ଭୁବନେଶ୍ୱର,୨।୭(ବ୍ୟୁରୋ): ଗତ ମେ’ ୩ ତାରିଖରେ ହୋଇଥିବା ବାତ୍ୟା ଫନୀକୁ ନେଇ ବିଧାନସଭାରେ ବିରୋଧୀ ଶାସକ ଦଳକୁ ହଲାପଟ ା କରିଛନ୍ତି। ପୁରୀ ଜିଲାର ବହୁ ବାତ୍ୟା…
ଜୟପୁର,୨।୭: ସମାଜରେ ପ୍ରଚଳିତ ଅନ୍ତିମ ସଂସ୍କାର ପରବର୍ତ୍ତୀ ଶ୍ରାଦ୍ଧ ଭୋଜିକୁ ରାଜସ୍ଥାନର ଅକେଲା ଗାଁର ରାଜପୁତ ସମାଜ ରୋକ ଲଗାଇଛନ୍ତି। ଏହାଦ୍ୱାରା କେତେକଙ୍କ ଆର୍ଥିକ ସ୍ଥିତି ଖରାପ…
ପାଟନା, ୨।୭: ବିହାରରେ ରାଜନୈତିକ ପାଣିପାଗ ଧିରେ ଧିରେ ବଦଳିବାରେ ଲାଗିଛି। ଜେଡିୟୁ ଏବଂ ଭାଜପା ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ଉଠାଇବାକୁ ଚେଷ୍ଟା କରିଛି…
ଗୁରୁଦାସପୁର,୨।୭:ବଲିଉଡ୍ ଅଭିନେତା ତଥା ଏମ୍ପି ସନ୍ନି ଦେଓଲ ନିଜ ନିର୍ବାଚନ ମଣ୍ଡଳି ଗୁରୁଦାସପୁରରେ ଜଣେ ଲେଖକଙ୍କୁ ନିଜର ପ୍ରତିନିଧି ଭାବେ ନିଯୁକ୍ତ କରିଛନ୍ତି। ଏହାକୁ ନେଇ କଂଗ୍ରେସ…
ଭୋପାଳ,୨।୭: ପାଠ ପଢିବା ପାଇଁ ଖାତା ବହି, ସିଲଟ, କଲମ ଅବା ପେନସିଲ୍ ଆବଶ୍ୟକ ହୋଇଥାଏ। ତେବେ ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଥିବା ଏକ ପ୍ରାଥମିକ ସ୍କୁଲରେ…
ଯାଜପୁର ଅଫିସ,୨।୭: ନିର୍ବାଚିତ ପ୍ରତିନିଧିମାନେ ଯାଜପୁରକୁ ବିକଶିତ ଜିଲା ବୋଲି ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ଜିଲାର ମୋଟ ୧୭୮୧ ଗ୍ରାମ ମଧ୍ୟରୁ ୧୩୩ଟିକୁ ଅଦ୍ୟାବଧି ସଡ଼କ ସଂଯୋଗ…
ଭୁବନେଶ୍ୱର, ୨।୭(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ ୨୮୫୧ ଡାକ୍ତର ପଦବୀ ଖାଲି ପଡ଼ିଛି। ଏଥିମଧ୍ୟରୁ ମୟୂରଭଞ୍ଜ ଜିଲାରେ ସର୍ବାଧିକ ୧୯୯ଟି ପଦବୀ ରହିଛି। ସେହିଭଳି ଗଞ୍ଜାମରେ ୧୮୯ ଡାକ୍ତର…
ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ଅଧା ଜିଲା ମାଓବାଦୀ କାର୍ଯ୍ୟକଳାପ ଦ୍ୱାରା ପ୍ରଭାବିତ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଶ୍ରେଣୀ ବିଭାଗ ଅନୁଯାୟୀ କୋରାପୁଟ ଏବଂ ମାଲକାନଗିରି ଅତ୍ୟନ୍ତ ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ…
ଓ୍ବାଶିଂଟନ,୨।୭: ଇରାନ୍ ପରମାଣୁ ଚୁକ୍ତିର ଉଲ୍ଲଂଘନ କରି ନିଆଁ ସହିତ ଖେଳୁଛି ବୋଲି ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ ଚେତାବନୀ ଦେଇଛନ୍ତି। ଇରାନ୍ ସୀମାରେ ୟୁରାନିୟମ ପ୍ରବେଶ କରାଇବା…
ବିଦିଶା, ୨।୭: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି ବୋଲି ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ବିଧାୟିକା ଲିନା…