ପୁରୀ ଅଫିସ, ୨୯ା୬: ରଥଯାତ୍ରା ଅବସରରେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରକ୍ଷିତ…
ପୁରୀ ଅଫିସ,୨୯ା୬: ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା। ଦଇତାପତିମାନେ ଶ୍ରୀଜୀଉମାନଙ୍କୁ ସୁସ୍ଥ କରିବା ପାଇଁ ସେବା କରୁଛନ୍ତି। ଏକାଦଶୀରେ ମହାପ୍ରଭୁ ଲାଗିହେବେ ଦଶମୂଳ। ଜ୍ୱରରେ ପୀଡ଼ିତ…
ପୁରୀ ଅଫିସ, ୨୯ା୬: ଘୋଷଯାତ୍ରାକୁ ଆଉ ମାତ୍ର ୫ଦିନ। ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ପୁରୀ ଏସ୍ପି…
ପୁରୀ ଅଫିସ, ୨୯ା୬: ଜୁଲାଇ ୪ରେ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥକାମ। ଗୁରୁବାର ତୃତୀୟ ଭୂଇଁ କାଠ ଉଠି ବଡ଼ ଥାଳି ପୋଟଳ…
ଭେଣ୍ଡି ଖାଇବାକୁ କେତେଜଣଙ୍କୁ ପସନ୍ଦ ହୋଇଥିବା ବେଳେ ଅନ୍ୟ କେତେଜଣ ଏହା ଲାଳୁଆ ଲାଗୁଥିବା କାରଣଯୋଗୁ ଖାଇବାକୁ ପସନ୍ଦ କରି ନ ଥାନ୍ତି। ମାତ୍ର ଏହା ସ୍ବାସ୍ଥ୍ୟ…
ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି। ଫଳସ୍ବରୂପ…
ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ ଘଣ୍ଟା ଯାଏ ବିଦ୍ୟୁତ୍ ଉଭାନ…
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ରାଜ୍ୟ ସଭାକୁ ଓଡ଼ିଶାର ୩ ଆସନ ପାଇଁ ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବିଜେଡି ସସ୍ମିତ…
ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ…
ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ୨୦୧୯-୨୦ ବଜେଟ୍ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବାସୀଙ୍କ ଆଶା ଯାହା ଥିଲା, ତାହା ବଜେଟ୍ରେ ପ୍ରତିଫଳିତ ହୋଇଛି। ବଜେଟ୍ରେ କାଳିଆ ଯୋଜନାକୁ…