Home Left

ଗୀତ ଗାଇବା ନଁ।ରେ ବାର୍‌ରେ ନୃତ୍ୟ ପ୍ରଦର୍ଶନ: ୧୦ ବାର୍‌ରେ ପୋଲିସ ଚଢ଼ାଉ, ୩୦ ଯୁବତୀ ଅଟକ

କଟକ ରୋଡ,୨୭ା୭(ଡି.ଏନ୍‌.ଏ.): ରାଜଧାନୀର ଅଧିକାଂଶ ବାରରେ ଯୁବତୀ ଗୀତ ଗାଇବା ପାଇଁ କେତେଜଣ ବାର ମାଲିକ ଅନୁମତି ପାଇଛନ୍ତି। କିନ୍ତୁ ଏଭଳିସ୍ଥଳେ ଗୀତ ଗାଇବା ନଁ।ରେ ବାରରେ…

6 years ago

ନାଲକୋରେ ଭାଙ୍ଗିଲା ପାଚେରୀ: ୪ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୟକ୍ଷତି, ଗୋଟିଏ ଗାଁ ଅନ୍ଧାରରେ

ବଅଁରପାଳ,୨୭।୭(ଡି.ଏନ୍‌.ଏ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଲକ୍ଷ୍ମଣପୁର ଗଁ। ନିକଟରେ ତିଆରି ହୋଇଥିବା ନାଲକୋ ପାଚେରୀ ଶନିବାର ସକାଳୁ ଭାଙ୍ଗିଯାଇଛି। ଲଗାତାର ବର୍ଷା ହେବା ଯୋଗୁ ଏହି…

6 years ago

୧୬ ହଜାର ଟଙ୍କା ପାଇଁ ବୃଦ୍ଧଙ୍କୁ ପିଟି ପିଟି ମାରିଦେଲେ ଲୋକେ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ ଜବତ…

6 years ago

ୟେଦୁରପ୍ପା ସରକାରଙ୍କୁ ସମର୍ଥନ ଦେବ କି ଜେଡିଏସ୍‌

ବେଙ୍ଗାଲୁରୁ,୨୭।୭: କର୍ନାଟକ ରାଜନୀତିରେ ବହୁ ସମୟ ଧରି ଲାଗି ରହିଥିବା ନାଟକ ପରେ ଶେଷରେ ଭାଜପା ନେତା ବିଏସ୍‌ ୟେଦୁରପ୍ପା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ…

6 years ago

ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳରେ ରାସ୍ତାରୋକ

ବାଲିଆପାଳ, ୨୭।୭(ସ୍ବ.ପ୍ର.): ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳ କମର୍ଦା ମୁଖ୍ୟରାସ୍ତା ଉଲୁଡ଼ା ଛକ ନିକଟରେ ଶନିବାର ସକାଳେ ରାସ୍ତା ଅବରୋଧ କରାଯାଇଛି। ମୃତଦେହ ନେଇ ଆସିଥିବା ଆମ୍ବୁଲାନ୍ସ…

6 years ago

ପୁଣି ବୁଡିଲା ମୁମ୍ବାଇ: ବିମାନ ସେବା ବାଧାପ୍ରାପ୍ତ

ମୁମ୍ବାଇ,୨୭।୭: ମାୟାନଗରୀ ପୁଣି ବୁଡି ଯାଇଛି। ଗୁରୁବାର ରାତିରେ ହୋଇଥିବା ପ୍ରବଲ ବର୍ଷାରେ ଅଧିକାଂଶ ସ୍ଥାନରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହେବା ସହ ଟ୍ରେନ୍‌ ଓ…

6 years ago

ଜରପଡା ଶିବ ମନ୍ଦିରରୁ ଚୋରି

ଛେଣ୍ଡିପଦା,୨୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜରପଡା ଧବଳେଶ୍ବର ଶିବ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶିବ ମନ୍ଦିରରୁ ଦାନ ବାକ୍ସ…

6 years ago

ଫିଲିପାଇନ୍ସରେ ୨ଟି ଭୂକମ୍ପ ବଡ ବଡ କୋଠା କ୍ଷତିଗ୍ରସ୍ତ: ୮ ମୃତ, ୧୨ ଆହତ

ମନିଲା,୨୭।୭: ଫିଲିପାଇନ୍ସର ଲୋଜେନ ଦ୍ୱୀପର ଉତ୍ତରରେ ଥିବା ଦ୍ୱୀପ ଗୁଡିକରେ ଶନିବାର ୨ଟି ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା…

6 years ago

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ…

6 years ago

ଭାରତ୍‌ କୀ ଖୋଜ୍‌ ଅଭିଯାନରେ କେରଳ ଯୁବକ: ବାଇକ୍‌ରେ ବୁଲିବେ ୪ ଦେଶ

ପୁରୀ ଅଫିସ, ୨୭ା୭: ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ବହନ କରୁଛି ଭାରତ। ଏହାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକକଳା ବେଶ୍‌ ସମୃଦ୍ଧ। ଯିଏ ଏହାର…

6 years ago