Home Left

ଶିବସେନାରେ ଯୋଗ ଦେଲେ ଏନ୍‌ସିପି ନେତା ସଚ୍ଚିନ

ମୁମ୍ବାଇ,୨୫।୭: ମହାରାଷ୍ଟ୍ରର ଏନ୍‌ସିପି ଅଧ୍ୟକ୍ଷ ସଚ୍ଚିନ ଆହିର ଗୁରୁବାର ଶିବସେନାରେ ଯୋଗ ଦେଇଛନ୍ତି। ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ଉପସ୍ଥିତିରେ ମୁମ୍ବାଇଠାରେ ସେ ଦଳରେ ଯୋଗ ଦେଇଛନ୍ତି।…

6 years ago

ଏହି ଖେଳାଳିଙ୍କ ଦୃଷ୍ଟିଶକ୍ତି କମ ଥିଲା, ତଥାପି ତାଙ୍କ ନାଁରେ ରହିଛି ୧୦୦ଟି ଶତକ

ଭାରତର ସ୍ବାଧୀନତାର ଠିକ୍‌ ୨୦ ଦିନ ପୂର୍ବରୁ ଅର୍ଥାତ୍‌ ୧୯୪୭ ମସିହା ଜୁଲାଇ ୨୪ ଏମିତି ଜଣେ ଖେଳାଳି ଜନ୍ମ ନେଇଥିଲେ, ଯେକି ପଡିଆକୁ ଓହ୍ଲାଇବା ମାତ୍ରେ…

6 years ago

ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନଙ୍କ ପରାକ୍ରମ ଉପରେ ଭିଡ଼ିଓ ଗେମ୍‌: ଜୁଲାଇ ୩୧ରେ ହେବ ରିଲିଜ୍‌

ନୂଆଦିଲ୍ଲୀ,୨୫।୭: ଭାରତୀୟ ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ପରାକ୍ରମ ଉପରେ ଏକ ଭିଡ଼ିଓ ଗେମ୍‌ ପ୍ରସ୍ତୁତ କରାଯାଇଛି। ଏହାର ରିଲିଜ୍‌ ଜୁଲାଇ ୩୧ରେ ହେବ। ଏହାକୁ…

6 years ago

କାବୁଲ ବିସ୍ଫୋରଣ: ୫ ମୃତ ୧୦ ଆହତ

କାବୁଲ,୨୫।୭: ଆଫଗାନିସ୍ତାନର କାବୁଲରେ ଗୁରୁବାର ହୋଇଥିବା ୩ଟି ବିସ୍ଫୋରଣରେ ପ୍ରାୟ ୫ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହେବା ସହ ୧୦ ଆହତ ହୋଇଥିବା ସୂଚନା ମିଳିଛି।…

6 years ago

ସରକାର ଯିବାର କିଛି ଘଣ୍ଟା ପୂର୍ବରୁ ନିଜ ପ୍ରତିଶୃତି ପାଳନ କଲେ କୁମାରସ୍ବାମୀ

ବେଙ୍ଗାଲୁରୁ, ୨୫।୭: ଦୁଇ ସପ୍ତାହ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବାରେ କୁମାରସ୍ବାମୀ ସରକାରଙ୍କ ଯଦିଓ ପତନ ଘଟିଛି।…

6 years ago

କଷ୍ଟ୍ୟୁମ ଦାମ୍‌ ୧.୫କୋଟି

କରୀନା କପୁର ଥରେ ନିଜ କଷ୍ଟ୍ୟୁମ ପାଇଁ ଚର୍ଚ୍ଚାର ପରିସରକୁ ଆସିଥିଲେ। ମଧୁର ଭଣ୍ଡାରକରଙ୍କ ‘ହିରୋଇନ୍‌’ ଫିଲ୍ମରେ ସେ ଏକ କଷ୍ଟ୍ୟୁମ ପିନ୍ଧିଥିଲେ, ଯାହାର ଦାମ୍‌ ଥିଲା…

6 years ago

କାରଗିଲ ବିଜୟ ଦିବସ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ

ନୂଆଦିଲ୍ଲୀ,୨୫।୭: ଆସନ୍ତା ଶୁକ୍ରବାର ପାଳନ ହେବ ୨୦ତମ କାରଗିଲ ବିଜୟ ଦିବସ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। କାରଗିଲର ଦ୍ରାସଠାରେ ଏହି ଦିବସ ପାଳନ କରାଯିବାକୁ…

6 years ago

ସୀତା ଲୋ…ଗୀତକୁ ଲଗାତର ୪ ଥର ଗାଇଥିଲି

କଣ୍ଠଶିଳ୍ପୀ ଟି. ସୌରୀ ଓଡ଼ିଆ ସିନେମା, ଆଲ୍‌ବମ, ଭଜନ କ୍ଷେତ୍ରରେ ଅନେକ ଗୀତରେ କଣ୍ଠଦାନ କରିଛନ୍ତି। ଏବେ ଏକ ମ୍ୟୁଜିକ ଇନଷ୍ଟିଚ୍ୟୁଟ ଖୋଲି କୁନି କୁନି ପିଲାଙ୍କୁ…

6 years ago

ଚିକେନ୍‌ ଅଙ୍ଗାରା

ସମ୍ବଲପୁର ସହର ବୀର ସୁରେନ୍ଦ୍ର ସାଏ ମାର୍ଗସ୍ଥିତ ହୋଟେଲ ଅପ୍‌ସରା ପରିସରରେ ଅର୍ବାନ ତଡକା ରେଷ୍ଟୁରାଣ୍ଟ ରହିଛି। ଆଜିର ଗ୍ରାହକଙ୍କ ମନ ମୁତାବକ ଡିଶ୍‌ ପ୍ରସ୍ତୁତିରେ ଏହି…

6 years ago

ବାଇଗୁଣିଆରେ ଚୋରି: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟ୍‌

ଭାପୁର,୨୫।୭(ଡି.ଏନ୍‌.ଏ):ନୟାଗଡ଼ ଜିଲା ଫତେଗଡ଼ ଥାନା ବାଇଗୁଣିଆ ଗାଁରେ ୪ଜଣ ଚୋର ଚୋରି କରିଥିବା ଅଭିଯୋଗ ହୋଇଛି। ଉକ୍ତ ଗାଁରେ ରହୁଥିବା ପଠାଣି ନନ୍ଦଙ୍କ ଘରେ ବୁଧବାର ବିଳମ୍ବିତ…

6 years ago