Home Left

ପାଟକୁରା ନିର୍ବାଚନ; ବିଜେଡି-ଭାଜପା ଫ୍ରେଣ୍ଡଲି ଲଢୁଛନ୍ତି : ତାରା

ଭୁବନେଶ୍ୱର,୭।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ପୁଣି ଓଡ଼ିଶା ରାଜନୀତି ପାଣିପାଗ ସରଗରମ ହୋଇଉଠିଛି। ଅପରପକ୍ଷେ ରାଜ୍ୟ ସଭା ଆସନ ଲାଗି ବିଜେଡି-ଭାଜପା…

6 years ago

ପଶ୍ଚିମବଙ୍ଗରେ ୧୧୨ ଜୀବନ୍ତ ବୋମା ଉଦ୍ଧାର: ୩୯୯ଜଣ ଗିରଫ

କୋଲକାତା,୭।୭: ପଶ୍ଚିମବଙ୍ଗରେ କିଛିଦିନ ହେବ ଲାଗି ରହିଥିବା ରାଜନୈତିକ ହିଂସା ଥମୁ ନ ଥିବା ବେଳେ ପୋଲିସ ଶନିବାର ସୁଦ୍ଧା ପ୍ରାୟ ୧୧୨ଟି ଜୀବନ୍ତ ବୋମା ଉଦ୍ଧାର…

6 years ago

ମାଓବାଦୀ ନେତା ନବୀନ ସଂଗଠନରୁ ବହିଷ୍କୃତ

ମାଲକାନଗିରି,୭।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଆତଙ୍କ ଖେଳାଉଥିବା ଗାଳିକୋଣ୍ଡା ମାଓବାଦୀ ସଂଗଠନର ସମ୍ପାଦକ ନବୀନଙ୍କୁ ସଂଗଠନରୁ ବହିଷ୍କାର କରାଯାଇଥିବା ଆନ୍ଧ୍ର ଓ ଓଡ଼ିଶା ସ୍ବତନ୍ତ୍ର ବୋର୍ଡ…

6 years ago

ସୁପର୍‌ଷ୍ଟାରଙ୍କୁ ପଛରେ ପକାଇ ରଣବୀରଙ୍କ ୩ ଫିଲ୍ମ ଆୟ କରିଛି ୭ଶହ କୋଟି

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂ ଏବେ ଲାଇମ୍‌ ଲାଇଟ୍‌ରେ ଗତ କିଛିଦିନ ମଧ୍ୟରେ ସେ ଅଭିନୟ କରିଥିବା ୩ଟି ଫିଲ୍ମ ବକ୍ସ ଅଫିସରେ ହିଟ୍‌ ହୋଇଛି।…

6 years ago

ଭାଇରାଲ ହେଉଛି ରାହୁଲଙ୍କ ଦୋସା ଖାଇବା ଫଟୋ

ପାଟନା,୭।୭: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଓ୍ବୟନାଡ ଲୋକ ସଭା ଆସନର ଏମ୍‌ପି ରାହୁଲ ଗାନ୍ଧୀଙ୍କର ଦୋସା ଖାଇବାର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି।…

6 years ago

ଝିଅ ସହ ନାଚିଲେ ଧୋନୀ

ଲିଡ୍ସ,୭।୭:ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରବିବାର ନିଜର ୩୮ତମ ଜନ୍ମଦିନ ପାଳନ କରିଛନ୍ତି। ବର୍ତ୍ତମାନ ଆଇସିସି ବିଶ୍ୱକପ ଖେଳିବା ପାଇଁ ଇଂଲଣ୍ଡରେ…

6 years ago

ବର୍ଜ୍ୟବସ୍ତୁ ଜମା କଲେ ମିଳିବ ସ୍ମାର୍ଟଫୋନ୍‌-ଗ୍ରାଇଣ୍ଡର-ଓ୍ବାଶିଂ ମେସିନ୍‌ ପୁରସ୍କାର

ରୁଦ୍ରପ୍ରୟାଗ,୭।୭: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ସ୍ବଚ୍ଛତା ପ୍ରତି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଏକ ଅଭିନବ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ଜିଲାପାଳ ମଙ୍ଗେଶ୍‌ ଘିଲ୍ଡିୟାଲ୍‌…

6 years ago

ସନ୍ଧ୍ୟା ସୁଦ୍ଧା ବେଙ୍ଗାଲୁର ପହଞ୍ଚିବେ କୁମାରସ୍ବାମୀ

ବେଙ୍ଗାଲୁର,୭।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ରବିବାର ସନ୍ଧ୍ୟାରେ ବେଙ୍ଗାଲୁରରେ ପହଞ୍ଚିବେ ବୋଲି ସୂଚନା ମିଳିଛି। ଆମେରିକା ଗସ୍ତରେ ଥିବା କୁମାରସ୍ବାମୀ ରାଜ୍ୟ ରାଜନୀତିର ହଟ୍ଟଗୋଳକୁ ଦେଖି…

6 years ago

ରୋହିତ-ରାହୁଲଙ୍କ ରେକର୍ଡ ଓପନିଂ ଭାଗୀଦାରି

ଲିଡ୍ସ,୭।୭- ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇ ପଏଣ୍ଟ ତାଲିକାରେ ଶୀର୍ଷ ସ୍ଥାନ ଅଧିକାର କରିଛି। ଏହି ବିଜୟରେ…

6 years ago

ଭାଜପାରେ ଯୋଗଦେଲେ ସପ୍‌ନା

ନୂଆଦିଲ୍ଲୀ,୭।୭: ହରିୟାଣାର ଗାୟିକା ତଥା ନୃତ୍ୟାଙ୍ଗନା ସପ୍‌ନା ଚୌଧୁରୀ ରବିବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀଙ୍କ ଉପସ୍ଥିତିରେ ସେ ଭାଜପା ହାତ…

6 years ago