Home Left

ଇନ୍ଦିରା ଗାନ୍ଧୀଙ୍କୁ ଗିରଫ କରିଥିବା ପୂର୍ବତନ ଡିଜିପିଙ୍କ ପରଲୋକ

ଚେନ୍ନାଇ,୨୪।୬(ପି.ଟି.): ୧୯୭୭ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଏକ ଦୁର୍ନୀତି ମାମଲାରେ ଗିରଫ କରିଥିବା ତାମିଲନାଡୁର ତତ୍କାଳୀନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭି.ଆର୍‌. ଲକ୍ଷ୍ମୀନାରାୟଣନ୍‌ଙ୍କର ରବିବାର ପରଲୋକ…

7 years ago

ଅଶାନ୍ତ ଇଥିଓପିଆ: ସେନାଧ୍ୟକ୍ଷଙ୍କୁ ହତ୍ୟାକଲେ ଅଙ୍ଗରକ୍ଷୀ

ଅଡିସ୍‌ ଅବାବା,୨୪ା୬ (ପି.ଟି./ଏ.ଏଫ୍‌.ପି): ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସାମରିକ ବିଦ୍ରୋହ ଦେଖାଦେଇଛି। ଉତ୍ତର ପ୍ରାନ୍ତର ଅମ୍‌ହାରା ରାଜ୍ୟରେ ଚାଲିଥିବା କ୍ଷମତା ଦଖଲ ଉଦ୍ୟମକୁ ପଣ୍ଡ କରିବା ପାଇଁ…

7 years ago

ମଉଳି ଗଲା ପିତାମାତାଙ୍କ ସ୍ବପ୍ନ: ପାଠପଢା ବୟସରେ ଦିବ୍ୟାଙ୍ଗ ହୋଇଗଲେ ପୁଅ

ନବରଙ୍ଗପୁର,୨୪।୬(ବି.ପ୍ର.)- ପୁଅ ପାଠ ପଢି ମଣିଷ ହେବ। ବାର୍ଦ୍ଧକ୍ୟ ବୟସରେ ସହାୟକ ହେବ। ଏଭଳି ଆଶା ରଖିଥିଲେ ମାଆ, ବାପା । କିନ୍ତୁ ସବୁ ଆଶା ମଉଳି…

7 years ago

ଅତ୍ୟଧିକ ଅପିଲ: କୋହଲିଙ୍କୁ ଜରିମାନା

ସାଉଥାମ୍ପଟନ, ୨୪।୬(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଜରିମାନାର ସମ୍ମୁଖୀନ ହୋଇଛନ୍ତି। ଶନିବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ଆକ୍ରମଣାତ୍ମକ ଢଙ୍ଗରେ ଅତ୍ୟଧିକ ଅପିଲ କରିଥିବାରୁ…

7 years ago

ଆଇସିସି ବିଶ୍ୱକପ୍‌: ବାଂଲାଦେଶ ପାଇଁ କର ବା ମର ସ୍ଥିତି

ସାଉଥାମ୍ପ୍‌ଟନ,୨୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ବିଶ୍ୱକପ୍‌ର ୩୧ତମ ମ୍ୟାଚ୍‌ରେ ସୋମବାର ବାଂଲାଦେଶ ଓ ଆଫଗାନିସ୍ତାନ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ୍‌ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ…

7 years ago

ନିଯୁକ୍ତି ପ୍ରତିଶୃତି  ପ୍ରହସନ : ନିର୍ବାଚନ ପରେ ନେତା ନୀରବ

ପାରାଦୀପ,୨୪ା୬(ସ୍ବ.ପ୍ର.): ବର୍ତ୍ତମାନ ଦେଶରେ ବେକାରୀ ସମସ୍ୟା ଏକ ମୁଖ୍ୟ ପ୍ରସଙ୍ଗ ହୋଇ ଛିଡ଼ାହୋଇଛି। ତେଣୁ ଗତ ସାଧାରଣ ନିର୍ବାଚନରେ ପ୍ରାୟ ସବୁ ରାଜନୈତିକ ଦଳ ଏହି ପ୍ରସଙ୍ଗକୁ…

7 years ago

ଜୟ ଶ୍ରୀରାମ କହିବାକୁ ବାଧ୍ୟକଲେ: ମୁସଲିମ୍‌ ଯୁବକଙ୍କୁ ପିଟି ମାରିଦେଲେ

ଷଢ଼େଇକଳା,୨୪ା୬: ଝାଡ଼ଖଣ୍ଡର ଷଢ଼େଇକଳା ଖରସୁଆଁ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଶତାଧିକ ଗ୍ରାମବାସୀ ଚୋରି ସନ୍ଦେହରେ ଜଣେ ମୁସଲିମ୍‌ ଯୁବକଙ୍କୁ ଧରି ‘ଜୟ ଶ୍ରୀରାମ’ କହିବାକୁ…

7 years ago

ଫେରୀଘାଟକୁ ନେଇ ବିବାଦ : ଯାତ୍ରୀ ନେବାକୁ ୨ ନିଲାମଧାରୀଙ୍କ ମଧ୍ୟରେ ପ୍ରତିଯୋଗିତା

କୁଜଙ୍ଗ,୨୪ା୬(ସ୍ବ.ପ୍ର.): କୁଜଙ୍ଗ ବ୍ଲକ ଜିଲାନାସୀ ପଞ୍ଚାୟତ ଦେଇ ପ୍ରବାହିତ ପାଇକା ନଦୀରେ ଫେରୀଘାଟ ପରିଚାଳନାକୁ କେନ୍ଦ୍ରକରି ବିବାଦ ସୃଷ୍ଟି ହୋଇଛି। ଉଭୟ ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲା…

7 years ago

ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ

ବିଞ୍ଝାରପୁର,୨୪ା୬(ଡି.ଏନ.ଏ): ବିଞ୍ଝାରପୁର ବ୍ଲକ ଅଧୀନ ସିଂହପୁର ଖରସ୍ରୋତା ନଦୀରେ କୁମ୍ଭୀର କିଛିଦିନ ତଳେ ଦେଖିବାକୁ ମଳିଥିଲ। ଏହି ଘଟଣାପରେ ନଦୀକୁ ଲୋକେ ଯିବାକୁ ଭୟ ମନେ କରୁଛନ୍ତି।…

7 years ago

ଚାଷରୁ ବିମୁଖ ହେଉଛନ୍ତି ଚାଷୀ : କୃଷି, ସମବାୟ ବିଭାଗ ଦାୟୀ ବୋଲି ଅଭିଯୋଗ ଆଣିଲେ ଚାଷୀ

ଧର୍ମଶାଳା,୨୪ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଞ୍ଚଳର ବହୁ ଚାଷୀ ଏବେ ଚାଷ ପ୍ରତି ବିମୁଖ ହେଉଛନ୍ତି। ଏହି ଅଞ୍ଚଳରେ ୭୦ ପ୍ରତିଶତ ଲୋକେ ଚାଷ ଉପରେ…

7 years ago