Home Left

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଫଳ

ସମଗ୍ର ବିଶ୍ୱରେ ଦିନକୁଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଣିଷର ଦୁର୍ବଳ ମେଟାବୋଲିଜିମ୍‌ କାରଣରୁ ଏହି ରୋଗ ହେଉଥିବାରୁ ଶରୀରରେ ସଠିକ୍‌ ମାତ୍ରାରେ ଇନ୍‌ସୁଲିନ୍‌ ପ୍ରସ୍ତୁତ…

7 years ago

ମେଡିକାଲରୁୁ ଡିସ୍‌ଚାର୍ଜ ହେଲେ ଲାରା

ମୁମ୍ବାଇ,୨୬।୬- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କୁ ମେଡିକାଲରୁ ବୁଧବାର ଡିସ୍‌ଚାର୍ଜ କରାଯାଇଛି। ଛାତିରେ ଯନ୍ତ୍ରଣା ହେଉଥିବାରୁ ସେ ମଙ୍ଗଳବାର ମେଡିକାଲରେ…

7 years ago

ଚାଷୀଙ୍କୁ ନେଇ ହରଡ଼ଘଣାରେ କୃଷିମନ୍ତ୍ରୀ: ୨୦୦୧ରୁ ୧୧ ମଧ୍ୟରେ କୃଷକ ସଂଖ୍ୟା ସରକାରଙ୍କୁ ଜଣାନାହିଁ

ଭୁବନେଶ୍ୱର,୨୬।୬(ବ୍ୟୁରୋ): କୃଷି ଓ କୃଷକକୁ ନେଇ ବୁଧବାର ବିଧାନସଭାର ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ…

7 years ago

କଂଗ୍ରେସ ବିଜୟକୁ ହଜମ କି ପରାଜୟକୁ ସ୍ବୀକାର କରିପାରୁ ନାହିଁ: ମୋଦି

ନୂଆଦିଲ୍ଲୀ, ୨୬।୬: ଗତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏହାକୁ ଦଳ ସ୍ବୀକାର କରୁନାହିଁ କି ଭାଜପାର ବିଜୟକୁ ହଜମ କରିପାରୁ ନାହିଁ ବୋଲି ବୁଧବାର…

7 years ago

ଗଠନ ହେଲା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି

ଭୁବନେଶ୍ୱର,୨୬।୬(ବ୍ୟୁରୋ) : ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାର କାର୍ଯ୍ୟ ପରାମର୍ଶଦାତା କମିଟି ଗଠନ କରିଛନ୍ତି। ସେ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା ମଧ୍ୟ…

7 years ago

ବଡ଼ବିଲ କୋର୍ଟ ମାଜିଷ୍ଟ୍ରେଟ୍‌ଙ୍କ ବଦଳି: ଖାଲି ପଡ଼ିଲା ପଦବୀ, କାର୍ଯ୍ୟ ବାଧାପ୍ରାପ୍ତ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍‌ କମ୍‌ ଜେଏମ୍‌ଏଫ୍‌ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟର ମାଜିଷ୍ଟ୍ରେଟ ଆଲୋକ ପଣ୍ଡାଙ୍କର କୋରାପୁଟ ସେମିଳିଗୁଡ଼ାକୁ ବଦଳି ହୋଇଥିବାବେଳେ…

7 years ago

ବନବିଭାଗର ଚଢ଼ାଉ: ଶାଗୁଆନ, ଜାମୁ ପଟା ଜବତ

ଓଡଗାଁ,୨୬।୬(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ, ଓଡଗାଁ ବନାଞ୍ଚଳ ଓ ବାହାଡାଝୋଲା ସେକ୍ସନ ଅନ୍ତର୍ଗତ ସୁନାମୁହିଁ ଗ୍ରାମରେ ବନବିଭାଗ ପକ୍ଷରୁ ବୁଧବାର ଚଢ଼ାଉ ହୋଇଛି। ଚଢ଼ାଉରେ ବିପୁଳ ପରିମାଣର ମୂଲ୍ୟବାନ…

7 years ago

ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସକାଶେ ଘୋଷଣା କରାଯାଇଛି। ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ସମ୍ପର୍କରେ ଗୃହରେ ସୂଚନା ଦେଇଥିଲେ।…

7 years ago

ଜୁଲାଇ ପହିଲା ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପାଟଣାଗଡ଼ ବିଧାୟକ ସରୋଜ ମେହେର ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ବାଚସ୍ପତି…

7 years ago

ଖାଇକୁ ଖସିଲା କାର: ୬ ଜୀବନ ଗଲା

ଡେରାଡୁନ, ୨୬।୬: ଉତ୍ତରାଖଣ୍ଡର ନ୍ୟୁ ତେହରିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସକାଳେ ଏକ କାର ଖାଇ ଭିତରକୁ ଖସିପଡିଛି। ଫଳରେ କାରରେ ଥିବା ୧୦ଜଣଙ୍କ…

7 years ago