Home Left

ରାକେଶଙ୍କୁ ଏନ୍‌ଏସ୍‌ଏସ୍‌ ପୁରସ୍କାର

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ନୀଳମଣି ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌(ଜାତୀୟ ସେବା ଯୋଜନା) ସ୍ବେଚ୍ଛାସେବୀ ରାକେଶ କୁମାର ବାରିକଙ୍କୁ ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ବିଶ୍ୱବିଦ୍ୟାଳୟ…

6 years ago

ଗାଁର ନାଁ କାମାରଗୁଡା: ୮କିମି ଗଲେ ଡାକ୍ତରଖାନା, ୧୫ କିମି ଗଲେ ପଞ୍ଚାୟତ କାର୍ଯ୍ୟାଳୟ

ଏମଭି ୭୯,୧୨ା୭: ମାଲକାନଗିରି ଜିଲା କାଲିମେଳା ବ୍ଲକ ପଶୁଗୁ ପଞ୍ଚାୟତର ଜିନେଲଗୁଡାଠାରୁ ୪ କିମି ଦୂରରେ ରହିଛି ଆଦିବାସୀ ଗାଁ କାମାରଗୁଡା। ସ୍ବାଧୀନତାର ଦୀର୍ଘ ବର୍ଷ ପରେ…

6 years ago

ପାତାଳି ଶ୍ରୀକ୍ଷେତ୍ରରେ ବାହୁଡା ଯାତ୍ରା

ଉଲୁଣ୍ଡା, ୧୨ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଶୁକ୍ରବାର ସମ୍ପନ୍ନ ହୋଇଛି। ସକାଳ ୫ଟାରେ ଦ୍ୱାର ଫିଟା,…

6 years ago

ଟ୍ରାକ୍ଟର ଚାପାରେ ଛାତ୍ର ମୃତ, ଉତ୍ତେଜନା

ଲୋଇସିଂହା, ୧୨।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ଅନ୍ତର୍ଗତ ବିନ୍ଧାପାଲି ଗାଁରେ ଟ୍ରାକ୍ଟର ଚାପାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ…

6 years ago

ବଡଦାଣ୍ଡରେ ଆକର୍ଷଣ ସାଜିଲେ ବିଭିନ୍ନ ବେଶଧାରୀ

ପୁରୀ ଅଫିସ, ୧୨ା୭: ବାହୁଡା ଯାତ୍ରାରେ କାଳିଆ ସାଆନ୍ତ ଭାଇଭଉଣୀଙ୍କୁ ସାଙ୍ଗରେ ଘେନି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ପବିତ୍ର ଯାତ୍ରା ଲାଗି ଲୋକାରଣ୍ୟ ହୋଇଉଠିଥିଲା ବଡଦାଣ୍ଡ।…

6 years ago

କଣାସରେ ୭୦ ଦିନ ଧରି ଡାକ ସେବା ଅଚଳ

କଣାସ, ୧୨।୭(ସ୍ବ.ପ୍ର.): କଣାସ ମୁଖ୍ୟ ପୋଷ୍ଟଅଫିସ୍‌ ୭୦ଦିନ ଧରି ଅଚଳ ହୋଇ ପଡିଛି। ଫଳରେ ପୋଷ୍ଟଅଫିସ୍‌ରେ ଟଙ୍କା ଜମା କରିବା, ଟଙ୍କା ଉଠାଇବା, ରେଜେଷ୍ଟ୍ରି ଚିଠି, ମନି…

6 years ago

‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ: ଗଣଶିକ୍ଷା ବିଭାଗ ଓ ଅକ୍ଷରା ଫାଉଣ୍ଡେଶନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅକ୍ଷରା ଫାଉଣ୍ଡେଶନ ସହଯୋଗରେ ‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ। ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ…

6 years ago

ସମବାୟ ସମିତିରୁ ୫ ଲକ୍ଷ ହଡ଼ପ ଅଭିଯୋଗ: ପୂର୍ବତନ ସମ୍ପାଦକ ଗିରଫ

ତିହିଡ଼ି, ୧୨।୭ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଗୁଆମାଳ ସେବା ସମବାୟ ସମିତିରୁ ୫ ଲକ୍ଷ ଟଙ୍କା ହଡ଼ପ ହୋଇଛି। ସମିତିର ଉପସଭାନେତ୍ରୀ ଚୁମାରାଣୀ…

6 years ago

ହରିବୋଲ କ୍ଷେତ୍ରକୁ ବାହୁଡ଼ିଲେ ତିନିଠାକୁର

ତିହିଡ଼ି, ୧୨।୭ (ଡି.ଏନ.ଏ.): ପବିତ୍ର ବାହୁଡ଼ାଯାତ୍ରାରେ ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିରରୁ ହରିବୋଲ କ୍ଷେତ୍ରକୁ ତିନିଠାକୁର ବାହୁଡ଼ିଛନ୍ତି। ତିହିଡ଼ି ବ୍ଲକ ଗୁଆମାଳ ପଞ୍ଚାୟତ ମୋଡ଼ସାହିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରୁ ମହାବାହୁ…

6 years ago

ଜାତୀୟ କୃମିନାଶକ ଦିବସ ପାଇଁ ସମନ୍ବୟ କମିଟି ବୈଠକ: ଅଗଷ୍ଟ ୮ରେ ପିଲାଙ୍କୁ ଦିଆଯିବ କୃମିନାଶକ ଔଷଧ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ମାଟିରୁ ଶରୀରକୁ କୃମି ସଂକ୍ରମଣ ହୋଇଥାଏ। ବିଶ୍ୱରେ ୨୪୧ ନିୟୁତରୁ ଅଧିକ ଶିଶୁ କୃମିଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ପ୍ରତିଶତ ଶିଶୁ…

6 years ago