Home Left

ପାକିସ୍ତାନ କୋର୍ଟକୁ ଜଣାଇଲେ ହଫିଜ୍‌: ୨୬/୧୧ ଆକ୍ରମଣରେ ସମ୍ପୃକ୍ତ ନୁହେଁ

ଇସଲାମାବାଦ,୧୩ା୭: ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି)ର ମୁଖ୍ୟ ହଫିଜ୍‌ ସୟିଦ ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ନୁହଁନ୍ତି ବୋଲି ଶୁକ୍ରବାର ଲାହୋର ହାଇକୋର୍ଟଙ୍କୁ ଜଣାଇଛନ୍ତି। ଆତଙ୍କବାଦୀ ସଂଗଠନକୁ ପାଣ୍ଠି…

6 years ago

କୋହଲି, ଶାସ୍ତ୍ରୀ ଫେରିବା ପରେ ପ୍ରଦର୍ଶନ ନେଇ ସମୀକ୍ଷା ହେବ

ଲଣ୍ଡନ,୧୩।୭(ପି.ଟି.)- ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା କ୍ରିକେଟ ପ୍ରଶାସକ କମିଟି (ସିଓଏ) ବିଶ୍ୱକପ୍‌ରେ ଭାରତର ପ୍ରଦର୍ଶନ ନେଇ ତର୍ଜମା କରିବ। ଅଧିନାୟକ କୋହଲି ଓ ହେଡ୍‌ କୋଚ୍‌…

6 years ago

ମହାରାଷ୍ଟ୍ର ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୧୩ା୭(ଆଇଏଏନ୍‌ଏସ୍‌): ମରାଠାମାନଙ୍କ ପାଇଁ ସ୍ଥାନ ସଂରକ୍ଷଣ ଉପରେ ରହିତାଦେଶ ଦେବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଏହି ସମ୍ପ୍ରଦାୟ ପାଇଁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଦିଆଯାଇଥିବା…

6 years ago

‘ଅର୍ଥବଳ ପ୍ରୟୋଗ କରୁଛି ଭାଜପା’

ଅହମଦାବାଦ,୧୩ା୭: କର୍ନାଟକରେ ସରକାର ଭାଙ୍ଗିବାକୁ ଭାଜପା ଅର୍ଥବଳ ପ୍ରୟୋଗ କରିବା ସହ ଭୟଭୀତ କରାଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ଶାସକ ମେଣ୍ଟର ୧୬…

6 years ago

ଆସ୍ଥାଭୋଟ ପୂର୍ବରୁ ଘୋଡ଼ାବେପାର ଭୟ: ବିଧାୟକଙ୍କୁ ଜଗିଲେ ସବୁ ଦଳ

ବେଙ୍ଗାଲୁରୁ,୧୩ା୭:କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫା ଏବଂ ଅଯୋଗ୍ୟ ଘୋଷଣା ସମ୍ପର୍କରେ ବାଚସ୍ପତି ୧୬ ତାରିଖ ପର୍ଯ୍ୟନ୍ତ ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେବା ପରେ…

6 years ago

କର୍ନାଟକ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ୧୬ ଯାଏ କାର୍ଯ୍ୟାନୁଷ୍ଠାନ ନେଇପାରିବେନି ବାଚସ୍ପତି

ନୂଆଦିଲ୍ଲୀ,୧୩ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ମାମଲାର ଶୁଣାଣି ୧୬ ତାରିଖରେ ସୁପ୍ରିମକୋର୍ଟରେ ହେବ। ସେ ପର୍ଯ୍ୟନ୍ତ ୧୦ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି ବାଚସ୍ପତି…

6 years ago

ବୋଲଗଡ଼ ଓ କୃଷ୍ଣପ୍ରସାଦରେ ବାହୁଡ଼ା ଯାତ୍ରା

ବୋଲଗଡ଼,୧୩ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକରେ ଶୁକ୍ରବାର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ନନ୍ଦିଘୋଷ ଭବନସ୍ଥିତ ମାଉସୀ ମା’ ମନ୍ଦିରରୁ ଶ୍ରୀଜୀଉଙ୍କ ବିଗ୍ରହଙ୍କୁ ରଥକୁ ପହଣ୍ଡି…

6 years ago

ଖଣ୍ଡପଡ଼ାରେ ଶ୍ରୀଜୀଉମାନଙ୍କ ବାହୁଡ଼ା ଯାତ୍ରା

ଖଣ୍ଡପଡ଼ା,୧୩ା୭(ସ୍ବ.ପ୍ର.): ଶୁକ୍ରବାର ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀ ଜୀଉମାନେ ରତ୍ନବେଦୀକୁ ବିଜେ କରିବା ନିମନ୍ତେ ବାହୁଡ଼ିଛନ୍ତି। ଏହି ଅବସରରେ ଖଣ୍ଡପଡ଼ା, ଭାପୁର, ଖଳିସାହି ଓ ମର୍ଦ୍ଦରାଜପୁରରେ…

6 years ago

ପରିବେଶ ସଚେତନତା ପାଇଁ ଅଭିନବ ପ୍ରୟାସ: ମହାପ୍ରସାଦ ବାଣ୍ଟି ଚାରା ଲଗାଇବାକୁ ପରାମର୍ଶ

ଖଣ୍ଡପଡ଼ା,୧୩ା୭(ସ୍ବ.ପ୍ର.): ସେ ଏମିତି ଜଣେ ବ୍ୟକ୍ତି, ଯାହାର ରାତି ପାହିଲେ ପରିବେଶ ଚିନ୍ତା । ସକାଳୁ ଚାରା, କୋଡ଼ି, ଶାବଳ ଓ ଗାଣ୍ଡୁଆ ଧରି ସେ ଚାରାରୋପଣ…

6 years ago

ବନ ବିଭାଗ ପକ୍ଷରୁ ଚଢ଼ାଉ: ସାଇଜ୍‌ ଶାଳ, ଶାଗୁଆନ ପଟା ଜବତ

ଓଡ଼ଗାଁ,୧୩ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ବାହାଡ଼ାଝୋଲା ସେକ୍ସନ ଅଧୀନ ବିଭିନ୍ନ ଗ୍ରାମରେ ବିଭାଗ ତରଫରୁ କ୍ରମାଗତ ଚଢ଼ାଉ ଜାରି ରହିଛି…

6 years ago