ରଘୁନାଥପୁର, ୨୩। ୬ (ଡି.ଏନ.ଏ.): ବାତ୍ୟା ଫନୀ ଯିବାର ଦେଢ ମାସ ପରେ ମଧ୍ୟ ରଘୁନାଥପୁର ସେସୁ ବିଭାଗ ଅଧୀନରେ ଥିବା ବିଭିନ୍ନ ଗଁାରେ ବିଦ୍ୟୁତ୍ ସମସ୍ୟାରେ…
ଢେଙ୍କାନାଳ ଅଫିସ, ୨୩।୬ - ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଶୁକ୍ରବର ସମଗ୍ର ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କାର୍ଯ୍ୟକ୍ରମରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଯୋଗଦେଇ କହିଲେ,…
ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ) ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ ପୀଡିତ…
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ କାର୍ଯ୍ୟ କରିବା ସମୟସୀମା ବୃଦ୍ଧି କରାଯାଇଛି। ଏଣିକି ସମସ୍ତ କର୍ମଚାରୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ମିନିଟ୍ ଯାଏ…
ସାଉଥାମ୍ପ୍ଟନ,୨୩।୬(ପି.ଟି.)- ଚଳିତ ବିଶ୍ୱକପ୍ରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ୍ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍ରେ…
ସାଉଥାମ୍ପ୍ଟନ, ୨୩।୬ (ପି.ଟି.)- ବିଶ୍ୱକପ୍ରେ ହ୍ୟାଟ୍ରିକ ଉଇକେଟ ହାସଲ କରିବାରେ ମହମ୍ମଦ ସାମି ଭାରତର ଦ୍ୱିତୀୟ ବୋଲର ସାବ୍ୟସ୍ତ ହୋଇଛନ୍ତି। ପୂର୍ବରୁ ଚେତନ ଶର୍ମା ୧୯୮୭ ବିଶ୍ୱକପ୍ରେ…
କାମାକ୍ଷାନଗର, ୨୩।୬ (ଡି.ଏନ୍.ଏ.) - ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍ପି ମହେଶ ସାହୁ। ଏପରି…
ଢେଙ୍କାନାଳ ଅଫିସ, ୨୩।୬ - ହାତୀ ପାଇଁ ସାରା ଦେଶରେ ନଁା କରିଛି ଢେଙ୍କାନାଳ। ରାଜ୍ୟରେ ସାତକୋଶିଆ ପରେ ହାତୀସଂଖ୍ୟାରେ ଜିଲାକୁ ମିଳିଛି ଦ୍ୱିତୀୟ ସ୍ଥାନ। ଅନ୍ୟପଟେ…
ମାଞ୍ଚେଷ୍ଟର, ୨୩ା୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍ରେ ଅଧିତ୍ନାୟକ କେନ୍ ଓ୍ବିଲିୟମସନଙ୍କ କ୍ୟାରିୟର ଶ୍ରେଷ୍ଠ ୧୪୮ ରନ ସହାୟତାରେ ନ୍ୟୁଜିଲାଣ୍ଡ ୫…
ବ୍ରହ୍ମପୁର ଅଫିସ,୨୩ା୬-ବ୍ରହ୍ମପୁରର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ତଥା ଛକରେ ସୁଧୁରିବ ଟ୍ରାଫିକ ସମସ୍ୟା ା ଏନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି ା…