Home Left

ୟୁରୋ ହକି ଲିଗ୍‌ରେ ଖେଳିବେ ବାଲ୍ମୀକି, ହରଜିତ୍‌

ନୂଆଦିଲ୍ଲୀ,୨୪।୭(ପିଟି)- ଭାରତୀୟ ହକି ଖେଳାଳି ଦେବିନ୍ଦର ବାଲ୍ମୀକି ଓ ହରଜିତ ସିଂଙ୍କ ସହ ଡଚ୍‌ କ୍ଲବ ଏଚ୍‌ଜିସି ୨୦୧୯-୨୦ ସିଜନ ଲାଗି ଚୁକ୍ତି କରିଛି। କ୍ଲବ ପକ୍ଷରୁ…

6 years ago

କ୍ଷମତାଚ୍ୟୁତ ହେବାପରେ କୁମାରସ୍ବାମୀ କହିଲେ, ଭବିଷ୍ୟତରେ ମଧ୍ୟ ରାଜନୈତିକ ଅସ୍ଥିରତା ଲାଗି ରହିବ

ବେଙ୍ଗାଲୁରୁ, ୨୪।୭: ଦୁଇ ସପ୍ତାହରେ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବା ପରେ କୁମାରସ୍ବାମୀ ସରକାର ଭାଜପା ପାଖରୁ…

6 years ago

ଗୋଟିଏ ଦିନରେ ବଜ୍ରପାତରେ ଗଲା ୩୨ ଜଣଙ୍କ ଜୀବନ

ପାଟନା, ୨୪।୭: ବିହାରରେ ଗୋଟିଏ ଦିନରେ ବଜ୍ରପାତରେ ୩୨ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୩୨ଜଣ ଆହତ ହୋଇଛନ୍ତି। ବଜ୍ରପାତରେ ଜାମୁଇରେ ୮, ଔରଙ୍ଗାବାଦରେ ୭, ବାଙ୍କାରେ ୫, ଭାଗଲପୁର…

6 years ago

ଶ୍ରୀକାନ୍ତଙ୍କୁ ପ୍ରଥମ ରାଉଣ୍ଡରେ ହରାଇଲେ ପ୍ରଣୟ

ଟୋକିଓ,୨୪।୭- ଦେଶର ଅଗ୍ରଣୀ ପୁରୁଷ ସିଙ୍ଗଲ୍ସ ଶଟଲର କିଡାମ୍ବି ଶ୍ରୀକାନ୍ତ ଚଳିତ ବର୍ଷ ଫର୍ମ ସହ ସଂଘର୍ଷ କରୁଛନ୍ତି। ଏଠାରେ ଚାଲିଥିବା ଜାପାନ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର…

6 years ago

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ହେଉଛନ୍ତି ଭାରତର ଜ୍ୱାଇଁ

ଲଣ୍ଡନ, ୨୪।୭: ବ୍ରିଟେନର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ସହ ଏକ ଖାସ୍‌ ସମ୍ପର୍କ ରହିଛି। ବୋରିସ୍‌ ଗତବର୍ଷ ଛାଡପତ୍ର ଦେଇଥିବା ସ୍ତ୍ରୀ ମ୍ୟାରିନା ହ୍ବିଲର୍‌ଙ୍କ…

6 years ago

ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ

ମାଲକାନଗିରି,୨୪।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା ଅବରୋଧ…

6 years ago

କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କୋରାପୁଟ,୨୪।୭(ସ୍ବ.ପ୍ର.): ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଇଥିବା ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ସହ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବୁଧବାର କୋରାପୁଟ ଜିଲା…

6 years ago

ଶ୍ରାବଣରେ ମୁଣ୍ଡଫଟା ଖରା : କେନାଲରେ ପାଣି ନାହିଁ, ଚାଷୀକୁଳ ଚିନ୍ତାରେ

କନିଷି,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକରେ ବର୍ଷାଭାବରୁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି । ଶ୍ରାବଣ ମାସରେ ମୁଣ୍ଡଫଟା ଖରା ହେଉଥିବାରୁ କେନାଲରେ ପାଣି ନାହିଁ। ଫଳରେ ଧାନରୁଆ…

6 years ago

ଖେଳରତ୍ନ ଲାଗି ହରଭଜନଙ୍କ ନାମ ଖାରଜ

ନୂଆଦିଲ୍ଲୀ,୨୪।୭- ରାଜୀବ ଗାନ୍ଧୀ ଖେଳରତ୍ନ ସମ୍ମାନ ଲାଗି ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂଙ୍କ ନାମକୁ ପଞ୍ଜାବ ସରକାର ପ୍ରସ୍ତାବ ଦେଇଥିଲା। ଟର୍ବୋନେଟର ଭାବେ ପରିଚିତ…

6 years ago

ଫକୀରପୁର ଯୁବକଙ୍କ ମୃତ୍ୟୁ ଘଟଣା : ଧୀରେ ଧୀରେ ଖୋଲୁଛି ରହସ୍ୟ

ଆନନ୍ଦପୁର,୨୪।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଫକୀରପୁର ଗ୍ରାମରେ ଗତ ୧୬ ତାରିଖ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା।…

6 years ago