।୭:ରାଜସ୍ଥାନର କୋଟାରେ ଜଣେ ଯୁବକ କୋର୍ଟଙ୍କ ଦଣ୍ଡାଦେଶ ଶୁଣିବା ମାତ୍ରେ ହିଁ ବିଷ ପିଇ ଦେଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…

6 years ago

୬ ଫୁଟ ଲମ୍ବର ଅଜଗର ଉଦ୍ଧାର

କୋରୁକୋଣ୍ଡା,୩୦।୭( ଡି.ଏନ୍‌.ଏ.): ମାଲକାନଗିରି ଜିଲା କୁଡୁମୁଲୁଗୁମାସ୍ଥିତ ବିଶ୍ୱନାଥ ଗୌଡ଼ଙ୍କ ଘରୁ ମଙ୍ଗଳବାର ସକାଳେ ଏକ ୬ ଫୁଟ ଲମ୍ବର ଅଜଗର ଉଦ୍ଧାର କରାଯାଇଛି। ସକାଳେ ଘର ଭିତରେ…

6 years ago