Home Left

ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ

ସିଙ୍ଗାପୁର,୩-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ…

7 years ago

ସକାଳୁ ଅଧାଗ୍ଲାସ୍‌ ତ୍ରିଫଳା ପାଣି…

ସକାଳୁ ନିତ୍ୟକର୍ମ ପରେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ତ୍ରିଫଳା ପାଣିରେ ଲାକ୍ସାଟିଭ୍‌, ଭିଟାମିନ୍‌, ଖଣିଜ ଦ୍ରବ୍ୟ ଆଦି ପ୍ରଚୁର ପରିମାଣରେ ରହିଥାଏ।…

7 years ago

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି ଜଗୁଆଳି…

7 years ago

ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି। ସେହିପରି…

7 years ago

ଅକ୍ଟୋବର ପରେ ଦରମା ଦେଇପାରିବନି ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨-୭: ଘରୋଇ କ୍ଷେତ୍ରର ଏୟାର ଲାଇନ୍ସ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ ଅର୍ଥ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ବେଳେ ଏବେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ…

7 years ago

ଢେଙ୍କାନାଳଯୋଡା ଶିଶୁଙ୍କ ଚିକିତ୍ସା ପାଇଁ ୭ ଜଣିଆ ଡାକ୍ତରୀ ଟିମ୍‌: ଇକୋ ଟେଷ୍ଟରୁ ଗୋଟିଏ ହୃତପିଣ୍ଡ ଜଣାପଡ଼ିଲା

କଟକ ଅଫିସ, ୨।୭- ଢେଙ୍କାନାଳ ଯୋଡାଶିଶୁଙ୍କ ଚିକିତ୍ସା ପାଇଁ କଟକ ଶିଶୁଭବନରେ ୭ ଜଣିଆ ଡାକ୍ତରୀ ଦଳ ଗଠିତ ହୋଇଛି। ଶିଶୁ ଶଲ୍ୟ ବିଭାଗର ବରିଷ୍ଠ ପ୍ରଫେସର…

7 years ago

ବନ ମହୋତ୍ସବରେ ସଂକଳ୍ପ:ମହାପ୍ରଭୁଙ୍କ ସେବା ପାଇଁ ପ୍ରାଚୀ ତଟରେ ହେବ ପଦ୍ମବନ ପ୍ରକଳ୍ପ

ଗୋପ/କାକଟପୁର, ୨।୭(ଡି.ଏନ୍‌.ଏ.)-୭୦ତମ ବନମୋହତ୍ସବ ଅବସରରେ ପୁରୀ ଜିଲା ଗୋପ ବ୍ଲକ ନୟାହାଟ ସ୍ଥିତ ପ୍ରାଚୀ ତଟରେ ପଦ୍ମବନ ପ୍ରକଳ୍ପ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଶ୍ରୀ ଜଗନ୍ନାଥ ସଂସ୍କୃତିର…

7 years ago

ରଥଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା: ଏନ୍‌ଏଚ୍‌ରେ ୨୪ ଘଣ୍ଟିଆ ପାଟ୍ରୋଲିଂ, ଦୁର୍ଘଟଣା ଗାଡ଼ି ଉଠାଇବା ପାଇଁ ରହିବ କ୍ରେନ୍‌

କଟକ ଅଫିସ, ୨।୭-ଆସନ୍ତା ୪ ତାରିଖରେ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। କେବଳ ପୁରୀ ନୁହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ ହେବାକୁ ଯାଉଛି। କଟକରେ…

7 years ago

ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା

ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା ଯୋଗୁ…

7 years ago

କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ

ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ ଦିଅଁମାନେ…

7 years ago