ଓସାକା,୩୦ା୬(ପି.ଟି): ପ୍ୟାରିସ୍ ଜଳବାୟୁ ଚୁକ୍ତିନାମାକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବାକୁ ଶନିବାର ଜି-୨୦ ରାଷ୍ଟ୍ରଗୋଷ୍ଠୀର ୧୯ ସଦସ୍ୟ ରାଷ୍ଟ୍ର ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। କେବଳ ଆମେରିକା ଏହାକୁ ସମର୍ଥନ କରିନାହିଁ।…
ଲକ୍ଷ୍ନୌ, ୩୦ା୬ : ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରଠାରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପଦରୁ ଇସ୍ତଫା ଦେବା ଲାଗି ଅଡ଼ି ବସିଛନ୍ତି।…
ଅନୁଗୋଳ ଅଫିସ, ୩୦।୬ - ବିଳମ୍ବରେ ହେଲେ ବି ଚେତିଛନ୍ତି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ। ଡାକ୍ତରଖାନାରେ ଲାଗିଥିବା ୮୧ଟି ଅଗ୍ନି ନିର୍ବାପକ ସିଲିଣ୍ଡରକୁ ରିଫିଲିଂ…
ଓସାକା,୩୦-୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନା ରାଷ୍ଟ୍ରପତି ସି ଜିନ୍ପିଙ୍ଗ ଶନିବାର ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧକୁ ବନ୍ଦ କରିବା…
ଓ୍ବାଶିଂଟନ,୩୦ା୬(ଏଏଫ୍ପି): ଇରାନ-ଆମେରିକା ବିବାଦ ବଢ଼ିବାରେ ଲାଗିଛି। ପ୍ରଥମ ଥର ଲାଗି ଆମେରିକା କାତାରରେ ଏହାର ଏଫ୍-୨୨ ଲଢ଼ୁଆ ବିମାନ ମୁତୟନ କରିଛି। ଆମେରିକା ସ୍ବାର୍ଥର ସୁରକ୍ଷା ଲାଗି…
ନୂଆଦିଲ୍ଲୀ,୩୦-୬: କେନ୍ଦ୍ର ସରକାର ସାରା ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟ ସରକାରଗୁଡ଼ିକୁ ଏଥିପାଇଁ ଆସନ୍ତାବର୍ଷ ଜୁନ୍ ୩୦…
ନୂଆଦିଲ୍ଲୀ,୩୦-୬: କେନ୍ଦ୍ରର ମୋଦି ସରକାର ଏକ ବଡ଼ ନିଷ୍ପତ୍ତି କ୍ରମେ ସୁକନ୍ୟା ଯୋଜନା, ପବ୍ଲିକ୍ ପ୍ରୋଭିଡେଣ୍ଟ ଫଣ୍ଡ, ବରିଷ୍ଠ ନାଗରିକ ସଞ୍ଚୟ ଯୋଜନା ଭଳି ସ୍ବଳ୍ପ ସଞ୍ଚୟ…
ଢେଙ୍କାନାଳ ଅଫିସ, ୩୦।୬ - ବିବାହର ୫ବର୍ଷ ପରେ ପଶ୍ଚିମବଙ୍ଗର ଜଣେ ମହିଳା ସ୍ବାମୀଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳା…
ଦାରିଙ୍ଗବାଡ଼ି, ୩୦।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟନ୍ଦ୍ରେରେ ଶ୍ରାନିକେତା ଅଞ୍ଚଳର କିରଣ ପ୍ରଧାନଙ୍କର ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ପରିବାରଲୋକେ ମୃତଦେହକୁ ପ୍ରାୟ ୩କିମି ଦୂର ଶ୍ରାନିକେତାକୁ ଖଟିଆରେ…
କେଗାଁ,୩୦ା୬ (ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ସୁଆସ୍ତିଅ ସେବା ଭୁସ୍ଲିଯାଇଛେ। ରାଏଜ୍ ସରକାର ବ୍ଲକର ୨୮ଟା ପଁଚେତ୍ରେ ବାସ କରୁଥିବାର ୧ ଲାଖ୍ ୨୯ ହଜାର…