Home Left

ନୀରବଙ୍କ ହାଜତ ମିଆଦ ୨୫ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି

ଲଣ୍ଡନ,୨୮-୬: ବ୍ରିଟେନର ଓ୍ବେଷ୍ଟମିନ୍‌ଷ୍ଟର କୋର୍ଟ ଗୁରୁବାର ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ ହାଜତ ମିଆଦକୁ ଜୁଲାଇ ୨୫ ତାରିଖ ଯାଏ ବୃଦ୍ଧି କରିଛନ୍ତି। ସେ…

7 years ago

ଆସିବ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’

ନୂଆଦିଲ୍ଲୀ,୨୮-୬: କେନ୍ଦ୍ର ସରକାର ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ଯୋଜନା ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ହିତାଧିକାରୀ ଦେଶର ଯେକୌଣସି ସ୍ଥାନରୁ ନିଜ ପସନ୍ଦ ମୁତାବକ…

7 years ago

ଅଭିବୃଦ୍ଧି ଲାଗି ସରକାର,ଆର୍‌ବିଆଇ ସମନ୍ବୟ ଜରୁରୀ:ଶକ୍ତିକାନ୍ତ ଦାସ

ମୁମ୍ବାଇ,୨୮-୬: ଦେଶର ଅଭିବୃଦ୍ଧି ତ୍ୱରାନ୍ବିତ କରିବା ଲାଗି ସରକାର ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସମନ୍ବୟ ରଖି କାର୍ଯ୍ୟ କରିବା ରଆବଶ୍ୟକତା ରହିଛି। ସେହିଭଳି ବ୍ୟବସ୍ଥାଗତ ସ୍ଥିରତାକୁ…

7 years ago

ସକାଳୁ ଏଥିରୁ ଦୁଇମୁଠା…

ସକାଳେ ଦୁଇ ମୁଠା ବୁଟ, ମଟର ଅବା ମୁଗ ଗଜା ଚୋବାଇ ଖାଇଲେ ମିଳିଥାଏ ଅନେକ ଫାଇଦା। ଏହା କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ରକ୍ତରେ କୋଲେଷ୍ଟଟରଲସ୍ତର ହ୍ରାସ…

7 years ago

‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ

ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ, ମୁନି…

7 years ago

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ…

7 years ago

ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି…

7 years ago

ବର୍ଷା ହେଲେ ସମବାୟ ସମିତି ଗୃହରୁ ପାଣି ଗଳୁଛି

ନାଉଗଁା,୨୭ା୬(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍‌ ଋଣ, ରିହାତି ଦରରେ ବିହନ…

7 years ago

ଆସୁଛି ରଥଯାତ୍ରା, ଭାଙ୍ଗିଛି ମଠବାଡ଼ି: ହୀନସ୍ତା ହେବେ ସାଧୁସନ୍ଥ, ଶ୍ରଦ୍ଧାଳୁ

ପୁରୀ ଅଫିସ, ୨୭ା୬: ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମେତ ବହୁ ସାଧୁସନ୍ଥ ଆସିବେ। ହେଲେ ଚଳିତବର୍ଷ ଏମାନେ ଆଶ୍ରୟ ନେବାକୁ…

7 years ago

‘ମୋ ବସ’ରୁ ପାଇଥିବା ଟଙ୍କା ଫେରାଇଲେ ଡ୍ରାଇଭର: ସମ୍ବର୍ଦ୍ଧିତ କଲା କ୍ରୁଟ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜଧାନୀ ରାସ୍ତାରେ ଟଙ୍କା ଲୁଟିବାକୁ ଲୁଟେରା ଚାହିଁ ରହିଛନ୍ତି। କିଛି ଲୋଭି ମଣିଷ ଅଛନ୍ତି ରାତାରାତି ଧନୀ ହେବାକୁ ଭଗବାନଙ୍କୁ ଡାକିଥାନ୍ତି। ରାସ୍ତାରେ ଟଙ୍କା…

7 years ago