Home Left

କଶ୍ମୀର ସ୍ଥିତି ସୁଧାରିବାରେ ଭାରତ-ପାକ୍‌ ବିଫଳ

ଜେନିଭା,୯ା୭ (ପି.ଟି.): ଭାରତ ଓ ପାକିସ୍ତାନ କଶ୍ମୀର ସ୍ଥିତି ସୁଧାରିବାରେ ବିଫଳ ହୋଇଛନ୍ତି। ପୂର୍ବ ରିପୋର୍ଟ ମୁତାବକ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଇ ନାହିଁ କି…

6 years ago

ବଜେଟକୁ ନିବେଶକଙ୍କ ନାପସନ୍ଦ

ମୁମ୍ବାଇ,୯-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବଜେଟକୁ ଷ୍ଟକ୍‌ ମାର୍କେଟ ସକରାମତ୍କ ଭାବେ ଗ୍ରହଣ କରିପାରିନାହିଁ। ବଜେଟ ଉପରେ ଆଶାବାନ୍ଧିଥିବା ନିବେଶକ ନିରାଶ ହୋଇଛନ୍ତି। ଫଳସ୍ବରୂପ ଶୁକ୍ରବାର…

6 years ago

ସହର ମଝିରେ ପଥର ଖଣି: ଦିନ ଦ୍ୱିପ୍ରହରରେ ହେଲା ବ୍ଲାଷ୍ଟିଂ

ନୟାଗଡ଼ ଅଫିସ,୯।୭-ନୟାଗଡ଼ ସହର ମଝିରେ ରହିଛି ପଥର ଖଣି। ଜଣେ ବ୍ୟକ୍ତିଙ୍କର ଏହା ଘରୋଇ ଖଣି ହୋଇଥିବା ବେଳେ ଉକ୍ତ ଖଣିରୁ ସୋମବାର ଦିନଦ୍ୱିପ୍ରହରରେ ବେଆଇନ ଭାବେ…

6 years ago

ବିପଦ ଆଶଙ୍କାରେ ୩୩୦ ଛାତ୍ରୀଛାତ୍ରଙ୍କ ଜୀବନ: ଭରା ନଦୀରେ ଧୋଉଛନ୍ତି ବାସନ

ନୟାଗଡ଼ ଅଫିସ,୯।୭-ବିପଦ ଆଶଙ୍କାରେ ୩୩୦ ଛାତ୍ରୀଛାତ୍ରଙ୍କ ଜୀବନ । ପ୍ରତିଦିନ ମଧ୍ୟାହ୍ନ ଭୋଜନ ପରେ ଭରା ନଦୀକୁ ବାସନ ଧୋଇବାକୁ ଯାଉଛନ୍ତି ସେମାନେ। ଦିନ ନୁହେଁ କି…

6 years ago

ସବୁ ଜିଲାରେ ମାନବାଧିକାର କୋର୍ଟ ପ୍ରତିଷ୍ଠା ଆବେଦନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭(ପି.ଟି.): ପ୍ରତି ଜିଲାରେ ମାନବାଧିକାର ଅଦାଲତ ସ୍ଥାପନ ପାଇଁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଶୁଣାଣି ପାଇଁ ଗ୍ରହଣ କରିବା ସହ ଏଥିପାଇଁ କେନ୍ଦ୍ର ସରକାରଙ୍କୁ ଜବାବ…

6 years ago

ପାର୍ଲାମେଣ୍ଟରେ କର୍ନାଟକ ତାତି:କେନ୍ଦ୍ରକୁ ଦାୟୀ କଲା କଂଗ୍ରେସ

ନୂଆଦିଲ୍ଲୀ,୯ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ଲାଗି ରହିଥିବାବେଳେ ଏହାକୁ ନେଇ ସୋମବାର ଲୋକ ସଭାରେ ଝଡ଼ ସୃଷ୍ଟି ହୋଇଥିଲା। କର୍ନାଟକ ସ୍ଥିତି ସହ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ…

6 years ago

କହ୍ନେଇପୁରରେ ଉଗ୍ର ଗୋଷ୍ଠୀକନ୍ଦଳ: ବୋମାମାଡ଼ରେ ୧୧ ଆହତ

କୃଷ୍ଣପ୍ରସାଦ,୯ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କହ୍ନେଇପୁର ଗାଁ’ରେ ୨ ପକ୍ଷରୁ ଗୋଷ୍ଠୀ କନ୍ଦଳ ସୋମବାର ଉଗ୍ରରୂପ ଧାରଣ କରି ଗଣ୍ଡଗୋଳ ଘଟିଛିି ା ଫଳରେ ଉଭୟ ଗୋଷ୍ଠୀ…

6 years ago

ଇରାନରେ ‘ର’ ଅଧିକାରୀଙ୍କୁ ବିପଦରେ ପକାଇଥିଲେ ଅନସାରୀ

ନୂଆଦିଲ୍ଲୀ,୯ା୭: ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀଙ୍କ ବିରୋଧରେ ରିସର୍ଚ୍ଚ ଆଣ୍ଡ୍‌ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର)ର ଜନୈକ ପୂର୍ବତନ ଅଧିକାରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଇରାନରେ ଅନସାରୀ ‘ର’…

6 years ago

କୁଜଙ୍ଗରେ ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି : ପ୍ରସ୍ତାବିତ ଟ୍ରକ୍‌ ଟର୍ମିନାଲ ସ୍ଥାନାନ୍ତର କରିବାକୁ ଦାବି

କୁଜଙ୍ଗ,୯ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକରେ ସୋମବାର ନୂତନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ପ୍ରଥମ ଜନଶୁଣାଣି ସ୍ଥାନୀୟ ସୂଚନା କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୧୭୪ଟି…

6 years ago

ପାରାଦୀପ ପୌର ପାଳିକାର ବାର୍ଷିକ ବଜେଟ : ୫୭ କୋଟି ୮୨ଲକ୍ଷର ବ୍ୟୟ ଅଟକଳ

ପାରାଦୀପ,୯ା୭(ସ୍ବ.ପ୍ର.): ଆଉ ୭ ମାସ ପରେ ପୌର ନିର୍ବାଚନ ହେବାର ସମ୍ଭାବନା ଥିବାବେଳେ ସୋମବାର ପାରାଦୀପ ପୌର ପାଳିକା ପକ୍ଷରୁ ୨୦୧୯-୨୦ ଆର୍ଥତ୍କ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ…

6 years ago