Home Left

ଭଙ୍ଗା ହେଲା ସ୍ମିତାରାଣୀ ବ୍ୟବହାର କରୁଥିବା ଲକର୍‌: କାଗଜପତ୍ର ଯାଞ୍ଚ କରୁଛନ୍ତି ଅଧିକାରୀ

ଧର୍ମଶାଳା, ୧୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି କ୍ରମରେ…

7 years ago

ମଧ୍ୟାହ୍ନ ଭୋଜନରେ ପଚାଅଣ୍ଡା, ଝିଟିପିଟି: ଧର୍ମଶାଳା ବ୍ଲକର ୨ ସ୍କୁଲର ୫୦ ପିଲା ଅସୁସ୍ଥ

ଧର୍ମଶାଳା, ୧୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୨ଟି ସ୍କୁଲର ମଧ୍ୟାହ୍ନଭୋଜନ ଖାଇ ୫୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ବ୍ଲକ ଅନ୍ତର୍ଗତ ସିବନ୍ତପୁର ଉପ୍ରା…

7 years ago

ଭାଜପା ବିଧାୟିକା ଛୁଇଁଲେ କମଳନାଥଙ୍କ ଚରଣ

ଭୋପାଳ,୧୬।୧୧: ଭାଜପାର ଜଣେ ବିଧାୟିକା ମଧ୍ୟପ୍ରଦେଶର ଏକ ସଭାମଞ୍ଚରେ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଚରଣ ଛୁଇଁଛନ୍ତି। କମଳନାଥ ତାଙ୍କୁ ଆଶୀର୍ବାଦ ମଧ୍ୟ ଦେଇଛନ୍ତି। ବିଦିଶାରେ ଏକ ହସ୍ପିଟାଲ ଲୋକାର୍ପଣ…

7 years ago

ମହାରାଷ୍ଟ୍ର ସଙ୍କଟ: ସରକାର ଗଠନ ପାଇଁ ମୁମ୍ବାଇରେ ଭାଜପା ଦିଲ୍ଲୀରେ କଂଗ୍ରେସର ବୈଠକ

ନୂଆଦିଲ୍ଲୀ,୧୬।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ମନ୍ଥନ ଚାଲିଛି। ଗୋଟିଏ ପରେ ଭାଜପା ମୁମ୍ବାଇରେ ବୈଠକ କରୁଥିବା ବେଳେ ଅନ୍ୟପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ବୈଠକ କରୁଛି।…

7 years ago

ଜୀବିତ ଅଛନ୍ତି ଦ ରକ୍‌

ଲଣ୍ଡନ,୧୬।୧୧- ପୂର୍ବତନ ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ଦ ରକ୍‌ ଭାବେ ପରିଚିତ ଡ୍ବେନ ଜନସନ ଏବେ ଜୀବିତ ଅଛନ୍ତି। ଅପ୍‌କମିଂ ଫିଲ୍ମ ଶୁଟିଂବେଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ…

7 years ago

ଗୋପାଳପୁର ବେଳାଭୂମି ରାସ୍ତାରୁ ଜବରଦଖଲ ଉଚ୍ଛେଦ

ଗୋପାଳପୁର,୧୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ରାସ୍ତାକୁ ଦୀର୍ଘବର୍ଷ ଧରି ଜବରଦଖଲକାରୀ କବ୍‌ଜାରେ ରଖିଥିଲେ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବେଳାଭୂମିର ଉନ୍ନତୀକରଣ ଓ…

7 years ago

ଏହି ଦ୍ୱୀପରେ ରୁହନ୍ତି ଲାଲ୍‌ ରଙ୍ଗର କଙ୍କଡ଼ା

ସିଡ୍‌ନୀ: ଏପରି ଏକ ଦ୍ୱୀପ ରହିଛି ଯେଉଁଠି ରାସ୍ତା ଘାଟ ସବୁଆଡ଼େ କଙ୍କଡ଼ା ବାସ କରୁଥିବା ଦେଖାଯାଇଥାଏ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏଭଳି…

7 years ago

ଜାତୀୟ ପ୍ରେସ୍‌ ଦିବସ ପାଳିତ

ଭଦ୍ରକ ଅଫିସ,୧୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ସଂସ୍କୃତି ଭବନ ପରିସରରେ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି। ଜିଲା ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କ…

7 years ago

ଯୁବିଙ୍କ ଟି୧୦ ପଦାର୍ପଣ

ଦୁବାଇ,୧୬।୧୧- ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ଦୁବାଇ ପ୍ରିମିୟର ଟି୧୦ର ତୃତୀୟ ସଂସ୍କରଣରେ ଖେଳି ଶୁକ୍ରବାର ଟି୧୦ ଫମାର୍ଟରେ କ୍ୟାରିୟର ଆରମ୍ଭ କରିଛନ୍ତି। ଶେଖ…

7 years ago

ସହିଷ୍ଣୁତାରେ ବିଶ୍ୱଶାନ୍ତି ସମ୍ଭବ

ଜାତିସଂଘ: ଆନ୍ତର୍ଜାତିକ ସହିଷ୍ଣୁତା ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ପାଳନ କରାଯାଉଛି। ବିଶ୍ୱରେ ଅସହିଷ୍ଣୁତାର କାୟାବିସ୍ତାର କରିବାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇବା ପରେ ଜାତିସଂଘ ସାଧାରଣ…

7 years ago