Home Left

କେରଳରେ ଅନ୍‌ଲାଇନ୍‌ରେ ମିଳିବ କଏଦୀଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ, ଦାମ୍‌ କେତେ ଜାଣନ୍ତି…

କେରଳର ଜେଲ୍‌ରେ ସଜା କାଟୁଥିବା କଏଦୀମାନଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଏବେ ଅନ୍‌ଲାଇନ୍‌ରେ ମିଳିବ। ତ୍ରିଶୂରସ୍ଥିତ ବୈୟୁର ସେଣ୍ଟ୍ରାଲ ଜେଲ୍‌ର କଏଦୀମାନଙ୍କୁ ସ୍ବରୋଜଗାର ପାଇଁ ଖାଦ୍ୟ ପ୍ରସ୍ତୁତ…

6 years ago

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୧୨।୭: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆର୍‌ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇ କୋର୍ଟ…

6 years ago

ଇମୋଶନାଲ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ବେଶ୍‌ କିଛି ଦିନ ଆକ୍ସନ୍‌ ହିରୋ ଭାବେ ବଲିଉଡ୍‌ ଦର୍ଶକଙ୍କ ମନୋରଞ୍ଜନ କରୁଥିବା ଧର୍ମେନ୍ଦ୍ର ଅସଲ ଜୀବନରେ ଖୁବ୍‌ ଇମୋଶନାଲ ବୋଲି ହୁଏତ କମ୍‌ ଲୋକେ…

6 years ago

ଶ୍ରୀମନ୍ଦିର ବାହୁଡୁଛନ୍ତି ଶ୍ରୀ ଶ୍ରୀ ଦଧିବାମନ: ପ୍ରବଳ ଗୁଳୁଗୁଳି ସତ୍ତ୍ୱେ ଛୁଟିଛି ଭକ୍ତଙ୍କ ସୁଅ

ଭଟଲି,୧୨ା୭(ଡି.ଏନ.ଏ.): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ଧାମଠାରେ ପ୍ରସିଦ୍ଧ ବାହୁଡ଼ାଯାତ୍ରା ଲକ୍ଷାଧିକ ଭକ୍ତଙ୍କ ଗହଣରେ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି।…

6 years ago

ଇଣ୍ଡିଜ ଗସ୍ତରୁ ବାଦ୍‌ ପଡ଼ିପାରନ୍ତି କୋହଲି, ବୁମରା

ନୂଆଦିଲ୍ଲୀ,୧୨।୭- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପେସର ଯଶପ୍ରୀତ ବୁମରାଙ୍କୁ ସମ୍ଭବତଃ ସମ୍ପୂର୍ଣ୍ଣ ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ବିଶ୍ରାମ ଦିଆଯାଇପାରେ। ଅଗଷ୍ଟ ୩ ତାରିଖଠାରୁ ଆରମ୍ଭ ହେବାକୁ…

6 years ago

୧୪ରେ ମୁମ୍ବାଇ ଫେରିବ ଟିମ୍‌ ଇଣ୍ଡିଆ

ଲଣ୍ଡନ,୧୨।୭(ପିଟି)- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତୀୟ ଦଳ ଆସନ୍ତା ରବିବାର ସ୍ବଦେଶ ଫେରିବେ। ଦୁଇ ଦିନ ଧରି ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ସେମିଫାଇନାଲରେ ଭାରତୀୟ ଦଳ…

6 years ago

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ କର୍ମଚାରୀ…

6 years ago

କୋହଲିଙ୍କ ମଜାକ୍‌ ଉଡାଇଲେ ଇଂଲଣ୍ଡ କ୍ରିକେଟର୍‌

ଲଣ୍ଡନ, ୧୨।୭: ଇଂଲଣ୍ଡରେ ବିଶ୍ୱକପ ଚାଲିଥିବାବେଳେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ତା’ର ଟୁଇଟର ପେଜରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସମ୍ରାଟ ଭାବରେ ସଜାଇ…

6 years ago

ପୁରୁଣା ବସ୍‌ରେ ସୁଇମିଂ ପୁଲ୍‌, ମଜା ଉଠାଉଛନ୍ତି ଲୋକେ

ଫ୍ରାନ୍ସର ବେଟୁନ୍‌ ସହରର ବିଭିନ୍ନ ସ୍ଥାନରେ ପୁରୁଣା ବସଗୁଡ଼ିକରେ ସୁଇମିଂ ପୁଲ୍‌ କରାଯାଇଛି। ଏଥିରେ ଲୋକେ ସ୍ନାନ କରିବା ସହ ବେଶ୍‌ ମଜା ଉଠାଉଛନ୍ତି। ଏକ ରିପୋର୍ଟ…

6 years ago

ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ…

6 years ago