Home Left

ଅସ୍ତ୍ରୋପଚାର ପରେ ନର୍ସିଂ ଛାତ୍ରୀଙ୍କ ଛାତିରୁ ବାହାରିଲା ଛୁଞ୍ଚତ୍

ଫିରିଙ୍ଗିଆ,୩୦ା୬-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ପରେ ଜଣେ ନର୍ସିଂ ଛାତ୍ରୀଙ୍କ ଛାତିରେ ଛୁଞ୍ଚତ୍ ରହିଯାଇଥିଲା। ଶନିବାର ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇ ଛୁଞ୍ଚତ୍…

7 years ago

ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ: ବାହାରୁନାହିଁ ସମାଧାନ ବାଟ

ବଲାଙ୍ଗୀର ଅଫିସ, ୩୦ା୬ ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଗତ ପ୍ରାୟ ୧୦ ମାସ ହେଲା ବନ୍ଦ ପଡିଛି ା ୨୦୧୩ ଭୂମି…

7 years ago

୨ ଦିନରେ ବଦଳି ଗଲା ସିଏସ୍‌ଓଙ୍କ ନିଷ୍ପତ୍ତି

ଫୁଲବାଣୀ ଅଫିସ, ୩୦|୬-କନ୍ଧମାଳ ଜିଲା ଯୋଗାଣ ବିଭାଗର ଚାଲିଥିବା କଳା କାରନାମା ଧୀରେ ଧୀରେ ପଦାକୁ ଆସୁଛି। ଏକ ଟ୍ରାନ୍ସପୋର୍ଟକୁ କିପରି ଯୋଗାଣ ବିଭାଗ ସହଯୋଗ କରୁଛି…

7 years ago

ଡାକ୍ତରଖାନାରେ ୫ ଅନଶନକାରୀ ଚିକିତ୍ସାଧୀନ: ପ୍ରତିଶ୍ରୁତି ପରେ ଅନଶନ ସ୍ଥଗିତ ରଖିଲା ଭିନ୍ନକ୍ଷମ ମଞ୍ଚ

କପ୍ତିପଦା,୩୦।୬(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ଭିନ୍ନକ୍ଷମ ମଞ୍ଚ ପକ୍ଷରୁ ୭ ଦଫା ଦାବି ନେଇ ଗତ ବୁଧବାରଠାରୁ ଧାରଣା ଓ ଆମରଣ ଅନଶନ ଆନ୍ଦୋଳନ ଜାରି ରହିଥିଲା। ପ୍ରଶାସନ…

7 years ago

ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି ଜୋର

ବାରିପଦା ଅଫିସ, ୩୦।୬- ବିଶ୍ୱ ବିଖ୍ୟାତ ପୁରୀ ରଥଯାତ୍ରା ପରେ ବାରିପଦା ସ୍ବତନ୍ତ୍ର ଗୁରୁତ୍ୱ ରଖୁଥିବାରୁ ଏହାକୁ ‘ଦ୍ୱିତୀୟ ଶ୍ରୀକ୍ଷେତ୍ର’ ମାନ୍ୟତା ପ୍ରଦାନ ଦାବି ଜୋର ଧରିଛି।…

7 years ago

ୱାଲର୍‌ଡ ୟୁନିଭର୍ସିଟି ଗେମ୍ସ: ଭାରତୀୟ ଦଳର ନେତୃତ୍ୱ ନେବେ ଦୂତୀ

ଭୁବନେଶ୍ୱର ୩୦।୬(ସ୍ପୋଟର୍‌ସ ବ୍ୟୁରୋ)-ଇଟାଲିର ନାପୋଲିଠାରେ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ୩୦ତମ ୱାଲ୍ଡର୍ର୍ ୟୁନିଭର୍ସିଟି ଗେମ୍ସ ଅନୁଷ୍ଠିତ ହେବ। ଏଥିରେ ସ୍ପ୍ରିଣ୍ଟ କୁଇନ ତଥା କିଟ୍‌ରେ ଅଧ୍ୟୟନରତ…

7 years ago

ପାରାଲିସିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସକାଳୁ ଖାଲି ପେଟରେ ଦୁଇକୋଲା ରସୁଣ ଚୋବାଇ ଖାଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହୃଦ୍‌ଘାତରେ ଏହା ମହୌଷଧୀ ଭଳି…

7 years ago

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ପ୍ରସଙ୍ଗ ତ୍ରିପାକ୍ଷିକ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ

ଛତ୍ରପୁର,୨୯।୬(ଡି.ଏନ.ଏ.)-ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଶନିବାର ଥମିଛି। ତ୍ରିପାକ୍ଷିକ ଆଲୋଚନା ବୈଠକ ପରେ ବିସ୍ଥାପିତ ତଥା ଟାଟା ପ୍ରକଳ୍ପରେ ଏହାର ସହଯୋଗୀ ସଂସ୍ଥା ଟିଏସ୍‌ ଆଲଏଜ୍‌ରେ କାମ…

7 years ago

ମାଓବାଦୀଙ୍କ ଗୁଳିରେ ଜିଆର୍‌ଏସ୍‌ଙ୍କ ମୃତ୍ୟୁ ଘଟଣା : ସଂଯୁକ୍ତାଙ୍କ ସ୍ବାମୀଙ୍କୁ ମିଳିଲା ୩୦ ଲକ୍ଷ

ଫିରିଙ୍ଗିଆ, ୨୯।୬-ସାଧାରଣ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଳଙ୍କ ମୃତ୍ୟୁ ଘଟିଥିଲା। ମୃତ…

7 years ago

ଡ୍ରାଭିଡଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ, ୨୯।୬(ପି.ଟି.)- ପ୍ରାକ୍ତନ ଭାରତୀୟ ଅଧିନାୟକ ତଥା ଜୁନିୟର ଦଳର କୋଚ୍‌ ରାହୁଲ ଡ୍ରାଭିଡଙ୍କୁ ଜୁଲାଇ ୧ରୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ବାଙ୍ଗାଲୋରସ୍ଥିତ ଜାତୀୟ…

7 years ago