ନୂଆଦିଲ୍ଲୀ,୨୧ା୧୨: ସିଏଏକୁ ନେଇ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଲୋକଙ୍କ ସ୍ବରକୁ ଚାପିଦେବା ପାଇଁ ସରକାର ନିଷ୍ଠୁରତାର ସହ ବଳପ୍ରୟୋଗ କରୁଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ…
ପୁରୀ ଅଫିସ, ୨୧ା୧୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ପରିଚାଳନା କମିଟି ବୈଠକ ବସିଥିଲା। ଏଥିରେ ଶ୍ରୀମନ୍ଦିର ସଂସ୍କାର ମାମଲାରେ…
ପୁଣେ, ୨୧ା୧୨ (ପି.ଟି.): ନିର୍ଭାୟା ଗଣବଳାତ୍କାର, ହତ୍ୟା ମାମଲାର ତ୍ୱରିତ ଶୁଣାଣି ସହ ପୀଡ଼ିତାଙ୍କ ପରିବାରକୁ ଶୀଘ୍ର ନ୍ୟାୟ ପ୍ରଦାନ ଦାବିରେ ସାମାଜିକ କର୍ମୀ ଆନ୍ନା ହଜାରେ…
ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍ଏସ୍): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଥିବାବେଳେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଭାରତୀୟ ନାଗରିକତ୍ୱ ପାଇଁ ୫ଟି ସର୍ତ୍ତ ଜାରି…
ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍ଏସ୍): ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ଲାଗି ଯୋଜନା କରିଛନ୍ତି। ଆସନ୍ତା ୨୨ରେ ମୋଦି ରାମଲୀଳା ମଇଦାନରେ ଭାଜପାର ଏକ ବିଶାଳ…
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶ ସାରା ଆନ୍ଦୋଳନର ନିଅଁ। ଜଳୁଥିବାବେଳେ ଏହାକୁ କେତେକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଏହି ଆଇନକୁ…
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ…
ପୁରୀ ଅଫିସ, ୨୧ା୧୨: ଗତବର୍ଷ ଡିସେମ୍ବର ୨୮ ତାରିଖରେ ଶ୍ରୀମନ୍ଦିରରେ ଘଟିଥିଲା ଚରମ ବିଭ୍ରାଟ। ମହାପ୍ରଭୁ ୧୪ ଘଣ୍ଟା ଭୋକ ଉପାସରେ ରହିଥିଲେ। ତେବେ ଏଥିପାଇଁ ଯେଉଁମାନେ…
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ରାଜ୍ୟରେ ଶୀତ ବୃଦ୍ଧି ପାଇଛି । ଗତ ଦୁଇଦିନ ହେବ ସହରଠାରୁ ଆରମ୍ଭ କରି ଗଁ। ଗଣ୍ଡାରେ ଶୀତ ବିରାଜମାନ କରିଛି। ପାରଦ ୪ରୁ…
କଟକ ଅଫିସ,୨୧ା୧୨: କଟକ ଏସ୍ସିବି ମେଡିକାଲରେ ୪୮ ଜଣ କିଡ୍ନୀ ରୋଗୀଙ୍କ ଡାୟାଲିସିସ କରାଯାଉଛି। ମାତ୍ର ଡାୟାଲିସିସ୍ ପାଇଁ ଆବଶ୍ୟକ ଫ୍ଲୁଇଡ୍ ଏବେ ଏସ୍ସିବି ମେଡିକାଲରେ ମାଗଣାରେ…