Home Left

ପିମ୍ପୁଡ଼ିିଠୁ ଛୋଟ ରୋବଟ୍‌ ଶରୀର ଭିତରେ ଚିକିତ୍ସା କରିବ

ଓ୍ବାଶିଂଟନ,୨୧।୭: ଚିକିତ୍ସା କ୍ଷେତ୍ରରେ ରୋବଟ୍‌ର ଉପଯୋଗ ବୃଦ୍ଧି ପାଉଥିବାରୁ ଏବେ ବୈଜ୍ଞାନିକମାନେ ନୂଆ ନୂଆ ରୋବଟ ବିକାଶ କରିବାରେ ଲାଗିଛନ୍ତି। ଏବେ ବୈଜ୍ଞାନିକମାନେ ବିକାଶ କରିଥିବା ଛୋଟ…

6 years ago

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯାଇଛି। ଦିଲ୍ଲୀର ଯମୁନା ନଦୀ କୂଳରେ ଥିବା…

6 years ago

କେବେ ଆଥଲେଟ୍‌ ହେବାକୁ ଚାହୁଁ ନ ଥିବା ହିମା ୧୮ ଦିନ ଭିତରେ ଜିତିଲେଣି ୫ଟି ସ୍ବର୍ଣ୍ଣପଦକ

ନୋଭେ ମେଷ୍ଟୋ (ଚେକ ରିପବ୍ଲିକ), ୨୧।୭:ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ ତାଙ୍କ ସ୍ବର୍ଣ୍ଣିମ ସଫଳତା ଧାରା ଜାରି ରଖିଛନ୍ତି। ଶନିବାର ଏଠାରେ ଅନୁଷ୍ଠିତ ଏକ ପ୍ରତିଯୋଗିତାର…

6 years ago

ଚୁଟିଆପଶିର ବିବାଦୀୟ ଜମିରେ ୧୪୪ ଧାରା ଜାରି କଲା ପ୍ରଶାସନ

ପାଟଣା,୨୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆପଶି ମୌଜାର ଏକ ସରକାରୀ ଜମିରେ ଉକ୍ତ ଗ୍ରାମର କୁମ୍ଭାରସାହି ପକ୍ଷରୁ ପାଲାମଣ୍ଡପ ନିର୍ମାଣ ଓ ଗୋପାଳସାହି ପକ୍ଷରୁ…

6 years ago

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ ଶରୀର…

6 years ago

ନିଶାସକ୍ତ ଅବସ୍ଥାରେ ଡାକ୍ତରଙ୍କୁ ମାଡ଼ ମାରିବା ପ୍ରତିବାଦ: ଧାରଣାରେ ବସିଲେ ଉଦଳା ଡାକ୍ତରଖାନା ଡାକ୍ତର, ରୋଗୀ ସେବା ବାଧାପ୍ରାପ୍ତ

ଉଦଳା,୨୧।୭(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ରବିବାର ଡାକ୍ତରମାନେ ଆଉଟ୍‌ ଡୋର ସେବା ବନ୍ଦ କରିବା ସହ ଧାରଣାରେ ବସିଛିନ୍ତି। ଫଳରେ ଡାକ୍ତରଖାନାରେ ରୋଗୀ ସେବା ଠପ୍‌ ହୋଇଯାଇଛି।…

6 years ago

ବସ୍‌କୁ ଧକ୍କା ଦେଲା ଅଟୋ, ୩ ଗୁରୁତର

ଉଦଳା,୨୧।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଉଦଳା-ବାଲେଶ୍ୱର ରାସ୍ତାର ରଙ୍ଗାମାଟିଆ ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ବସ୍‌କୁ ଅଟୋ ଧକ୍କା ଦେବାରୁ ୩ ଜଣ…

6 years ago

ଝିଅ ଶାଶୁଘରେ ପଶି ଜ୍ୱାଇଁଙ୍କୁ ମାଡ଼, ସ୍ତ୍ରୀଙ୍କ ସମେତ ୪ ଅଟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବହରମ୍‌ପୁର ଥାନା ଅଧୀନ ଗରଡ଼ିହି ପଞ୍ଚାୟତ କଳାକାତ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଘର ଲୋକଙ୍କ ମାଡ଼ରେ…

6 years ago

ଇଣ୍ଡୋନେସିଆ ଓପନ୍‌ ବ୍ୟାଡମିଣ୍ଟନ : ଫାଇନାଲରେ ହାରିଲେ ସିନ୍ଧୁ

ଜାକର୍ତ୍ତା,୨୧।୭(ପି.ଟି.): ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ତଥା ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ଆଉ ଏକ ଫାଇନାଲରେ ପରାସ୍ତ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବିଡବ୍ଲ୍ୟୁଏଫ୍‌ ଟୁର ସୁପର…

6 years ago

ଛେଣ୍ଡିପଦାରେ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ: ମହିକିଲଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ

ଛେଣ୍ଡିପଦା,୨୧।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦରମହକୁମାରେ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦେୱାନୀ ବିଚାରପତି (କନିଷ୍ଠ ବିଭାଗ) ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରବିବାର…

6 years ago