Home Left

ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୪।୧୦:ସ୍ବାଧୀନତା ସଂଗ୍ରାମୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ଆଜି ଜନ୍ମଦିବସ। ତାଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶ୍ୟାମଜୀ…

7 years ago

ଦୁର୍ଗାପୂଜା ପାଇଁ ୫ଦିନ ଟ୍ରାଫିକ କଟକଣା : ଅପରାହ୍ନ ୪ରୁ ରାତି ୨ଟା ସହରକୁ ଭାରିଯାନ ମନା

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଦୁର୍ଗାପୂଜା ପାଇଁ ସହରର ରାସ୍ତା ଓ ମଣ୍ଡପ ନିକଟରେ ପ୍ରବଳ ଗହଳି ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା କରାଯାଇଛି। ଅପରାହ୍ନ…

7 years ago

ଦଶହରାରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା : ଓଡ଼ିଶାରେ ହାଇ ଆଲର୍ଟ, ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଭାରତକୁ ପାକିସ୍ତାନ ପଟୁ ପଶି ଆସିଛନ୍ତି ଆତଙ୍କବାଦୀ। ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦ ଦିଲ୍ଲୀ ସମେତ ଦେଶର ବଡ଼ ବଡ଼ ସହରକୁ ଟାର୍ଗେଟ କରିଛି। ନବରାତ୍ରୀ…

7 years ago

ନଦୀରେ ଓଲଟିଲା ଡଙ୍ଗା:୭ ମୃତ, ୨୦ ନିଖୋଜ

ପାଟନା,୪।୧୦:ବିହାରର କଟିହାରରେ ଏକ ଅଭାବନୀୟ ଘଟଣା ଘଟିଛି। ମହାନନ୍ଦା ନଦୀରେ ଏକ ଡଙ୍ଗା ବୁଡି ଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ନିଖୋଜ ଅଛନ୍ତି।…

7 years ago

ମାଙ୍କଡ଼ା ପଥର ଟ୍ରକ୍‌ ଜବତ, ଡ୍ରାଇଭର ଗିରଫ

ଧର୍ମଶାଳା,୪ା୧୦(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ହରିଦାସପୁର ରେଳଷ୍ଟେଶନ ନିକଟରୁ ବେଆଇନ ଭାବେ ପରିବହନ କରୁଥିବା ଏକ ମାଙ୍କଡ଼ା ବୋଝେଇ ଟ୍ରକ୍‌କୁ ପୋଲିସ ଜବତ କରିଛି। ଏଥିସହ ଡ୍ରାଇଭରଙ୍କୁ…

7 years ago

‘ମୋ ସରକାର’: ଜାରି ହେଲା ଗାଇଡ୍‌ଲାଇନ : ଘରୋଇ ଢାଞ୍ଚାରେ ଚାଲିବ ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବା ଲକ୍ଷ୍ୟରେ ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।…

7 years ago

୧୭ ଯାଏ ବଢ଼ିଲା ଚିଦାମ୍ବରମଙ୍କ ହାଜତ ମିଆଦ

ନୂଆଦିଲ୍ଲୀ,୪-୧୦(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଅକ୍ଟୋବର ୧୭ ପର୍ଯ୍ୟନ୍ତ…

7 years ago

୧୨୦ ଉତ୍ତରାଧିକାରୀଙ୍କ ମଧ୍ୟରେ ବଣ୍ଟାହେବ ନିଜାମଙ୍କ ସମ୍ପତ୍ତି

ହାଇଦ୍ରାବାଦ,୪-୧୦:ଦେଶୀୟ ରାଜ୍ୟ ହାଇଦ୍ରାବାଦର ଶେଷ ନିଜାମ ମିର୍‌ ଓସ୍‌ମାନ ଅଲି ଖାନଙ୍କର ନାଟ୍‌ଓ୍ବେଷ୍ଟ ବ୍ୟାଙ୍କରେ ୧୯୪୮ରୁ ଜମା ଥିବା ୩୫ ନିୟୁତ ପାଉଣ୍ଡ (୩୦୬ କୋଟି ଟଙ୍କା)…

7 years ago

ଫ୍ରାନ୍ସରେ ରାଫାଲ ଉଡ଼ାଇବେ ରାଜନାଥ

ନୂଆଦିଲ୍ଲୀ,୪-୧୦(ଆଇଏଏନ୍‌ଏସ୍‌):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୮ ତାରିଖରେ ଫ୍ରାନ୍ସ ଯାଇ ପ୍ରଥମ ରାଫାଲ ଯୁଦ୍ଧବିମାନକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିବେ। ଏହି ଅବସରରେ ସେ ରାଫାଲ ବିମାନ…

7 years ago

କୋହଳ ହେବନି ଏସ୍‌ସି,ଏସ୍‌ଟି ଆଇନ

ନୂଆଦିଲ୍ଲୀ,୪-୧୦(ପି.ଟି.):ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ, ୧୯୮୯ରେ ଥିବା ବ୍ୟବସ୍ଥାକୁ କୋହଳ କରାଯିବନି ବୋଲି ଗୁରୁବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଯେଉଁ ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ପ୍ରମାଣ ନ…

7 years ago